Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’

କୋଲକାତା: ବିଧାୟକ ହୁମାୟୁଁ କବୀର ତୃଣମୂଳ କଂଗ୍ରେସରୁ ନିଲମ୍ବିତ ହେବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ କଠୋର ଆକ୍ରମଣ କରିଛନ୍ତି। କବୀର କହିଛନ୍ତି, "ମମତା ରାଜ୍ୟରେ ଆରଏସଏସ ପାଇଁ କାମ କରୁଛନ୍ତି ଏବଂ ୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ।" ଟିଏମସି…

ଖସିଲା ରେପୋ ରେଟ୍; ଏଣିକି ଶସ୍ତା ହେବ ଇଏମଆଇ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ମୁଦ୍ରା ନୀତି ବୈଠକରେ ଏକ ବଡ଼ ନିଷ୍ପତ୍ତି ନେଇଛି। ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରିଛି। ରେପୋ ହାର ବର୍ତ୍ତମାନ ୫.୫୦%ରୁ ୫.୨୫% କୁ ହ୍ରାସ କରାଯାଇଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ରେପୋ ହାର ହ୍ରାସ…

Putin pays tribute to Mahatma Gandhi : ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ…

ନୂଆଦିଲ୍ଲୀ: ପୁଟିନଙ୍କ ଭାରତ ଗସ୍ତର ଆଜି ଦ୍ୱିତୀୟ ଦିନ । ଆଜି ପୁଟିନଙ୍କୁ ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି । ଯେଉଁ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

Indigo Flight Cancelled: ଇଣ୍ଡିଗୋ ଯାତ୍ରୀଙ୍କୁ ପୁଣି ବଡ଼ ଝଟକା,ଆଜି ଦିଲ୍ଲୀରୁ ସମସ୍ତ ଘରୋଇ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ଗତ ୪ ଦିନ ଧରି ପରିଚାଳନାଗତ ଅସୁବିଧାର ସମ୍ମୁଖୀନ ହେଉଛି। ଫଳରେ ବିମାନ ଚଳାଚଳରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ଗୁରୁବାର ଦିନ ବିମାନ କମ୍ପାନୀ ୫୫୦ ଟି ଉଡ଼ାଣ ବାତିଲ କରିଛି, ଯାହା ଏହାର ୨୦ ବର୍ଷର ଇତିହାସରେ ପ୍ରଥମ। ଇଣ୍ଡିଗୋ…

India-Russia Summit : ଆଜି ଭାରତ-ରୁଷ୍ ଶିଖର ସମ୍ମିଳନୀ, ହେବ ବହୁ ଗୁରୁତ୍ବପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ: ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ଠାରୁ ଦୁଇ ଦିନିଆ ଭାରତ ଗସ୍ତ କରିଛନ୍ତି। ସନ୍ଧ୍ୟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ଆସି ନୂଆଦିଲ୍ଲୀର ପାଲାମ ଟେକ୍ନିକାଲ ବିମାନବନ୍ଦରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମାନବନ୍ଦରରେ ଉପସ୍ଥିତ ରହି…

ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ

ଭୁବନେଶ୍ୱର: ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ବାଲ୍ୟ ବିବାହ ମୁକ୍ତ ଭାରତ ଗଠନ ପାଇଁ ୧୦୦ ଦିନିଆ ସଘନ ସଚେତନତା ଅଭିଯାନ ଆରମ୍ଭ କରିଛି। ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନର ପ୍ରଥମ ବାର୍ଷିକୀ ଅବସରରେ ଏହି ଅଭିଯାନ ଆରମ୍ଭ କରାଯାଇଛି । କେନ୍ଦ୍ର…

ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଗସ୍ତରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ସେ ଇଲ୍ୟୁସିନ୍ IL-96-300 ବିମାନରେ ନୂଆଦିଲ୍ଲୀର ପାଲମ ବିମାନବନ୍ଦରରେ ପହଞ୍ଚିଥିଲେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ୱାଗତ କରିଥିଲେ । ଏଥିରେ ବିଶେଷ କଥା ହେଉଛି…

ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାରି ବର୍ଷ ପରେ ଭାରତ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବ୍ୟକ୍ତିଗତ ଭାବରେ ସ୍ୱାଗତ କରିଥିଲେ। ଦୁଇ ନେତା ପରସ୍ପରକୁ ହାତ ମିଳାଇ ଆଲିଙ୍ଗନ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ବିମାନବନ୍ଦରରେ ବୈଦେଶିକ ବ୍ୟାପାର…

ଦିଲ୍ଲୀ ପହଞ୍ଚିଲେ ଋଷିଆ ରାଷ୍ଟ୍ରପତି ପୁଟିନ୍‌, ପାଲାମ ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ପହଞ୍ଚିଛନ୍ତି। ଦିଲ୍ଲୀ ପହଞ୍ଚିଛନ୍ତି ଋଷିଆ ରାଷ୍ଟ୍ରପତି ପୁଟିନ୍‌। ପାଲାମ ବିମାନବନ୍ଦରରେ କରାଗଲା ଭବ୍ୟ ସ୍ବାଗତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମାନବନ୍ଦରରେ ବ୍ୟକ୍ତିଗତ ଭାବରେ ତାଙ୍କ ଘନିଷ୍ଠ ବନ୍ଧୁ ପୁଟିନଙ୍କୁ ସ୍ୱାଗତ…

ଆପଣ ବି ବାଜପେୟୀ ହୋଇପାରିବେ, ବିଜେପିରେ ଜଏନ୍‌ କରି ଯାଆନ୍ତୁ: ରାହୁଲଙ୍କୁ କଙ୍ଗନାଙ୍କ ପରାମର୍ଶ

ନୂଆଦିଲ୍ଲୀ: ଗୁରୁବାର ଦିନ ବିଜେପି ସାଂସଦ କଙ୍ଗନା ରଣାୱତ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ କିଛି ପରାମର୍ଶ ଦେଇଛନ୍ତି। ଆଉ ଏହି ପରାମର୍ଶକୁ ନେଇ ରାଜନୀତି ଉଷ୍ଣ ହେବାରେ ଲାଗିଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ ଅଭିଯୋଗ ଆଣି କହିଛନ୍ତି…