Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଭୁବନେଶ୍ୱର ନୂଆ ରେଳଷ୍ଟେସନ, ଖୋର୍ଦ୍ଧାରୋଡ୍ ମେମୁ ଟ୍ରେନ୍…

ଭୁବନେଶ୍ୱର : ଓଡ଼ିଶାରେ ରେଳ ନେଟ୍ୱାର୍କର ବିସ୍ତାର ଏବଂ ରେଳପଥ ବିକାଶ ଉପରେ ବର୍ତ୍ତମାନର କେନ୍ଦ୍ର ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି । ବିଶେଷକରି ବିଦ୍ୟୁତ ଚାଳିତ ଟ୍ରେନ୍ (ମେମୁ) ଚଳାଚଳ ଉପରେ ପ୍ରାଧାନ୍ୟ ଦିଆଯାଉଛି । ଏଥିଲାଗି କେନ୍ଦ୍ରର ଏନଡିଏ ସରକାର ଗତ ୪ ବର୍ଷ ମଧ୍ୟରେ ଓଡ଼ିଶାକୁ…

ବିଶ୍ୱକପ ଫୁଟବଲ: ବ୍ରାଜିଲର ବିଦାୟ, ସେମିଫାଇନାଲରେ ବେଲଜିୟମ ଭେଟିବ ଫ୍ରାନ୍ସକୁ

ମସ୍କୋ : ବିଶ୍ୱକପ ଫୁଟବଲ କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛି ବ୍ରାଜିଲ । ବେଲଜିୟମ ୨-୧ ଗୋଲରେ ଫୁଟବଲର ଦେଶ ବ୍ରାଜିଲକୁ ପରାସ୍ତ କରି ସେମିଫାଇନାଲକୁ ଉନ୍ନୀତ ହୋଇଛି । ସେହିପରି ଅନ୍ୟଏକ କ୍ୱାର୍ଟର ଫାଇନାଲ ମ୍ୟାଚରେ ଫ୍ରାନ୍ସ ୨-୦ ଗୋଲରେ ଉରୁଗୁଏକୁ ପରାସ୍ତ କରିଛି । ମ୍ୟାଚର ୧୩…

ପ୍ରତିଷ୍ଠା ହେବ ଭୁବନେଶ୍ୱର-ପ୍ୟାରିସ ସାଂସ୍କୃତିକ ଡ଼େସ୍କ, ବଢିବ ଓଡ଼ିଶା-ଫ୍ରାନ୍ସ ସାଂସ୍କୃତିକ ବିନିମୟ

ଭୁବନେଶ୍ୱର : ଭୁବନେଶ୍ୱର-ପ୍ୟାରିସ ସାଂସ୍କୃତିକ ଡ଼େସ୍କ ପ୍ରତିଷ୍ଠା ହେବ । ଓଡ଼ିଶା ଓ ସୁଦୂର ଫ୍ରାନ୍ସ ମଧ୍ୟରେ ସୁନ୍ଦର ସାଂସ୍କୃତିକ ବିନିମୟ ଘଟିବ । ଫ୍ରାନ୍ସ ଦୂତାବାସର ସହଯୋଗ ଓ ସାଂସ୍କୃତିକ ବ୍ୟାପାର ଉପଦେଷ୍ଟା ତଥା ଫ୍ରେଞ୍ଚ ଇନଷ୍ଟିଚ୍ୟୁଟ୍ ଇନ୍ ଇଣ୍ଡିଆର ନିର୍ଦ୍ଦେଶକ ଡ଼ଃ ବର୍ଟାଣ୍ଡ ଡି…

ଅପରାଜିତା ଷଡ଼ଙ୍ଗୀ (ଆଇଏଏସ) ଓଡ଼ିଶା ଫେରୁଛନ୍ତି !

ଭୁବନେଶ୍ୱର : ବରିଷ୍ଠ ଆଇଏଏସ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ ଓଡ଼ିଶା ଫେରିବେ । କେନ୍ଦ୍ରୀୟ ଡ଼େପୁଟେସନରେ ଏବେ କାର୍ଯ୍ୟରତ ଅଛନ୍ତି ବରିଷ୍ଠ ଆଇଏଏସ ଅପରାଜିତା ଷଡ଼ଙ୍ଗୀ । ଆସନ୍ତା ଅକ୍ଟୋବର ଦ୍ୱିତୀୟ ସପ୍ତାହ ସୁଦ୍ଧା କାର୍ଯ୍ୟରେ ଯୋଗଦାନ ଦେବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି ।…

ଶ୍ରୀମନ୍ଦିର ଜଗମୋହନ ମରାମତି ପ୍ରସଙ୍ଗ: ରଥଯାତ୍ରା ସମୟରେ ଜୟ-ବିଜୟ ଦ୍ୱାର ମରାମତି ଲାଗି ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ/ପୁରୀ/ଭୁବନେଶ୍ୱର : ଶ୍ରୀମନ୍ଦିର ଜଗମୋହନ ମରାମତି ପ୍ରସଙ୍ଗରେ ରଥଯାତ୍ରା ସମୟରେ ହେଲେ ମଧ୍ୟ ଜୟ-ବିଜୟ ଦ୍ୱାର ଅସମ୍ପୂର୍ଣ୍ଣ କାର୍ଯ୍ୟ ମରାମତି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । ତେବେ ଜଗମୋହନ ମରାମତି ପ୍ରସଙ୍ଗରେ ହାଇକୋର୍ଟରେ ଆଜି ଏଏସଆଇ ସତ୍ୟପାଠ ଦାଖଲ କରିଥିଲା ବେଳେ…

ଦୂତୀ ଚାନ୍ଦ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ, ସେଲଫି ନେଲେ, ଏସୀୟ କ୍ରୀଡ଼ା ଲାଗି ଆଶୀର୍ବାଦ କାମନା କଲେ

ଭୁବନେଶ୍ୱର : ଭାରତର ଦୃତତମ ମହିଳା ଦୂତୀ ଚାନ୍ଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଜାତୀୟ ଚମ୍ପିୟାନସିପରେ ସର୍ବକାଳୀନ ରେକର୍ଡ଼ କରି ଏସୀୟ କ୍ରୀଡ଼ା ଲାଗି ଯୋଗ୍ୟତା ହାସଲ କରିବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ଭିକ୍ଷା କରିଛନ୍ତି ।…

୨୦୧୮-୧୯ ଖରିଫ ଋତୁ ପାଇ ଖରିଫ ଫସଲର ସର୍ବନିମ୍ନ ସମର୍ଥନ ମୂଲ୍ୟ (ଏମଏସପି)ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରି

ଭୁବନେଶ୍ୱର : କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ଏକ ବୃହତ ପଦକ୍ଷେପ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ ୨୦୧୮-୧୯ ଖରିଫ ଋତୁ ପାଇଁ ବିଭିନ୍ନ ଖରିଫ ଫସଲର ସର୍ବନିମ୍ନ ସହାୟକ/ସମର୍ଥନ ମୂଲ୍ୟ (ଏମଏସପି)…

କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ରାଜ୍ୟର ସମସ୍ତ ୬୬ଟି ଆରଏମସିକୁ ଇ-ନାମ ପ୍ଲାଟଫର୍ମରେ ଯୋଡ଼ିବାକୁ…

ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ଦଶଟି ମଣ୍ଡି ଇ-ନାମ ପ୍ଲାଟଫର୍ମ ସହି ଯୋଡ଼ି ହୋଇଥିବା ବେଳେ ଓଡ଼ିଶା ଷ୍ଟେଟ ଏଗ୍ରିକଲଚରାଲ ମାର୍କେଟିଂ ବୋର୍ଡ଼ (ଓଏସଏଏମବି)ର ନିୟନ୍ତ୍ରଣ ଓ ତତ୍ତ୍ୱାବଧାନରେ କାମ କରୁଥିବା ରାଜ୍ୟର ସମସ୍ତ ୬୬ଟି ରେଗୁଲେଟେଡ଼ ମାର୍କେଟ କମ୍ପେ୍ଲକ୍ସକୁ ଯୋଡ଼ିବାକୁ ଅନୁରୋଧ…

ଓଡ଼ିଶା ବିଧାନ ପରିଷଦ ଗଠନ ପ୍ରସଙ୍ଗ: ଆସନ୍ତାକାଲି ବିହାର ଯିବ କମିଟି

ଭୁବନେଶ୍ୱର : ଓଡ଼ିଶାରେ ବିଧାନ ପରିଷଦ ଗଠନ ସମ୍ପର୍କରେ ଅନ୍ୟ ରାଜ୍ୟର ବ୍ୟବସ୍ଥା ଅନୁଧ୍ୟାନ କରିବା ଲାଗି ଗଠିତ ହୋଇଥିବା ସ୍ୱତନ୍ତ୍ର କମିଟି ଆସନ୍ତାକାଲି ବିହାର ଗସ୍ତ କରିବ । ଏହି ସ୍ୱତନ୍ତ୍ର କମିଟିର ଅଧ୍ୟକ୍ଷ ମନ୍ତ୍ରୀ ନୃସିଂହ ଚରଣ ସାହୁ ମଧ୍ୟ ବିହାର ଗସ୍ତରେ ଯିବେ । ଏହି କମିଟିର…

ସୋନାଲୀ ବେନ୍ଦ୍ରେଙ୍କୁ କ୍ୟାନସର୍ !

ମୁମ୍ବାଇ : ଜଣାଶୁଣା ବଲିଉଡ୍ ଅଭିନେତ୍ରୀ ସୋନାଲୀ ବେନ୍ଦ୍ରେ କ୍ୟାନସର୍ ରୋଗରେ ପୀଡ଼ିତ । ସୋନାଲୀ କ୍ୟାନସରରେ ପୀଡ଼ିତ ହୋଇଥିବା କଥା ନିଜେ ଆଜି ସୋସିଆଲ ମିଡ଼ିଆରେ ଫ୍ୟାନ ମାନଙ୍କୁ ଜଣାଇଛନ୍ତି । ଏହି ଦୁଃଖଦ ଖବର ତାଙ୍କର ଅଗଣିତ ପ୍ରଶଂସକଙ୍କୁ ଦୁଃଖିତ କରିଛି । ନବେ ଦଶକର ସଫଳ…