Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସିନେମାରେ ମହାତ୍ମା…

ଭୁବନେଶ୍ୱର : ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ନେଇ ଅନେକ ଫିଲ୍ମ ନିର୍ମାଣ କରାଯାଇଛି । ଗାନ୍ଧୀଜିଙ୍କ ଜୀବନୀ ଉପରେ ଆଧାରିତ ହୋଇଥିବା ଫିଲ୍ମ ଗୁଡିକ ମାଧ୍ୟମରେ ଦର୍ଶକ ମାନେ ଗାନ୍ଧୀଙ୍କ ଜୀବନୀକୁ ପାଖରୁ ଦେଖିବା ପାଇଁ ସୁଯୋଗ ପାଇପାରିଛନ୍ତି । ଏସବୁ ଫିଲ୍ମର ବ୍ୟବସାୟିକ ଦିଗ ଯାହା ହେଉନା…

ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍’: ମାନବିକ ଅଧିକାରକୁ ବୁଝିବା, କାର୍ଯ୍ୟରେ ଲଗାଇବା ହେଉଛି ‘ସବକା…

ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରେଡ଼ିଓ ଯୋଗେ ‘ମନ କି ବାତ୍’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ରେଡ଼ିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ରେ କହିଛନ୍ତି, ୨୫ ବର୍ଷର ଏହି ଯାତ୍ରା ଭିତରେ ଏହା…

ଇଣ୍ଡୋନେସିଆରେ ସୁନାମୀ ମୃତ୍ୟୁ ସଂଖ୍ୟା ୪୦୦ ଛୁଇଁଲା

ଇଣ୍ଡୋନେସିଆ : ଇଣ୍ଡୋନେସିଆର ସୁଲାୱାସି ଦୀପରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ପରେ ଏବେ ପ୍ରଳୟକାରୀ ସୁନାମୀ ଆସିଛି । ଏହି ସୁନାମୀରେ ଅନେକ ଧନ ଜୀବନ ନଷ୍ଟ ହେବା ସହିତ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଇଣ୍ଡୋନେସିଆର ଜାତୀୟ ବିପର୍ଯ୍ୟୟ ସଂସ୍ଥା ପକ୍ଷରୁ ସୂଚନା…

ନବୀନଙ୍କୁ ଓଡ଼ିଶାର ୫୯% ଜନତା ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଚାହାଁନ୍ତି: ଇଣ୍ଡିଆ ଟୁଡ଼େ ସର୍ଭେ

ଭୁବନେଶ୍ୱର: ଆଗକୁ ସାଧାରଣ ନିର୍ବାଚନ । ଓଡ଼ିଶା ବିଧାନସଭା ସାଙ୍ଗକୁ ଲୋକସଭା ନିର୍ବାଚନ ରଣାଙ୍ଗନର ଅବ୍ୟବହିତ ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ବଳବତ୍ତର ରହିଛି । ଏବେ ମଧ୍ୟ ରାଜ୍ୟର ୫୦ ପ୍ରତିଶତରୁ ଅଧିକ ଜନସାଧାରଣ ନବୀନ ମୁଖ୍ୟମନ୍ତ୍ରୀ ହେବା ଚାହାନ୍ତି ।…

ଶେଷ ବଲରେ ରୋମାଞ୍ଚକର ଫାଇନାଲ୍ ଜିତି ଭାରତର ଏସିଆ କପ ହାସଲ

ଦୁବାଇ: ଭାରତ ସପ୍ତମଥର ଲାଗି ଏସିଆ କପ ଚମ୍ପିଆନ ହେବାର ଗୌରବ ହାସଲ କରିଛି । ଭରପୁର ଦର୍ଶକଙ୍କ ଉପସ୍ଥିତିରେ ଦୁବାଇରେ ଅନୁଷ୍ଠିତ ଏସିଆ କପ୍ ଫାଇନାଲ ମ୍ୟାଚରେ ଶକ୍ତିଶାଳୀ ଭାରତ ଘାଇଲା ବାଘ ବାଂଲାଦେଶ ଦଳକୁ ୩ ୱିକେଟରେ ପରାସ୍ତ କରି ପାରିଛି । ଅନ୍ତିମ ଓଭରରେ ଜିତିବା ଲାଗି ଭାରତକୁ…

ସର୍ଜିକାଲ ଷ୍ଟ୍ରାଇକକୁ ୨ବର୍ଷ ପୂର୍ତ୍ତି: ‘ପରାକ୍ରମ ପର୍ବ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ସର୍ଜିକାଲ ଷ୍ଟ୍ରାଇକ ୨୦୧୬ ମସିହା ସେପ୍ଟେମ୍ବର ୨୮ ତାରିଖରେ ହୋଇଥିବାବେଳେ ଆଜି ଏହି ଘଟଣାକୁ ଦୁଇବର୍ଷ ପୂରିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଧପୁରର ମିଲିଟାରୀ ଷ୍ଟେସନରେ ‘ପରାକ୍ରମ ପର୍ବ’ ପ୍ରଦର୍ଶନର ଉଦଘାଟନ କରିଛନ୍ତି ।…

ମହିଳାଙ୍କ ଲାଗି ସୁପ୍ରିମ ରାୟ: ସାବରିମାଳା ମନ୍ଦିରରେ ପ୍ରବେଶ କରିପାରିବେ ମହିଳା

କେରଳ : କେରଳର ବହୁ ଚର୍ଚ୍ଚିତ ସାବରୀମାଳା ମନ୍ଦିର ଭିତରକୁ ମହିଳାଙ୍କ ପ୍ରବେଶ ନେଇ ଲାଗିଥିବା ଅନେକ କଳ୍ପନାଜଳ୍ପନାର ପରିସମାପ୍ତି ଘଟିଛି । ଆଜି ଏନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି । ସୂଚନା ଅନୁଯାୟୀ ସାବରୀମାଳା ମନ୍ଦିରରେ ପୂର୍ବରୁ ୧୦ ରୁ ୫୦ ବର୍ଷର…

ଆଜି ସାରା ରାଜ୍ୟରେ ସମସ୍ତ ଔଷଧ ଦୋକାନ ବନ୍ଦ, ରୋଗୀ ହନ୍ତସନ୍ତ

ଭୁବନେଶ୍ୱର: ଅଖିଳ ଭାରତୀୟ ଔଷଧ ବ୍ୟବସାୟୀ ମହାସଂଘ (ଏଆଇଓସିଡ଼ି)ର ଡ଼ାକରାରେ ଦେଶବ୍ୟାପୀ ଶୁକ୍ରବାର ଦିନ ଔଷଧ ଦୋକାନ ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି । ସେହିପରି ଉତ୍କଳ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନ ପକ୍ଷରୁ ମଧ୍ୟ ସାରା ଓଡ଼ିଶାରେ ସମସ୍ତ ଔଷଧ ଦୋକାନ ବନ୍ଦ ରହିଛି । ଏହି ବନ୍ଦ ଫଳରେ…

ଧର୍ମଗଡ଼ରେ ଉଦଘାଟିତ ହେଲା ‘ପ୍ରଧାନମନ୍ତ୍ରୀ କୌଶଳ ବିକାଶ’ କେନ୍ଦ୍ର

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ଠାରେ ଉଦଘାଟିତ ହୋଇଛି ପ୍ରଧାନମନ୍ତ୍ରୀ କୌଶଳ ବିକାଶ କେନ୍ଦ୍ର । ଅଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ଉପସ୍ଥିତିରେ ଏହି କେନ୍ଦ୍ରର ଉଦଘାଟନ ଅନୁଷ୍ଠିତ ହୋଇଛି । ଏହି ଉତ୍ତବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ପ୍ରଧାନମନ୍ତ୍ରୀ…

ଧାରା ୪୯୭ରେ ଥିବା ‘ପରକୀୟା ପ୍ରୀତି’ ଅପରାଧ ନୁହେଁ – ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଦେଶର ସର୍ବୋଚ୍ଚ ନ୍ୟାୟାଳୟ ସୁପ୍ରିମକୋର୍ଟ ତାଙ୍କର ଐତିହାସିକ ରାୟରେ ‘ପରକୀୟା ପ୍ରୀତି’ ଉପରେ ଥିବା ୧୫୮ ବର୍ଷର କଟକଣାକୁ ଅସାମ୍ବିଧାନିକ କହିଛନ୍ତି । ଫଳରେ ବିବାହ ପରେ ‘ପରକୀୟା ପ୍ରୀତି’ ଏକ ଅପରାଧ ନୁହେଁ ବୋଲି ସାବ୍ୟସ୍ତ ହୋଇଛି । ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ…