Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଦୁର୍ଗାପୁରରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବନ୍ଧୁଙ୍କ ହାତ

ଦୁର୍ଗାପୁର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଥିବା ଏକ ଘରୋଇ ମେଡିକାଲ୍ କଲେଜ ନିକଟରେ ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସାଙ୍ଘାତିକ ଖୁଲାସା। ଏହି ଘଟଣା ପଛରେ ଛାତ୍ରୀଙ୍କ ବନ୍ଧୁଙ୍କ ହାତ ଥିବା ଜଣାପଡ଼ିଛି। ବୁଧବାର ଦିନ ଦୁର୍ଗାପୁରର ସବ-ଡିଭିଜନାଲ ଜୁଡିସିଆଲ୍ ମାଜିଷ୍ଟ୍ରେଟ୍…

ମିଳିମିଶି ପ୍ରଶାନ୍ତ କିଶୋରଙ୍କୁ ଘେରିଲେ ବିଜେପି-କଂଗ୍ରେସ, ବିହାର ରାଜନୀତିରେ ବଡ଼ ହଲଚଲ

ନୂଆଦିଲ୍ଲୀ: ନିର୍ବାଚନ ଲଢ଼ିବେନି ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର । ଏନେଇ ବୁଧବାର ସେ ବିହାର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାଇ ବୋଲି ଘୋଷଣା କରିଛନ୍ତି। ଏହା ପରେ ଭାରତୀୟ ଜନତା ପାର୍ଟି (ବିଜେପି), ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଏବଂ…

ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ୪୮ ଘଣ୍ଟାର ଯୁଦ୍ଧ ବିରତି

ନୂଆଦିଲ୍ଲୀ: ଗତ କିଛି ଦିନ ଧରି ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ବର୍ତ୍ତମାନ୍ ଶେଷ ହେବାପରି ଲାଗୁଛି। ଉଭୟ ଦେଶ ଆସନ୍ତା ୪୮ ଘଣ୍ଟାର ଅସ୍ତ୍ରବିରତି ପାଇଁ ରାଜି ହୋଇଛନ୍ତି। ଉତ୍ତେଜନା ସମୟରେ ଉଭୟ ଦେଶ ପରସ୍ପର ଉପରେ ଗୁଳିଚାଳନା କରିଥିବା ଅଭିଯୋଗ କରିଥିଲେ। ତେବେ…

ଆପଣଙ୍କ ଘର ପାର୍ଟିରେ ବି ନାଚିପାରିବେ ନୋରା ଫତେ, ଦେବାକୁ ପଡ଼ିବ ଏତିକି ଟଙ୍କା

ନୂଆଦିଲ୍ଲୀ: ଯଦି ଆପଣ କେବେ ଭାବିଛନ୍ତି ଯେ ଆପଣଙ୍କ ଘରୋଇ ପାର୍ଟିରେ ବଲିଉଡର ଡାନ୍ସ କ୍ୱିନ୍ ନୋରା ଫତେ ଷ୍ଟେଜରେ ପର୍ଫର୍ମାନ୍ସ ଦେଉଛନ୍ତି, ତେବେ ଏହା ସ୍ୱପ୍ନ ନୁହେଁ, ବରଂ ବାସ୍ତବତା ହୋଇପାରେ। ଯଦିଓ, ଏହା ପାଇଁ ଆପଣଙ୍କ ଟିକେ ପକେଟ ଖାଲି ହୋଇପାରେ, କାରଣ ନୋରା ଫତେଙ୍କ ଫିସ ସାଧାରଣ…

ଜଗନ୍ନାଥ ସଂସ୍କୃତି ପ୍ରତି ପୁଣି ଅପମାନ; ଇସ୍କନ ପୁଣି କରିଲା ଅଦିନିଆ ରଥଯାତ୍ରା

ପୁରୀ: ପୁଣି ଥରେ ଅଦିନିଆ ରଥଯାତ୍ରାର ଆୟୋଜନ କରିଛି ଇସ୍କନ । ଉତ୍ତରାଖଣ୍ଡର ରିଷିକେଷରେ ଇସ୍କନ ଆୟୋଜନ କରିଛି ରଥଯାତ୍ରା । ଗତ ୭ ତାରିଖ ସକାଳେ ଇସ୍କନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ରିଷିକେଷରେ ଅଦିନିଆ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ରିଷିକେଷ ସ୍ଥିତ ମଧୁବନ ଆଶ୍ରମରେ ଏହି ରଥଯାତ୍ରାର…

Mass maoist surrender: ୫୦ ଲକ୍ଷ ପୁରସ୍କାର ରାଶି ଥିବା ୨୭ ନକ୍ସଲଙ୍କ ଆତ୍ମସମର୍ପଣ

ଛତିଶଗଡ: ଛତିଶଗଡ଼ର ନକ୍ସଲ ପ୍ରଭାବିତ ସୁକମା ଜିଲ୍ଲାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀଙ୍କ ସମ୍ମୁଖରେ ମୋଟ ୨୭ ଜଣ ସକ୍ରିୟ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୦ ଜଣ ମହିଳା ଏବଂ ୧୭ ଜଣ…

Supreme Court: ଦିଲ୍ଲୀ NCRରେ ସବୁଜ ବାଣକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ: ଦିଲ୍ଲୀ NCRରେ ସବୁଜ ବାଣକୁ ସୁପ୍ରିମକୋର୍ଟଙ୍କ ଅନୁମତି। ଆସନ୍ତା ୨୧ ତାରିଖ ଯାଏଁ ସବୁଜ ବାଣକୁ ମିଳିଛି ଅନୁମତି। ଅସ୍ଥାୟୀ ଭାବେ ସବୁଜ ବାଣ ବିକ୍ରିକୁ ଅନୁମତି ଦେଲେ ସୁପ୍ରିମକୋର୍ଟ। ନିର୍ଦ୍ଧାରିତ ସ୍ଥାନରେ ହିଁ ବିକ୍ରି, ରାତି ୮ରୁ ୧୦ ଯାଏଁ ବାଣ ଫୁଟାଇ ପାରିବେ। ନିୟମ…

Bihar Election: ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ଜେଡିୟୁ

ପାଟନା: ବିହାର ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ଜେଡିୟୁ। ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୭ ଜଣଙ୍କ ନାଁ ଘୋଷଣା। ଚିରାଗ ପାଶୱାନ ଦାବି କରୁଥିବା ୪ଟି ସିଟ୍‌ରେ ପ୍ରାର୍ଥୀ ଦେଲା ଜେଡିୟୁ। ମୋଟ୍ ୧୦୧ ଆସନରେ ନିର୍ବାଚନ ଲଢ଼ିବ ଜେଡିୟୁ। ଜେଡିୟୁର ପ୍ରଥମ ତାଲିକାରେ…

Bihar Polls: ବଡ ଘୋଷଣା କଲେ ପ୍ରଶାନ୍ତ କିଶୋର, କହିଲେ, “ଲଢିବେନି ବିଧାନସଭା ନିର୍ବାଚନ”

ପାଟନା: ବିହାରରେ ନିର୍ବାଚନ ଆଗକୁ ଥିବା ବେଳେ ମଇଦାନରେ ଗଡିକୁ ଘୋଡା ଛୁଟୁଛି । ଏହାରି ଭିତରେ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବଡ ଘୋଷଣା କରିଛନ୍ତି । ସେ ବିହାର ବିଧାନସଭା ନିର୍ବାଚନରେ ​​ଲଢ଼ିବେ ନାହିଁ ବୋଲି କହିଛନ୍ତି । ପିଟିଆଇ ସହିତ ଏକ ସ୍ୱତନ୍ତ୍ର…