Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ନୁହ ହିଂସାକାଣ୍ଡ ଘଟଣା: ବିଟୁ ବଜରଙ୍ଗୀ ପୁଣି ଗିରଫ

ଚଣ୍ଡିଗଡ଼: ହରିୟାଣା ନହୁ ହିଂସା ମାମଲାରେ ହରିୟାଣା ପୋଲିସ ଲଗାତାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ନୁହ ହିଂସାକାଣ୍ଡ ଘଟଣାରେ ବିଟୁ ବଜରଙ୍ଗୀ ପୁଣି ଗିରଫ ହୋଇଛି। ମଙ୍ଗଳବାର ଅଗଷ୍ଟ ୧୫ରେ ନୁହରେ ହିଂସା ସୃଷ୍ଟି କରିବା ଏବଂ ଉତ୍ତେଜନାମୂଳକ ଭାଷଣ ଦେଇଥିବା ଅଭିଯୋଗରେ ହରିୟାଣା ପୋଲିସ ବିଟୁ…

ସରିଲା କୋର କମାଣ୍ଡରସ୍ତରୀୟ ବୈଠକ: LACରୁ ସୈନ୍ୟ ପ୍ରତ୍ୟାହାର ପାଇଁ ଭାରତର ଚାପ

ନୂଆଦିଲ୍ଲୀ : ଭାରତ ଓ ଚୀନ୍ ମଧ୍ୟରେ ଚାଲିଥିବା କୋର କମାଣ୍ଡରସ୍ତରୀୟ ବୈଠକ ଶେଷ ହୋଇଛି  । ଦୁଇ ଦିନ ଧରି ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଥିଲା  । ବାରମ୍ବାର ଉଭୟ ଦେଶ ମଧ୍ୟରେ ବିଚାର ବିମର୍ଶ ହୋଇଛି ହେଲେ କିଛି ସୁଫଳ ମିଳିନଥିଲା  । କିନ୍ତୁ ଏଥର ଆଲୋଚନାରେ କିଛି ସକରାତ୍ମକ…

ହିମାଚଳରେ ବାଦଲଫଟା ବର୍ଷା-ବନ୍ୟା-ଭୂସ୍ଖଳନ, ୫୯ ଟପିଲା ମୃତ୍ୟୁ ସଂଖ୍ୟା

ସିମଲା: ହିମାଚଳ ପ୍ରଦେଶରେ ବନ୍ୟା, ଭୂସ୍ଖଳନଜନିତ ମୃତ୍ୟୁ ସଂଖ୍ୟା ୫୯କୁ ବୃଦ୍ଧି ପାଇଛି। ଗତ ରାତିରେ ଆଉ ୩ ଜଣଙ୍କର ମୃତଦେହ ମିଳିବା ପରେ ମୃତ୍ୟୁ ସଂଖ୍ୟା ୫୬ରୁ ୫୯କୁ ବଢ଼ିଛି। ଲଗାଣ ବର୍ଷା ପାଇଁ ମଣ୍ଡି ଓ ସିମଲା ଜିଲ୍ଲା ସବୁଠୁ ବେଶି କ୍ଷତିଗ୍ରସ୍ତ ହୋଇଛି। ମଣ୍ଡିରେ ୨୩ ଓ ସିମଲାରେ ୧୯…

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ…

ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି। ତାଙ୍କ ଅଭୁଲା ସ୍ମୃତିକୁ ଆଜି ମନେ ପକାଉଛି ସାରା ଦେଶ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସମେତ ବହୁ ନେତା ପୂର୍ବତନ…

ସଫଳତାର ପାହାଚ ଚଢୁଛି ଇସ୍ରୋ: ଆଜି ପଞ୍ଚମ କକ୍ଷ ପରିବର୍ତ୍ତନ କରିବ ଚନ୍ଦ୍ରଯାନ-୩

ବେଙ୍ଗାଲୁରୁ: ଆଗାମୀ ସପ୍ତାହ ଭାରତୀୟ ବିଜ୍ଞାନ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର ହେବାକୁ ଯାଉଛି । ବାସ୍ତବରେ ଭାରତର ବହୁ ଗୁରୁତ୍ୱପୂର୍ଣ୍ଣ ମହାକାଶ ମିଶନ ଚନ୍ଦ୍ରଯାନ-୩ ଚନ୍ଦ୍ରରେ ଲ୍ୟାଣ୍ଡିଂ କରିବାକୁ ଯାଉଛି । କୁହାଯାଉଛି ଯେ ଚନ୍ଦ୍ରଯାନ ଅଗଷ୍ଟ ୨୧ରୁ ୨୩ ମଧ୍ୟରେ ଚନ୍ଦ୍ର ଭୂମିରେ ଲ୍ୟାଣ୍ଡିଂ…

ଝିଅକୁ କାନ୍ଧରେ ବସାଇ ବୁଲାଉଥିବା ବେଳେ ଗୁଡ଼ିମାଡ଼, ଯୁବକ ଗୁରୁତର

ଓଡ଼ିଶା ସମ୍ବାଦ ବ୍ୟୁରୋ: ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ ନିଜର କୁନି ଝିଅକୁ କାନ୍ଧରେ ବସାଇ ବୁଲାଉଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି । ଫଳରେ ଯୁବକ ଜଣକ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ…

ମମତା ଦିଲ୍ଲୀ ଯିବେ, ଧାରଣା ଦେଇ ହକ ମାଗିବେ, ନ ମିଳିଲେ ପାନେ ଦେବେ!

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ଫଣ୍ଡ ରୋକାଯିବା ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ଆନ୍ଦୋଳନ କରିବ ତୃଣମୂଳ କଂଗ୍ରେସ। ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ ଏହି ଆନ୍ଦୋଳନର ନେତୃତ୍ୱ ନେବେ। ଅକ୍ଟୋବର ଦୁଇ ତାରିଖ ଗାନ୍ଧୀ ଜୟନ୍ତୀରେ ଟିଏମସି…

ନିର୍ବାଚନ ପୂର୍ବରୁ ‘ଇନ୍ଦିରା’ କାର୍ଡ, ରାହୁଲ ଡାକିଲେ କଂଗ୍ରେସକୁ ଆସ!

ଭୁବନେଶ୍ୱର: ଦେଶର ରାଜନୈତିକ ଟ୍ରେଣ୍ଡରେ ବହୁ ପରିବର୍ତ୍ତନ ଦେଖିବାକୁ ମିଳୁଛି। ନିର୍ବାଚନରେ ମତଦାନ ହେଉ କିମ୍ବା ରାଜନୀତି କ୍ଷେତ୍ରରେ ପ୍ରବେଶ ସବୁଥିରେ ଅଧିକ ସଂଖ୍ୟକ ମହିଳାଙ୍କୁ ଦେଖିବାକୁ ମିଳୁଛି। ପୂର୍ବାପେକ୍ଷା ଏହି ସଂଖ୍ୟା ବଢୁଛି। ଦେଶଠାରୁ ଆରମ୍ଭ କରି ରାଜ୍ୟ ସବୁଆଡେ ମହିଳା…

ଅହିରାଜ ମଥାରେ ଚୁମ୍ବନ ଦେଉଥିଲେ ଯୁବକ, ଆଉ ତା’ପରେ…

ନାଗ ସହିତ ନଖରାମି !  ଦୁଃସାହସ ନା ପାଗଳାମି ? କ’ଣ କୁହାଯିବ ? ଯାହା ବି ହେଉଏ ଅହିରାଜ ମଥାରେ ଚୁମ୍ବନ ଏବେ ଚର୍ଚ୍ଚାର ବିଷୟ ହୋଇଛି । ଯେତେବେଳେ ଆମେ ସାପର କଥା ଶୁଣିଥାଉ, ସାଧାରଣତଃ ଭୟଭୀତ ହେବାଟା ସ୍ୱାଭାବିକ । କିନ୍ତୁ, କିଛି ସାହସୀ ଲୋକ ଅଛନ୍ତି ଯେଉଁମାନଙ୍କ ପାଖରେ ସେମିତି ଭୟ…

ସୁଲଭ ଇଣ୍ଟରନ୍ୟାଶନାଲ ପ୍ରତିଷ୍ଠାତା ବିନ୍ଦେଶ୍ୱର ପାଠକଙ୍କ ପରଲୋକ

ନୂଆଦିଲ୍ଲୀ: ସୁଲଭ ଇଣ୍ଟରନ୍ୟାଶନାଲର ପ୍ରତିଷ୍ଠାତା ବିନ୍ଦେଶ୍ୱର ପାଠକଙ୍କ ପରଲୋକ। ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସ୍ୱାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସମୟରେ ତାଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା। ତାଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ…