Latest Odisha News

BREAKING NEWS

Browsing Category

ପଶ୍ଚିମବଙ୍ଗ

West Bengal

ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡି଼, ୪ ଆହତ

ବ୍ରହ୍ମପୁର: ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କୁ ନେଇ ଯାଉଥିବା ଗାଡି ସୋମବାର ଖୋର୍ଦ୍ଧା ଜିଲ୍ଲାର ବଡପୋଖରିଆ ଅଞ୍ଚଳରେ ଏକ ଅଟୋରିକ୍ସାକୁ ଧକ୍କା ଦେଇଛି। ଫଳରେ ୪ ଜଣ ଆହତ ହୋଇଛନ୍ତି। ସୂଚନାନୁସାରେ, ୧୬ ନଂ ଜାତୀୟ ରାଜପଥର ବଡପୋଖରିଆ ଛକ ନିକଟରେ ଏସୟୁଭି ଅଟୋରିକ୍ସାକୁ ଧକ୍କା ଦେଇଥିଲେ…

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଆଳୁ ଟ୍ରକ ଜଗିବାକୁ ସିସିଟିଭି ଲଗାଇଲା ପଶ୍ଚିମବଙ୍ଗ

କୋଲାକାତା: ପ୍ରଥମେ ଆଳୁ ଦେଲାନାହିଁ, ଆଉ ଏବେ ଯାହା ଯେମିତି ଆସୁଥିଲା ତାହା ଉପରେ ବି ଲଗାମ ଲଗାଇବାକୁ ଅଭିନବ ପଦକ୍ଷେପ ନେଇଛନ୍ତି । ଏଥିପାଇଁ ସୀମାରେ ଗଳା ବାଟଦେଇ ଆସୁଥିବା ଆଳୁ ଟ୍ରକକୁ ଜଗିବାକୁ ସିସିଟିଭି ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର । କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଓଡିଶା…

ଆରପାରିରେ ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ

କୋଲକତା: ଆରପାରିରେ ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ । ଆଜି ସକାଳ ପ୍ରାୟ ୮ ଟା ୨୦ରେ ୮୦ ବର୍ଷ ବୟସରେ ଆଖୀ ବୁଜିଛନ୍ତି ବୁଦ୍ଧଦେବ । ତେବେ ବାର୍ଦ୍ଧକ୍ୟତା ହେତୁ ବହୁଦିନ ହେବ ସେ ଅସୁସ୍ଥ ହୋଇପଡିଥିଲେ । ନିଶ୍ବାସ ପ୍ରଶ୍ବାସରେ ଅସୁବିଧା ହେବାରୁ ତାଙ୍କୁ…

ଟ୍ରେନ୍‌ ଟ୍ରାଜେଡି: ୨ ଲକ୍ଷ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ଦାର୍ଜିଲିଂ: ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲ୍ଲାରେ ପୁଣି ଏକ ବଡ ଟ୍ରେନ ଟ୍ରାଜେଡି | କଞ୍ଚନଜୁଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ । ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁଅଧିକ ଆହତ ହୋଇଛନ୍ତି । ତେବେ ଆଗକୁ ମୃତାହତଙ୍କ ସଂଖ୍ୟା ବଢ଼ିବାର…

ପୁଣି ମୁହାଁମୁହିଁ ଟ୍ରେନ; ୧୫ ଆହତ

ସିଲିଗୁରି: ପୁଣି ଆଉ ଏକ ବଡ ଟ୍ରେନ ଟ୍ରାଜେଡି | ବାଲେଶ୍ୱର ବାହାନଗା ଭଳି ପଶ୍ଚିମବଙ୍ଗ ଦାର୍ଜିଲିଂରେ ଘଟିଛି ଟ୍ରେନ୍‌ ଦୁର୍ଘଟଣା  | ସୋମବାର ଦିନ କଞ୍ଚନଜୁଙ୍ଗା ଏକ୍ସପ୍ରେସ ପଶ୍ଚିମବଙ୍ଗର ସିଲିଗୁରିରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ଟ୍ରେନର ୨ରୁ ଅଧିକ ବଗି କ୍ଷତିଗ୍ରସ୍ତ…