Latest Odisha News

BREAKING NEWS

Browsing Category

ପଶ୍ଚିମବଙ୍ଗ

West Bengal

ରଚନା ଲଢିବେ ଲୋକସଭା ନିର୍ବାଚନ

କୋଲକାତା: ରାଜନୀତିରେ ପାଦଦେଲେ ଅଭିନେତ୍ରୀ ରଚନା ବାନାର୍ଜୀ । ଅଭିନେତ୍ରୀରୁ ହେଲେ ରାଜନେତ୍ରୀ । ଲୋକସଭା ନିର୍ବାଚନରେ ଏଥର ମୈଦାନକୁ ଓହ୍ଲାଇବେ ରଚନା । ଏଥିପାଇଁ ଟିଏମସି ତରଫରୁ ଆଜି ମିଳିଛି ଟିକଟ୍ । ତୃଣମୂଳ କଂଗ୍ରେସର ଟିକେଟରେ ସେ ପ୍ରଥମଥର ଲୋକସଭା ଲଢ଼ିବେ । ଟିଏମସି ରଚନା…

ପଶ୍ଚିମବଙ୍ଗରେ ଏକା ଲଢ଼ିବ ଟିଏମସି, ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବେ ମମତା

କୋଲକାତା: ଲୋକସଭା ନିର୍ବାଚନ ପଶ୍ଚିମବଙ୍ଗରୁ ଏକା ଲଢ଼ିବେ ମମତା ବାନାର୍ଜି । ଯାହାର ଅଭିଯାନ ମମତା ଆଜି କୋଲକାତାର ବ୍ରିଗ୍ରେଡ ପରେଡ ଗ୍ରାଉଣ୍ଡରେ ‘ଜନ ଗର୍ଜନ ସଭା’ରୁ କରିବା ନେଇ ସୂଚନା ରହିଛି । ଏହି ସଭାରେ ମମତା ରାଜ୍ୟର ସମସ୍ତ ୪୨ଟି ଆସନର ପ୍ରାର୍ଥୀଙ୍କ ନାଁ ଘୋଷଣା କରିବା ନେଇ ମଧ୍ୟ…

ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

କୋଲକାତା: ଶାକାର ହେଲା ଶହେ ବର୍ଷର ସ୍ବପ୍ନ। ପାଣି ତଳେ ଚାଲିଲା ମେଟ୍ରୋ ରେଳ। ପଶ୍ଚିମବଙ୍ଗରେ ଦେଶର ପ୍ରଥମ ଅଣ୍ଡର ଓ୍ବାଟର ମେଟ୍ରୋ ଟନେଲର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସବୁଜ ପତାକା ଦେଖାଇ ଏହି ଅଣ୍ଡରଓ୍ବାଟର ମେଟ୍ରୋକୁ ଉଦଘାଟନ କରିଛନ୍ତି ମୋଦୀ। ଉଦଘାଟନ…

ବେଙ୍ଗଲରେ ଦୋଷୀ କେବେ ଆତ୍ମସମର୍ପଣ କରିବ ତାହା ପୋଲିସ ନୁହେଁ ବରଂ ଅପରାଧୀ ନିଷ୍ପତ୍ତି ନିଅନ୍ତି: ମୋଦୀ

କୋଲକାତା: ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି ଅବସରରେ ପଶ୍ଚିମବଙ୍ଗକୁ ୧୫ ହଜାର କୋଟି ଟଙ୍କା ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୋଦୀ । ଏହି ସମୟରେ ସେ କୃଷ୍ଣନଗରରେ ଏକ ରୋଡ୍ ସୋ ମଧ୍ୟ କରିଥିଲେ । ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ସମ୍ବୋଧିତ…

ପଶ୍ଚିମବଙ୍ଗରେ ୨୧ ଲକ୍ଷ ମନରେଗା କର୍ମଚାରୀ ପାଇବେ ପାରିଶ୍ରମିକ: ମମତା ବାନାର୍ଜୀ

କୋଲକାତା: ସବୁ ବେଳେ କେନ୍ଦ୍ର ସରକାରଙ୍କୁ କରିଆସୁଥିଲେ କଟାକ୍ଷ। ଏବେ କେନ୍ଦ୍ର ଯୋଜନାକୁ ନେଇ କରିଛନ୍ତି ବଡ଼ ଘୋଷଣା। ଆମେ କହୁଛୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କଥା। ରାଜ୍ୟରେ ମମତା ବାନାର୍ଜୀ ଏକ ବଡ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ ସରକାର ଫେବୃଆରୀ ୨୧ ସୁଦ୍ଧା…

ଇଣ୍ଡିଆ ମେଣ୍ଟରୁ ଅଲଗା ହୋଇ ଏକାକୀ ଲଢ଼ିବେ ଦିଦି!

କୋଲକାତା: ଇଣ୍ଡିଆ ମେଣ୍ଟରୁ ଅଲଗା ହେବେ ମମତା ବାନର୍ଜୀ। ଆଉ ଏକାକୀ ଲଢ଼ିବେ ଲୋକସଭା ନିର୍ବାଚନ। କିଛି ଦିନ ହେବ ଆସନ ବୁଝାମଣାକୁ ନେଇ ଦେଖାଦେଇଥିବା ବିବାଦ ପରେ ଆଜି ଏପରି ଏକ ଖବର ଆସିଛି । ଯାହା କେନ୍ଦ୍ରର ଶାସକ ଦଳ ଏନଡିଏ ବିପକ୍ଷରେ ତିଆରି ହୋଇଥିବା ଇଣ୍ଡିଆ ମେଣ୍ଟ ପାଇଁ ଏକ ଝଟକା।…

ପୁଣି ପଶ୍ଚିମବଙ୍ଗ ବାଣ କାରଖାନାରେ ବିସ୍ଫୋରଣ: ୮ ମୃତ

କୋଲକାତା: ପୁଣି ପଶ୍ଚିମବଙ୍ଗ ବାଣ କାରଖାନାରେ ବିସ୍ଫୋରଣ । ବିସ୍ଫୋରଣ ହେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଥିବା ଏକ ବାଣ କାରଖାନରେ ବିସ୍ଫୋରଣ ହୋଇଛି । ବର୍ତ୍ତମାନ ସୁଦ୍ଧା କେତେ ଆହତ ହୋଇଛନ୍ତି ସେନେଇ ସୂଚନା ହସ୍ତଗତ ହୋଇନାହିଁ । ମୃତକଙ୍କ ପରିଚୟ…

ସତୀଙ୍କ ଅଙ୍ଗୁଷ୍ଠି ପୀଠ ପୁଣ୍ୟ କାଳିଘାଟ: ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ….

ଓଡିଶା ସମ୍ବାଦ ବ୍ୟୁରୋ: ଭାରତ ୩୩ କୋଟି ଦେବଦେବତାଙ୍କ ଭୂମି, ଯାହା ନିଜ ପ୍ରାଚୀନ ମନ୍ଦିରକୁ ନେଇ ପ୍ରସିଦ୍ଧି ଲାଭ କରିଛି। ଭାରତରେ ଆପଣଙ୍କୁ ବିଭିନ୍ନ ଦେବୀଦେବତାଙ୍କ ମନ୍ଦିର ଦେଖିବାକୁ ମିଳିବ। ଯାହା ନିଜ ସଂସ୍କୃତି ତଥା ମାନ୍ୟତା କିମ୍ବା ସିଦ୍ଧି ପାଇଁ ଜଣାଯାଏ। ଭାରତୀୟ ସଭ୍ୟତା ଧର୍ମ ଓ…

ସାଂସଦ ଅଭିଷେକଙ୍କ ଚ୍ୟାଲେଞ୍ଜ, ଇଡି ବିରୋଧରେ ଅଦାଲତଙ୍କ ଦ୍ୱାରସ୍ଥ ହେବ ଟିଏମସି

ଓଡ଼ିଶା ସମ୍ବାଦ ବ୍ୟୁରୋ: ତୃଣମୂଳ କଂଗ୍ରେସର ମହାସଚିବ ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ପରିବାରକୁ ଇଡି ହଇରାଣ କରୁଛି ବୋଲି ଅଭିଯୋଗ କରିଛନ୍ତି। ଜୁନ ୫ ତାରିଖରେ ସାଂସଦଙ୍କ ପତ୍ନୀ ରୁଜିରା ନରୁଲା ବାନାର୍ଜୀଙ୍କୁ ଅଧିକାରୀମାନେ ବିମାନବନ୍ଦରରେ ଅଟକ ରଖିଥିଲେ। ରୁଜିରା ତାଙ୍କ ଦୁଇ…

ପାର୍ଥ ଚାଟାର୍ଜୀଙ୍କ ପାଇଁ ଟିଏମସି କବାଟ ଖୋଲା, ଯଦି ସେ.. : ଅଭିଷେକ ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଅନିୟମିତତାରେ ଫସି ଇଡି ଦ୍ୱାରା ଗିରଫ ହେବା ପରେ ଦଳରୁ ବିତାଡ଼ିତ ହୋଇଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କ୍ୟାବିନେଟରୁ ପାର୍ଥ ଚାଟାର୍ଜୀଙ୍କୁ କାଢ଼ି ଦେଇଛନ୍ତି । ପାର୍ଥ ପଶ୍ଚିମବଙ୍ଗ ସରକାରରେ ଉଦ୍ୟୋଗ, ବାଣିଜ୍ୟ ଏବଂ ଆଇଟ…