Latest Odisha News

BREAKING NEWS

Browsing Category

ଉତ୍ତରପ୍ରଦେଶ

Uttar Pradesh

ଗୋଟିଏ ଗଛରେ ୧୨୧ ପ୍ରକାର ଆମ୍ବ

ଶାହରନପୁର( ଉତ୍ତରପ୍ରଦେଶ): ବିଭିନ୍ନ ପ୍ରଜାତିର ଆମ୍ବ ଖାଇଥିବେ। ବର୍ଷକୁ ଏକାଧିକ ଥର ଫଳୁଥିବା ଆମ୍ବଗଛ ବି ଅଛି। ହେଲେ ଗୋଟିଏ ଗଛରେ ଏକାଧିକ ପ୍ରକାର ଆମ୍ବ ଫଳିବା ନିଶ୍ଚିତ ଭାବେ ଅଧିକାଂଶଙ୍କ ପାଇଁ ନୂଆକଥା। ଉତ୍ତରପ୍ରଦେଶର ଶାହରନପୁରର କମ୍ପାନିବାଗ ଅଞ୍ଚଳର ଏହି ଆମ୍ବଗଛ ଏବେ ଲୋକଙ୍କ…

ଏକାକୀ ନିର୍ବାଚନ ଲଢ଼ିବ ବିଏସପି: ମାୟାବତୀ

ଲକ୍ଷ୍ନୌ: ବିଧାନସଭା ନିର୍ବାଚନ ପାଇଁ ଉତ୍ତର ପ୍ରଦେଶ  ପ୍ରସ୍ତୁତ ହେଉଛି। ବିଭିନ୍ନ ଦଳ ବି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ଏକାଧିକ ମେଣ୍ଟ ନେଇ ଚର୍ଚ୍ଚା ଚାଲିଛି।  ବିଏସପି ଏଆଇଏମ୍ଆଇଏମ୍ ସହ ମେଣ୍ଟ କରି ନିର୍ବାଚନ ଲଢ଼ିବ ବୋଲି ଆରମ୍ଭ ହୋଇଥିବା ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି…

ନାବାଳିକାକୁ ୨ ମହଲା ଉପରୁ ଫିଙ୍ଗିଦେଲେ

ମଥୁରା(ୟୁପି):ଉତ୍ତର ପ୍ରଦେଶ ମଥୁରାରେ ଜଣେ ୧୭ ବର୍ଷୀୟ ନାବାଳିକାକୁ ୨ମହଲା ଛାତ ଉପରୁ ଫିଙ୍ଗିଦେଇଛନ୍ତି। ଛାତ ଉପରୁ ଫିଙ୍ଗିବାର ଭିଜୁଆଲ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେପଟେ ସମ୍ପୃକ୍ତ ନାବାଳିକା ମଥୁରା ହସପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।…

ଭାସୁଛି ମୃତ ଦେହ, ଝୁଣି ଖାଉଛି କୁକୁର

ଉତ୍ତରପ୍ରଦେଶ : ନଦୀ କୂଳରେ ଲୋମ ଟାଙ୍କୁରା ଦୃଶ୍ୟ । ନଦୀରେ ଭାସୁଛି ମୃତ ଦେହ । ଆଉ ତାକୁ ଝୁଣି ଖାଉଛନ୍ତି କୁକୁର । ଏହିଭଳି ଦୟନୀୟ ଚିତ୍ର ଉତ୍ତରପ୍ରଦେଶ କେଦାରଘାଟର ନଦୀ କୂଳରେ ଦେଖିବାକୁ ମିଳିଛି । ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ପ୍ରତିଦିନ କୋଭିଡରେ…

ଟିକା ନନେଲେ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ, ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଉତ୍ତରପ୍ରଦେଶ: କରୋନା  କାଳରେ ଏବେ ଦେଶରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ତଥାପି ବହୁ ଲୋକ ଟିକାକୁ ନେଇ ଦ୍ୱନ୍ଦରେ ଅଛନ୍ତି । ବହୁ ସ୍ୱାସ୍ଥ୍ୟକର୍ମୀ ଓ ସରକାର କର୍ମଚାରୀ ଏଯାଏ ଟିକା ନେଇ ନାହାନ୍ତି । ଏଭଳି ସ୍ଥିତିରେ ଉତ୍ତରପ୍ରଜେଶର ଫିରୋଜାବାଦ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ…

କରୋନା ଦେଇଛି ଦାରୁଣ ଦୁଃଖ: ଗୋଟିଏ ଗାଁରୁ ୨୨ ମୃତ

ଲକ୍ଷ୍ନୌ: ଆଉ କେତେ ଦୁଃଖ ଦେବ କରୋନା । ଏପ୍ରଶ୍ନର ଉତ୍ତର କାହା ପାଖରେ ନାହିଁ । ଜୀବନ ପାଇଁ ଏବେ ଧାଁ ଦୌଡ଼ ଚାଲିଛି । କେଉଁଠି ଆଗପଛ ହୋଇ ବାପା-ମାଆ ଓ ପିଲା ଛୁଆ ଆରପାରିକୁ ଗଲେଣି ତ ଆଉ କେଉଁଠି ଗୋଟିଏ ଗୋଟିଏ ଗାଁରେ କରୋନା ମୃତ୍ୟୁର ତାଣ୍ଡବ ରଚୁଛି । ଉତ୍ତରପ୍ରଦେଶରୁ ଏଭଳି ଏକ ଘଟଣାକୁ…

କରୋନା ସଂକ୍ରମିତଙ୍କ ସାହା ଭରସା “ସିଲିଣ୍ଡର୍ ବିଟିଆ”

ଶାହାଜାହାନପୁର (ଉ.ପ୍ର): କିଛିଦିନ ତଳେ ଏକାଧିକ ନ୍ୟୁଜ୍ ଏଜେନ୍ସି ଉତ୍ତରପ୍ରଦେଶ ଶାହଜାହାନପୁର ଅଂଚଳର ସିଲିଣ୍ଡର ବିଟିଆକୁ ନେଇ ଚର୍ଚ୍ଚା ଉଠାଇଥିଲେ । ଅନେକ ଖୋଜାଖୋଜି ପରେ ଶେଷରେ ସିଲିଣ୍ଡର ବିଟିଆର ସମସ୍ତ ବିବରଣୀ ହସ୍ତଗତ ହୋଇଛି । ୨୬ ବର୍ଷୟା ଯୁବତୀ । ପରିଚୟ ଅର୍ସି ଅନସାରୀ । ଏହି…

କରୋନାରେ ଆଖି ବୁଜିଲେ ଉତ୍ତରପ୍ରଦେଶର ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ମନ୍ତ୍ରୀ

ଲକ୍ଷ୍ନୌ: ଘାତକ ହେଉଛି କରୋନା । ଅକାଳରେ ନେଇଯାଉଛି ଜୀବନ । ଉତ୍ତରପ୍ରଦେଶରେ କରୋନାରେ ଜଣେ ମନ୍ତ୍ରୀଙ୍କ ମୃତ୍ୟୁ ହୋଇଛନ୍ତି । ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ରାଷ୍ଟ୍ରମନ୍ତ୍ରୀ ବିଜୟ କଶ୍ୟପ କରୋନାରେ ମୃତ୍ୟୁବରଣ କରିଛନ୍ତି । ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ…

କାର କିଣିବା ପାଇଁ ନବଜନ୍ମିତ ଶିଶୁପୁତ୍ର ବିକ୍ରୀ ଅଭିିଯୋଗ

କନୌଜ(ଉ.ପ୍ର): କରୋନା ସଂକ୍ରମଣଠୁ ବଳିଯାଇଛି ଏହି ଖବର । ସେକେଣ୍ଡ ହ୍ୟାଣ୍ଡ କାର କିଣିବା ପାଇଁ ଏକ ଦମ୍ପତ୍ତି ନିଜ ନବଜନ୍ମିତ ଶିଶୁପୁତ୍ରକୁ ବିକ୍ରୀ କରିବାକୁ ବି ପଛାଇନାହାଁନ୍ତି । ଉତ୍ତରପ୍ରଦେଶ କନୌଜରେ ଘଟିଥବା ଏହି ଘଟଣା ସାରା ଦେଶକୁ ଦୋହଲାଇଦେଇଛି । ଶିଶୁପୁତ୍ର ବିକ୍ରୀ ବିଷୟରେ…

କରୋନା କାଳରେ କରୁଣ ଚିତ୍ର: ଗଙ୍ଗା ନଦୀ ବାଲିରେ ମୃତଦେହକୁ ପୋତି ଦେଉଛନ୍ତି ଲୋକ

ଉତ୍ତରପ୍ରଦେଶ: କରୋନା ଏମିତି କଷଣ ଦେଉଛି ଯେ ଯାହା ମଣିଷ କେବେ ଦେଖିନଥିଲା କି ଭାବି ନଥିଲା । ପ୍ରତିଦିନ ସାମନାକୁ ଆସୁଛି ବିଚଳିତ କରିବା ଭଳି ଚିତ୍ର । ନିକଟରେ ଉତ୍ତରପ୍ରଦେଶ ଓ ବିହାରରେ ଗଙ୍ଗା ନଦୀରେ ସନ୍ଦିଗ୍ଧ କରୋନା ରୋଗୀଙ୍କ ମୃତଦେହ ଭାସୁଥିବା ଚିତ୍ର ସାମନାକୁ ଆସିଥିଲା । ଏବେ…