Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଯୋଗ ଦିବସ ହିଁ ଯୋଡ଼ି ଦେଲା ସାରା ବିଶ୍ୱକୁ: ‘ମନ କୀ ବାତ୍’ ରେ ମନ କଥା କହିଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪୫ ତମ ‘ମନ କୀ ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ରବିବାର ଦିନ ଉଦ୍ବୋଧନ ଦେଇଛନ୍ତି । ‘ଆନ୍ତର୍ଜାତିକ ଯୋଗ ଦିବସ’ ହିଁ ଯୋଡ଼ିଦେଲା ସାରା ବିଶ୍ୱକୁ ବୋଲି କହି ଯୋଗର ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦିନ କେବଳ…

ଚାମ୍ପିୟନ୍ସ ଟ୍ରଫି ହକି: ଭାରତ ଠାରୁ ୪-୦ରେ ପାକିସ୍ତାନର ଲଜ୍ଜାଜନକ ପରାଜୟ

ବ୍ରେଦା: ଶେଷ ୧୦ ମିନଟରେ ୩ଟି ଗୋଲ ଦେଇ ଭାରତ ତା’ର ଚିର ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ୪-୦ରେ ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ମ୍ୟାଚ୍ରେ ପରାସ୍ତ କରିଛି । ଆଜି ହଲାଣ୍ଡର ବ୍ରେଦା ସହରରେ ଆରମ୍ଭ ହୋଇଥିବା ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ଖେଳାଯାଇଥିଲା ଭାରତ ଓ…

୮ବର୍ଷର ଓଡ଼ିଆ ଶିଶୁକନ୍ୟା ଦୁଷ୍କର୍ମର ଶୀକାର: ସୁରଟ ପୋଲିସ ଦ୍ୱାରା ଅଭିଯୁକ୍ତ ଗିରଫ

ସୁରଟ/ବ୍ରହ୍ମପୁର : କାମାନ୍ଧଙ୍କ ଜାଲରୁ ଏବେବି ମୁକ୍ତ ନୁହଁନ୍ତି କୁନି କୁନି ଶିଶୁକନ୍ୟା । ମାନବିକତାର ଶେଷ ସୀମା ଲଂଘନ କରିଚାଲିଛନ୍ତି କିଛି ଉଦଭ୍ରାନ୍ତ ଲଂପଟଗଣ । କୋମଳମତି ଶିଶୁକନ୍ୟା ଦୁନିଆକୁ ଜାଣିବା ପୂର୍ବରୁ ଶୀକାର ହେଉଛନ୍ତି ଅସଦାଚରଣ ଓ ଦୁଷ୍କର୍ମ ପରି ଜଘନ୍ୟ ଅପରାଧର କବଳରେ ।…

ବିଶ୍ୱକପ ଫୁଟବଲ: ସ୍ପେନ, ପର୍ତ୍ତୁଗାଲ ଓ ଉରୁଗୁଏର ବିଜୟ, ଋଷିଆ ପ୍ରି-କ୍ୱାର୍ଟରରେ

ମସ୍କୋ : କ୍ରିଷ୍ଟିଆନୋ ରୋନାଲଡ଼ୋଙ୍କ ଏକ ଚମକ୍ରାର ଗୋଲ ବଳରେ ମରୋକ୍କୋ ବିଶ୍ୱକପରୁ ବାହାର ହେବା ସହିିିତ ପର୍ତ୍ତୃଗାଲ କ୍ୱାର୍ଟର ଫାଇନାଲ ଖେଳିବାର ଆଶାର ଉଜ୍ଜିବିତ ହୋଇଛି । ପ୍ରଖ୍ୟାତ ଫୁଟବଲ ଷ୍ଟାର ରୋନାଲ୍ଡୋଙ୍କ ଏକମାତ୍ର ଗୋଲ ୧-୦ରେ ଦଳକୁ ପର୍ତ୍ତୁଗାଲକୁ ବିଜୟୀ କରାଇପାରିଛି ।…

ଭୁବନେଶ୍ୱର ଏୟାରପୋର୍ଟରୁ ୯ଲକ୍ଷ ଟଙ୍କାର ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ଏୟାରପୋର୍ଟରୁ ପୁଣି ବିମାନ ଗୁଇନ୍ଦା ବିଭାଗ ଚୋରାରେ ଚାଲାଣ ହେଉଥିବା ସୁନା ଜବତ କରିଛି । ଆଜି ଜଣେ ବ୍ୟକ୍ତି ୨୯୫ ଗ୍ରାମର ସୁନା ଲୁଚାଇ ଚାଲାଣ କରୁଥିବା ବେଳେ ଗୁଇନ୍ଦା ବିଭାଗ ହାତରେ ଧରାପଡ଼ିଛି । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ…

ଘୂର୍ଣ୍ଣିଝଡ଼ ଆଶଙ୍କା: ପାଣିପାଗ ବିଭାଗର ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରବାର ଦିନ କେଇ ଘଣ୍ଟା ପରେ ଘୂର୍ଣ୍ଣିଝଡ଼ର ସତର୍କ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟର ୧୬ଟି ଜିଲ୍ଲାକୁ ଏନେଇ ସୂଚନା ପ୍ରଦାନ କରାଯାଇଥିବା ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ।…

ବାରବାଟୀ ଜମି ହେରଫେର ପ୍ରସଙ୍ଗ: ଆଶୀର୍ବାଦ ବେହେରାଙ୍କ ଜ୍ୱାଇଁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପଚରାଉଚରା !

କଟକ/ଭୁବନେଶ୍ୱର : ବାରବାଟୀ ଜମି ହେରଫେର ଘଟଣା ପୁନର୍ବାର ଚର୍ଚ୍ଚାକୁ ଆସିଛି । ଗୁରବାର ଦିନ ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ପୁଅ ସଂଜିତ ସାମଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ପୂର୍ବରୁ ସଂଜିତଙ୍କୁ ପ୍ରବର୍ତ୍ତନ…

ଓଡ଼ିଶା ଆସୁଛି ମହାବଳ ବାଘ: ମଧ୍ୟପ୍ରଦେଶରୁ ମହାବଳ ବାଘ ଓଡ଼ିଶା ସ୍ଥାନାନ୍ତରୀତ ହେଉଛି

ଭୁବନେଶ୍ୱର : ମହାବଳ ବାଘ ଗାଡ଼ିରେ ଆସୁଛି । ମଧ୍ୟପ୍ରଦେଶରୁ ମହାବଳ ବାଘ ତା’ର ଯାତ୍ରାରମ୍ଭ କରିସାରିଛି । ଏକ ସ୍ୱତନ୍ତ୍ର ଗାଡ଼ି ଯୋଗେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନରୁ ଅନୁଗୁଳର ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନକୁ ସ୍ଥାନାନ୍ତରିତ ହେଉଛି । ଭାରତରେ କୌଣସି ବାଘ ଗୋଟିଏ…

ହାସ୍ୟାଭିନେତା ପପୁ ପମପମ୍ ଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି

ନୂଆଦିଲ୍ଲୀ: ଓଲିଉଡ଼ ଅଭିନେତା ତଥା ଓଡ଼ିଆ ହାସ୍ୟାଭିନେତା ତତ୍ଥ୍ ପ୍ରକାଶ ଶତପଥି ଯିଏକି ପପୁ ପମପମ୍ ଭାବରେ ଲୋକପ୍ରିୟତା ଅର୍ଜନ କରିଛନ୍ତି ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ବେଶ୍ ଉନ୍ନତି ପରିଲକ୍ଷିତ ହେଉଥିବା ଚିକିତ୍ସିତ ହେଉଥିବା ଏମ୍ସ୍ କର୍ତ୍ତୃପକ୍ଷ କହିଛନ୍ତି । ନୂଆଦିଲ୍ଲୀସ୍ଥିତ…

୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ର ପାଣିପାଗ କେନ୍ଦ୍ର ଆସନ୍ତା କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୬ ଟି ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବୃଷ୍ଟିପାତ ହେବାର ସତର୍କ ସୂଚନା ଦେଇଛନ୍ତି । ଯେଉଁ ଜିଲ୍ଲା ଗୁଡ଼ିକ ଲାଗି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ କରାଯାଇଛି, ସେହି…