Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜାମିନ ପରେ ବି ଜେଲରେ ଥିଲା ଅଭିଯୁକ୍ତ, ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେଲେ ରାଜ୍ୟ ସରକାର

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଗାଜିଆବାଦ ଜେଲରେ ବନ୍ଦୀ ଥିବା ଜଣେ ବ୍ୟକ୍ତିଙ୍କୁ ଜାମିନ ମିଳିବା ପରେ ମଧ୍ୟ ମୁକ୍ତ କରାଯାଇନଥିଲା। ଯାହା ଯୋଗୁଁ ସୁପ୍ରିମକୋର୍ଟ ୟୁପି ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ ଏବଂ ଉକ୍ତ ବ୍ୟକ୍ତିଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।…

ପୁଣି କୋଲକାତା, ପୁଣି ଲଜ୍ଜା: ଆଇନ ମହାବିଦ୍ୟାଳୟ ଗଣଦୁଷ୍କର୍ମ ମାମଲାରେ ୩ ଅଭିଯୁକ୍ତ ଗିରଫ

କୋଲକାତା: କୋଲକାତାରେ ପୁଣି ଲଜ୍ଜା। ସାଉଥ କାଲକାତା ଲ କଲେଜରେ ଜଣେ ୨୪ ବର୍ଷୀୟ ଆଇନ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ମାମଲା ଧିରେଧିରେ ତେଜିବାରେ ଲାଗିଛି। ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କ ମଧ୍ୟରେ ମନୋଜିତ ମିଶ୍ର (୩୧), ସେହି କଲେଜର…

ବିଶାଖାପାଟନମ୍ ଠାରେ ମହାସମାରୋହରେ ଆୟୋଜନ ହେଲା ରଥଯାତ୍ରା

ବିଶାଖାପାଟନମ୍: ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟନମର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି । ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତ ମାନଙ୍କ…

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

ରାୟପୁର: ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଚଳିତ ବର୍ଷ ଏଠାରେ ରାୟପୁର ଓ ଏହାର ଆଖପାଖ ଇଲାକାରୁ ଆସିଥିବା ଲକ୍ଷାଧିକ ଓଡ଼ିଆ ଓ ଅଣ ଓଡ଼ିଆ ଭକ୍ତମାନଙ୍କର ସମାଗମ ଘଟିଥିବା ଦେଖାଯାଇଥିଲା। ଭକ୍ତ ଓ ଭଗବାନଙ୍କର…

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଉଜଖାସ ଭିଲେଜ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସବୁଠୁ ବୃହତ ଜଗନ୍ନାଥ ମନ୍ଦିରରେ ୪୭ ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । ଏହି ପବିତ୍ର ପର୍ବ ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ରଙ୍ଗବେରଙ୍ଗର କପଡ଼ା, କାଗଜ ଏବଂ ଆଲୋକମାଳାରେ ସଜା ଯାଇଥିବା…

ହାଇକୋର୍ଟରୁ ଆଶାରାମଙ୍କୁ ଆଶ୍ୱସ୍ତି, ଜୁଲାଇ ୭କୁ ବଢିଲା ଜାମିନ ଅବଧି

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଶୁକ୍ରବାର କୋର୍ଟ ୨୦୧୩ର ଏକ ଦୁଷ୍କର୍ମ ମାମଲାରେ ଆଶାରାମଙ୍କ ଅସ୍ଥାୟୀ ଜାମିନ ଅବଧିକୁ ଜୁଲାଇ ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଶାରାମ ଏହି ମାମଲାରେ ଆଜୀବନ ସଜା କାଟୁଛନ୍ତି। ଜଷ୍ଟିସ ଇଲେଶ ଭୋରା ଏବଂ…

ମା’ ବାଘୁଣୀ ସହ ୪ ଶାବକଙ୍କ ମୃତ୍ୟୁ, ବିଷ ଦେଇ ମାରିଥିବା ସନ୍ଦେହ

ବେଙ୍ଗାଲୁରୁ; କର୍ଣ୍ଣାଟକର ଚାମରାଜନଗର ଜିଲ୍ଲାର ମାଲେ ମହାଦେଶ୍ୱର ହିଲ୍ସ ବନ୍ୟପ୍ରାଣୀ ଅଭୟାରଣ୍ୟରେ ପାଞ୍ଚଟି ବାଘ ମୃତ ଅବସ୍ଥାରେ ମିଳିଛନ୍ତି । ଏମାନଙ୍କ ମଧ୍ୟରେ ଗୋଟିଏ ମାଆ ବାଘୁଣୀ ରହିଥିବାବେଳେ ଅନ୍ୟ ଚାରୋଟି ଛୁଆ ବାଘ ରହିଛନ୍ତି । ତେବେ କିପରି ଏତେ ବାଘଙ୍କର ଏକା ସାଙ୍ଗରେ ମୃତ୍ୟୁ…

ଆଆଇଟି ଦିଲ୍ଲୀର ନୂଆ ଆବିଷ୍କାର: ଏଣିକି ୧୮ ଦିନ ପୂର୍ବରୁ ମୌସୁମୀର ପୂର୍ବାନୁମାନ କରିବ ଏଆଇ

ନୂଆଦିଲ୍ଲୀ: ଚଳିତ ବର୍ଷ ମୌସୁମୀ ପୂର୍ବାନୁମାନର ୮ ଦିନ ପୂର୍ବରୁ କେରଳରେ ପହଞ୍ଚିଛି। ଯେତେବେଳେକି ଦିଲ୍ଲୀରେ ବର୍ଷା ନେଇ ୟୋଲୋ ଆଲର୍ଟ ଜାରି ହୋଇଥିଲେ ମଧ୍ୟ, ବର୍ଷା ହୋଇନଥିଲା। ସେହି ସମୟରେ, ହିମାଚଳ ପ୍ରଦେଶର କୁଲୁ ଏବଂ ଧର୍ମଶାଳାରେ ବାଦଲ ଫଟା ବର୍ଷା ଯୋଗୁଁ ତାଣ୍ଡବ ରଚିଥିଲା। ଏହି…

ଯେଉଁ ବିମାନରେ ଯାତ୍ରା କରିବେ ତାହା କେତେ ପୁରୁଣା? କିପରି କରିବେ ଯାଞ୍ଚ..

ନୂଆଦିଲ୍ଲୀ: ଗୁଜୁରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ପରେ ଲୋକେ ଏବେ ବିମାନରେ ଚଢ଼ିବାକୁ ଅନିଚ୍ଛୁକ। ଏହି ଦୁର୍ଘଟଣା ପରେ ଲୋକମାନେ ବହୁତ ଭୟଭୀତ ହୋଇଯାଇଛନ୍ତି। ଦୁର୍ଘଟଣା ପରେ ଲଗାତାର ଜରୁରୀକାଳୀନ ଅବତରଣ ଏବଂ ଅନେକ ଘଟଣା ଲୋକଙ୍କୁ ଭୟଭୀତ କରିଛି। ଏପରି ପରିସ୍ଥିତିରେ, ଯଦି ଆପଣ ମଧ୍ୟ…

୪ଶହ କିଲୋ ୟୁରାନିୟମ କେଉଁଠି ?

ନୂଆଦିଲ୍ଲୀ: ଇରାନ୍ ଓ ଇସ୍ରାଏଲ୍ ଯୁଦ୍ଧ ବିରତି ମଧ୍ୟରେ ଉତ୍ତର କୋରିଆକୁ ନେଇ ଡରାଇବା ଭଳି ଖବର ସାମନାକୁ ଆସିଛି । ଇରାନ ଓ ଉତ୍ତର କୋରିଆର ବିପଜ୍ଜନକ ମେଣ୍ଟକୁ ନେଇ ସତର୍କ କରାଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଜନ୍ ବୋଲଟନ । ଇରାନର ସୁପ୍ରିମ ଲିଡର ଯେକୌଣସି…