Latest Odisha News
Browsing Category

ଦେଶ ବିଦେଶ

National News, Odishasambad.in

ରହସ୍ୟ ଘେରରେ ଭାରତର ଏହି ସ୍ଥାନ: ରାତାରାତି ଏଠାରୁ ଲୋକେ ହୋଇଯାଇଥିଲେ ଗାଏବ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭୁତ ପ୍ରେତ ଆଦିଙ୍କୁ ନେଇ ଅନେକ କଥା ଶୁଣିବାକୁ ମିଳେ । କେହି ଏହାକୁ ମନର ଭ୍ରମ କହି ଏଡାଇ ଯାଉଥିବାବେଳେ ଆଉ କେହି ଏହା ସତ ବୋଲି ଦାବି କରନ୍ତି । ଏମିତି ଏକ ଗାଁ ଆମ ଦେଶରେ ରହିଛି, ଯାହା ନାଁ ଶୁଣିଲେ, ସମସ୍ତେ ମନାକରନ୍ତି ସେଠାକୁ ଯିବାକୁ । ଆଉ ସେଠାରେ ରାତିରେ…

ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି। ଶୁକ୍ରବାର କୋଲକତା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। ଏଥିରେ କୁହାଯାଇଛି ଯେ ପଶ୍ଚିମବଙ୍ଗ ପୋଲିସ ବିଜେପି ନେତା ସୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରିବ। ମୁଖ୍ୟ ବିଚାରପତି ଡି.ୱାଇ…

ସର୍ବସାଧାରଣଙ୍କ ପାଇଁ ଅଗଷ୍ଟ ୧୬ରୁ ପୁଣି ଖୋଲିବ ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ: ଅଗଷ୍ଟ ୧୬ରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନରେ ଅବସ୍ଥିତ ପ୍ରସିଦ୍ଧ ‘ଅମୃତ ଉଦ୍ୟାନ’। ବର୍ଷକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଅମୃତ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉଦ୍ୟାନ ଉତ୍ସବ-୧ ଅଧୀନରେ ଚଳିତ ବର୍ଷ ଜାନୁୟାରୀ ୨୯ ରୁ…

ସୁପ୍ରିମକୋର୍ଟରେ ମିଳିଲା ରାହୁଲଙ୍କୁ ଆଶ୍ୱସ୍ତି: ସଜା ଉପରେ ଲାଗିଲା ରୋକ

ନୁଆଦିଲ୍ଲୀ: ସୁପ୍ରିମକୋର୍ଟରେ ରାହୁଲଙ୍କୁ ମିଳିଲା ଆଶ୍ୱସ୍ତି । ରାହୁଲଙ୍କ ସଜା ଉପରେ ରୋକ ଲଗାଇଲେ କୋର୍ଟ ।  ମୋଦି ସରନେମ ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା । କୋର୍ଟ ରାହୁଲ ଗାନ୍ଧୀଙ୍କ ନିଲମ୍ବନ ମାମଲା ଉପରେ ଶୁଣାଣି କରିଥିଲେ ।  ସୁରତ ତଳ କୋର୍ଟ …

ସିସୋଦିଆଙ୍କୁ ପୁଣି ଝଟକା, ସୁପ୍ରିମକୋର୍ଟରୁ ମିଳିଲାନି ଜାମିନ

ନୂଆଦିଲ୍ଲୀ: ପୁଣି ମନୀଷ ସିସୋଦିଆଙ୍କୁ ଝଟକା। ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟରୁ ମିଳିଲା ନାହିଁ ଜାମିନ। ତାଙ୍କ ପତ୍ନୀଙ୍କ ସ୍ୱାସ୍ଥବସ୍ଥା ଅସୁସ୍ଥତା ଦର୍ଶାଇ…

ଆତ୍ମହତ୍ୟାର ହବ୍ ପାଲଟିଛି ‘କୋଟା’! ପୁଣି ଜଣେ ମେଡିକାଲ ଛାତ୍ରଙ୍କ ଆତ୍ମହତ୍ୟା

ରାଜସ୍ଥାନ: କୋଟା କହିଲେ ପ୍ରତିଯୋଗିତାର ଏକ ସହର ବୋଲି ସମସ୍ତେ ବୁଝିଥାନ୍ତି । ହେଲେ ଏବେ ଏହା ଆତ୍ମହତ୍ୟାର କେନ୍ଦ୍ର ପାଲଟିଥିବା ଦେଖାଯାଉଛି । କାରଣ ଜାନୁୟାରୀରୁ ଅଗଷ୍ଟ ମାସ ଭିତରେ ୧୯ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିବା ଖବର ଅଭିଭାବକଙ୍କୁ ଚିନ୍ତାରେ ପକାଇଛି । ଏହାରି ଭିତରେ ସାମ୍ନାକୁ…

ତୃତୀୟ ଥର ପାଇଁ କୋର୍ଟରେ ହାଜର ହେଲେ ଡୋନାଲ୍ଡ ଟ୍ରମ୍ପ, କହିଲେ ମୁଁ ଦୋଷୀ ନୁହେଁ

ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିରୋଧରେ ୨୦୨୦ ନିର୍ବାଚନରେ ​​ପରାଜୟକୁ ଲୁଚାଇବା ପାଇଁ ଷଡଯନ୍ତ୍ର ମାମଲାର ଶୁଣାଣି ୱାଶିଂଟନ୍ ଡିସି କୋର୍ଟରେ ହୋଇଛି। ଶୁଣାଣି ସମୟରେ ନିଜକୁ ନିର୍ଦ୍ଦୋଷ ବୋଲି କହିଥିଲେ ଟ୍ରମ୍ପ। ପରେ ସେ ଗଣମାଧ୍ୟମକୁ କହିଥିଲେ ଯେ ଏହା ଏକ…

ଜ୍ଞାନବ୍ୟାପୀ ମସଜିଦ ମାମଲା: ହାଇକୋର୍ଟଙ୍କ ରାୟ ପରେ ଆରମ୍ଭ ହେଲା ASI ସର୍ଭେ

ନୂଆଦିଲ୍ଲୀ: ଆଜି ସକାଳ ୭ଟା ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବାରାଣସୀରେ ଥିବା ଜ୍ଞାନବାପି ମସ୍‌ଜିଦ୍‌ ପରିସରରେ ‘ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ’ ଟିମ୍‌ ବିଜ୍ଞାନଭିତ୍ତିକ ସର୍ଭେ ଆରମ୍ଭ କରିଛି। ୪୧ ସଦସ୍ୟ ଥିବା ଏଏସଆଇ ଟିମ୍ ଦ୍ୱାରା ସର୍ଭେ କରାଯାଉଛି । ଅନ୍ୟପଟେ…

ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ: ଖସିଲା ପଥର, ୧୦ ଲୋକ ଚାପି ହୋଇଥିବା ଆଶଙ୍କା

ଡେରାଡୁନ: ଗତକାଲି ବିଳମ୍ବିତ ରାତିରୁ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡରେ ପ୍ରବଳ ବର୍ଷା ହେଉଛି। ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନରେ ଦୁଇଟି ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଫଳରେ ୧୦ରୁ ଅଧିକ ଲୋକ ନିଖୋଜ ଥିବା କୁହାଯାଉଛି। ସୂଚନା ଅନୁଯାୟୀ, ଗୌରୀକୁଣ୍ଡରେ ପାହାଡରୁ ବଡ଼ ପଥର ଖସିପଡିଛି।…