Latest Odisha News

BREAKING NEWS

Browsing Category

ରାଜସ୍ଥାନ

Rajasthan

ପତଂଜଳିର ତେଲ ଫ୍ୟାକ୍ଟ୍ରିକୁ ସିଲ୍ କଲା ରାଜସ୍ଥାନ ସରକାର

ରାଜସ୍ଥାନ: ଏଲୋପାଥିକୁ ନିନ୍ଦା କରିବା ବାବା ରାମଦେବଙ୍କୁ ବେଶ ମହଙ୍ଗା ପଡିଛି । ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (IMA) ହଜାରେ କୋଟିର ମାନହାନୀ ମକଦ୍ଦମା କରିବା ପରେ ଏବେ ରାଜସ୍ଥାନ ସରକାରଙ୍କ ରାଡାର୍‌ରେ ବାବା ରାମଦେବ । ଗତକାଲି ରାତିରେ ରାଜସ୍ଥାନ ସରକାରଙ୍କର ଏକ ଟିମ୍ ବାବା ରାମଦେବଙ୍କ…

ବାହାଘରରେ ସାମିଲ ୯୫ ଜଣ କରୋନା ପଜିଟିଭ୍, ଆଖି ବୁଜିଲେ କନ୍ୟା ପିତା

ଜୟପୁର: କରୋନା କାଳରେ ବାହାଘର ଓ ଅସାବଧାନ ହେଲେ ପରିଣାମ ଭୟଙ୍କର ହେଉଛି । ବାହାଘର ଖୁସିକୁ ବେଳେବେଳେ ପାଣିଚିଆ କରି ଦେଉଛି ଘାତକ କରୋନା । କରୋନା ପଶି ଯାଉଛି । ବାହାଘରରେ ସାମିଲ ୯୫ ଜଣ ଦିନକରେ ସଂକ୍ରମିତ ହୋଇଛନ୍ତି । ରାଜସ୍ଥାନର ଝୁନଝୁନ ଜିଲ୍ଲା ଅନ୍ତର୍ଗତ ସିଆଲୁକାଲା ଗାଁରେ ବାହାଘରରେ…

କରୋନାରେ ଆଖି ବୁଜିଲେ ରାଜସ୍ଥାନର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ

ଜୟପୁର: ପ୍ରାଣ ନେଉଛି କରୋନା । ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପହାଡିଆ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଗତକାଲି ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ…

ରାଜସ୍ଥାନରେ ୧୫ ଦିନ ଲକଡାଉନ୍, କିଛି କ୍ଷେତ୍ରରେ କଟକଣା କୋହଳ

ଜୟପୁର: ରାଜସ୍ଥାନରେ କରୋନା ସଂକ୍ରମଣ ବଢୁଛି । ମୁକାବିଲା ପାଇଁ ଲାଗିଲା ଲକଡାଉନ୍ । ଆଜିଠାରୁ ୧୫ ଦିନ ପାଇଁ ଲକଡାଉନ୍ ଘୋଷଣା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ । ଆସନ୍ତା ମେ ୩ ତାରିଖ ଯାଏ ଲକଡାଉନ୍ ଜାରି ରହିବ । ତେବେ କିଛି କ୍ଷେତ୍ରରେ କଟକଣାକୁ କୋହଳ କରାଯାଇଛି । ଏହି…

ଯୋଧପୁର IITରେ ୭୦ ଛାତ୍ରଛାତ୍ରୀ, ଶିକ୍ଷକ କରୋନା ପଜିଟିଭ 

ଯୋଧପୁର: ରାଜସ୍ଥାନ ସ୍ଥିତ ଯୋଧପୁର ଆଇଆଇଟିକୁ ଘେରିଲା କରୋନା । ଶିକ୍ଷାନୁଷ୍ଠାନର ପ୍ରାୟ ୬୫ରୁ ୭୦ ଜଣ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଷ୍ଟାଫ୍‌ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।  ସୂଚନା ଅନୁସାରେ ମାର୍ଚ୍ଚ ୧୧ ତାରିଖରେ ଚଣ୍ଡିଗଡ, ଗୁଜରାଟ ଏବଂ ଜୟପୁରର କିଛି ଛାତ୍ରଛାତ୍ରୀ…

ରାଜସ୍ଥାନରେ ଖୋଲିଲା ମାଆ କ୍ଷୀର ଭଣ୍ଡାର, ଅନାଥ ଶିଶୁ ପାଇବେ ମାଗଣା କ୍ଷୀର 

ରାଜସ୍ଥାନ: ରାଜସ୍ଥାନ ଯୋଦ୍ଧପୁର ଠାରେ ଦେଶର ପ୍ରଥମ ମା’କ୍ଷୀର ଭଣ୍ଡାର ଖୋଲିଛି । ‘ନବଜୀବନ ସଂସ୍ଥାନ’ ୩୦ ଲକ୍ଷ ଟଙ୍କା ବ୍ୟୟରେ ଏହି ଭଣ୍ଡାର ପ୍ରସ୍ତୁତ କରିଛି । ୩୦ ଲକ୍ଷ ଟଙ୍କା ବ୍ୟୟରେ ଏହି ଭଣ୍ଡାର ପ୍ରସ୍ତୁତ କରାଯାଇଛି । ଆବଶ୍ୟକ ଥିବା ଶିଶୁ ମାନଙ୍କୁ ଏଠାରୁ ଶିଶୁମାନଙ୍କୁ ମାଆ କ୍ଷୀର…

ଲାଞ୍ଚ ନେଇ ଧରାପଡିବା ଭୟରେ ଗ୍ୟାସରେ ୨୦ ଲକ୍ଷ ଟଙ୍କା ଜାଳିଦେଲେ ତହସିଲଦାର, ଜାଣନ୍ତୁ କ’ଣ ହେଲା ତାପରେ …

ରାଜସ୍ଥାନ: ରାଜସ୍ଥାନର ସିରୋହି ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟକଲା ଭଳି ଘଟଣା ସାମ୍ନାକୁ ଆସିଛି । ଲାଞ୍ଚ ନେଇ ଧରାପଡିବା ଭୟରେ ଗ୍ୟାସରେ ୨୦ ଲକ୍ଷ ଟଙ୍କା ଜାଳି ଦେଲେ ତହସିଲଦାର । ରେଡ୍ ପାଇଁ ତହସିଲଦାରଙ୍କ ଘରେ ପହଞ୍ଚିଥିଲେ ଆଣ୍ଟି କରପସନ୍ ବ୍ୟୁରୋ ଅଧିକାରୀ । ପିଣ୍ଡଓ୍ୱାଡାର ତହସିଲଦାର କଳ୍ପେଶ…

ଭାଇରାଲ୍ ପୋଷ୍ଟମୋର୍ଟମ: ଦରଘା ନିର୍ମାଣ, ୧୦୦ କୋଟି ଟଙ୍କା ଓ ରାଜସ୍ଥାନ ସରକାର

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଦରଘା ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ମଂଜୁର କରିଛନ୍ତି । ଅନ୍ୟପଟେ ରାମ ମନ୍ଦିର ନିର୍ମାଣ ପାଇଁ ଲୋକେ ଘରଦୁଆର ବୁଲିବୁଲି ଅର୍ଥ ଆଦାୟ କରୁଛନ୍ତି । ହେଲେ କେତେ ସତ ଗେହଲୋଟଙ୍କ ବିରୋଧରେ ଏଭଳି ଆରୋପ ? ସତ୍ୟତା ଜାଣିବା ପାଇଁ ଦେଖନ୍ତୁ ଭାଇରାଲ୍…

ବିମାନରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ଗର୍ଭବତୀ, ଯାତ୍ରା କରୁଥିବା ଡାକ୍ତର କରାଇଲେ ପ୍ରସବ

ଜୟପୁର: ବେଙ୍ଗାଲୁରୁରୁ ଜୟପୁର ଆସୁଥିବା ଏକ ବିମାନରେ ଜଣେ ଗର୍ଭବତୀ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି । ବିମାନ ଚାଲୁଥିବା ସମୟରେ ସେହି ବିମାନରେ ଯାଉଥିବା ଜଣେ ଡାକ୍ତର ଓ ବିମାନ କର୍ମଚାରୀ ମହିଳାଙ୍କ ପ୍ରସବ କରାଇଛନ୍ତି । ଜୟପୁରରେ ବିମାନ ପହଞ୍ଚିବା ପରେ ମହିଳା ଓ ନବଜାତକୁ ଏକ ଘରୋଇ…

ଟ୍ରେଲର ସହ ଟୁରିଷ୍ଟ ବସ୍ ଧକ୍କା, ୫ ମୃତ ଓ ୧୨ ଗୁରୁତର

ଯୋଧପୁର: ଟ୍ରେଲର ସହ ଟୁରିଷ୍ଟ ବସର ଧକ୍କା । ଦୁର୍ଘଟଣାରେ ୫ ଜଣଙକ୍ର ଜୀବନ ଯାଇଛି । ଗୁରୁତର ଆହତ ହୋଇଛନ୍ତି ୧୨ ଜଣ । ଆହତଙ୍କ ମଧ୍ୟରେ ୬ ଜଣ ଶିଶୁ ଅଛନ୍ତି । ରାଜସ୍ଥାନ ଯୋଧପୁରରେ ଆଜି ସକାଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଫଲୌଦି ନିକଟରେ ଏକ ମିନି ଟୁରିଷ୍ଟ ବସ୍ ସହ ଟ୍ରେଲରର ଧକ୍କା…