ପଞ୍ଜାବରେ ବିଗୁଡୁଛି କରୋନା ସ୍ଥିତି, ବଢ଼ିଲା ନାଇଟ୍ କର୍ଫ୍ୟୁ ଅବଧି

ଚଣ୍ଡୀଗଡ଼: ପଞ୍ଜାବରେ ବଢୁଛି କରୋନା ସଂକ୍ରମଣ । ତାସହ କଟକଣା ବି କଡ଼ାକଡ଼ି ହେଉଛି । ପୂର୍ବରୁ ଜାରି ହୋଇଥିଲା ନାଇଟ୍ କର୍ଫ୍ୟୁ । ଏବେ ରାତ୍ରିକାଳୀନ କର୍ଫ୍ୟୁ ସମୟସୀମାକୁ ବଢ଼ାଇଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାବପଟେନ୍ ଅମରିନ୍ଦର ସିଂହ । ଏଣିକି ରାତି...

କରୋନାରେ ପଞ୍ଜାବ ପୋଲିସ ଡିଏସପି ବୀରେନ୍ଦ୍ରପାଲ ସିଂଙ୍କ ଦେହାନ୍ତ 

ଛଣ୍ଡୀଗଡ: ପଞ୍ଜାବ ଜଳନ୍ଧରର ଶାହକୋଟରେ ମୁତୟନ ଡିଏସପି ବୀରେନ୍ଦ୍ରପାଲ ସିଂଙ୍କ କରୋନାରେ ଆଜି ମୃତ୍ୟୁ ହୋଇଛି । କିଛିଦିନ ପୂର୍ବେ ତାଙ୍କର ସ୍ବାସ୍ଥ୍ୟ ଖରାପ ହୋଇଯାଇଥିଲା । ଏହାପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ରିପୋର୍ଟ ପଜିଟିଭ ଆସିଥିଲା । ...

କଂଗ୍ରେସ-ଅକାଳୀଦଳ କର୍ମୀଙ୍କ ଭିତରେ ହିଂସାକାଣ୍ଡରେ ୨ ମୃତ

ଚଣ୍ଡୀଗଡ: କଂଗ୍ରେସ- ଅକାଳୀଦଳ କର୍ମୀଙ୍କ ଭିତରେ ହିଂସାକାଣ୍ଡ । ପଞ୍ଜାବର ମୋଗା ଜିଲ୍ଲାରେ ସ୍ଥାନୀୟ ନିର୍ବାଚନ ପାଇଁ ପ୍ରଚାର କରୁଥିବା କଂଗ୍ରେସ ଓ ଅକାଳୀ ଦଳର କର୍ମୀଙ୍କ ଭିତରେ ହୋଇଥିବା ହିଂସାକାଣ୍ଡରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ଓ ବହୁ ଲୋକଙ୍କୁ ସାମାନ୍ୟ...

ପ୍ୟାଲେସରେ ଜୁଆ ଓ ଦେହ ବ୍ୟବସାୟ, ୧୦ ମହିଳା ସମେତ ୭୦ ଜଣ ଗିରଫ

ପଟିଆଲା: ପଟିଆଲା ବନୁଡର ଏକ ପ୍ୟାଲେସରେ ଜୁଆ ଓ ଦେହ ବ୍ୟବସାୟ ଅଡ୍ଡାର ପର୍ଦାଫାଶ ହୋଇଛି । ସେଠାରୁ ୧୦ ମହିଳାଙ୍କ ସମେତ ୭୦ ଜଣଙ୍କୁ ଗିରଫ କରାଯାଇଛି । ଅର୍ଗାନାଇଜ୍ଡ କ୍ରାଇମ କଣ୍ଟ୍ରୋଲ ୟୁନିଟରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ୟାଲେସ୍ ମାଲିକ...

[ଭାଇରାଲ୍ ଭିଡିଓ] ପଂଜାବୀ ରାବଣର ଭାଙ୍ଗଡା ଡାନ୍ସ !

ପଂଜାବ: ଆଜି ପବିତ୍ର ଦଶହରା । ସାରା ଦେଶରେ ଲୋକେ ମା' ଦୁର୍ଗାଙ୍କ ପୂଜାରେ ନିମଗ୍ନ ଥିବାବେଳେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ୍ ହୋଇଛି । ଦଶହରା ସମୟୟରେ ରାମଲିଳା କିଛି ନୂଆ କଥା ନୁହେଁ । ହେଲେ ପଂଜାବର ରାମଲିଳାରେ...

ଦୁଷ୍କର୍ମରୁ ବର୍ତ୍ତିବା ପାଇଁ ଚଳନ୍ତା ଗାଡିରୁ ଡେଇଁଲେ ଦୁଇ ଯୁବତୀ !

ପଂଜାବ: ଅସୁରକ୍ଷିତ ଭାରତ ନା ବିପଦରେ ନାରୀ ଜାତିର ଅସ୍ତିତ୍ୱ । ପାଦେପାଦେ ବିପଦ । ପ୍ରତି ସମୟରେ ନାରୀମାନଙ୍କ ପ୍ରତି ଘଟୁଛି କିଛି ନା କିଛି ଅଘଟଣ । ଦୁଷ୍କର୍ମ ଭଳି ଶବ୍ଦ ଟିଭି, ଖବର କାଗଜ ଓ ଡିଜିଟାଲ ମିଡିଆରେ...

ଆତଙ୍କବାଦୀଙ୍କ ଗୁଳିରେ ଶୌର୍ଯ୍ୟଚକ୍ର ବଲୱିନ୍ଦର ମୃତ, ପୂର୍ବରୁ ୪୨ ଥର ଆକ୍ରମଣ ହୋଇଥିଲା

ତରନତାରନ: ପଞ୍ଜାବର ତରନତାରନରେ ଶୁକ୍ରବାର ଶୌର୍ଯ୍ୟଚକ୍ର ସମ୍ମାନିତ ସମାଜସେବୀ ବଲୱିନ୍ଦର ସିଂଙ୍କୁ ଆତଙ୍କବାଦୀମାନେ ଗୁଳିକରି ହତ୍ୟା କରିଛନ୍ତି । ଅବଶ୍ୟ ପୋଲିସ ପକ୍ଷରୁ ଏ ନେଇ କୌଣସି ମନ୍ତବ୍ୟ ଆସି ନାହିଁ । ଶୁକ୍ରବାର ସକାଳ ୭ଟା ସମୟରେ କିଛି ଲୋକ ତାଙ୍କ...

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପ, ସରକାରୀ ଚାକିରୀରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ

ଚଣ୍ଡୀଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବୁଧବାର ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି । ଏହି ପଦକ୍ଷେପ ଅନୁସାରେ ସରକାରୀ ଚାକିରୀରେ ଏଣିକି ମହିଳାମାନଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ମିଳିବ । ପଞ୍ଜାବର କଂଗ୍ରେସ ସରକାର ସିଭିଲ ସର୍ଭିସେସ ନିୟମ ୨୦୨୦କୁ...

[ଭାଇରାଲ୍ ଭିଡିଓ] ପଶୁ ଆଗରେ ପଶୁ ପାଲଟିଲା ମଣିଷ !

ପଂଜାବ: ସାମ୍ନାକୁ ଆସିଲା ଛାତି ଥରାଇଦେଲା ଭଳି ଦୃଶ୍ୟ । ପଶୁ ଆଗରେ ପଶୁ ପାଲଟିଲା ମଣିଷ । ପଂଜାବର କାପୁରତାଲା ଜିଲ୍ଲାରେ ଘଟିଥିବା ଏହି ଘଟଣାରେ ଜଣେ ବ୍ୟକ୍ତି ଏକ ବିଦେଶୀ କୁକୁରକୁ ଗାଡିରେ ଚାପି ଅତି ନିର୍ମମ ଭାବେ ହତ୍ୟା...

ଜୁଲାଇ ଶେଷ ସେମିଷ୍ଟାର ପରୀକ୍ଷା ପାଇଁ ପଞ୍ଜାବ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ଏସ୍‌ଓପି’ ଘୋଷଣା

ଚଣ୍ଡିଗଡ: ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ଜୁଲାଇ ମାସରେ ହେବାକୁ ଥିବା ସେମିଷ୍ଟାର ପରୀକ୍ଷା ପାଇଁ ଏକ ଷ୍ଟାଣ୍ଡାର୍ଡ ଅପେରେଟିଭ ପ୍ରସିଡ୍ୟୁର (ଏସ୍‌ଓପି) ପ୍ରସ୍ତୁତ କରାଯାଇଥିବା ପ୍ରକାଶ କରିଛନ୍ତି ପଞ୍ଜାବ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରଣ ଅଧିକାରୀ ଡଃ ପରବିନ୍ଦର୍ ସିଂହ । ଏହି ଷ୍ଟାଣ୍ଡାର୍ଡ ଅପେରେଟିଭ...

ସାହିତ୍ୟ