Latest Odisha News

BREAKING NEWS

Browsing Category

ଉତ୍ତରପ୍ରଦେଶ

Uttar Pradesh

କରୋନା ସଂକ୍ରମିତଙ୍କ ସାହା ଭରସା “ସିଲିଣ୍ଡର୍ ବିଟିଆ”

ଶାହାଜାହାନପୁର (ଉ.ପ୍ର): କିଛିଦିନ ତଳେ ଏକାଧିକ ନ୍ୟୁଜ୍ ଏଜେନ୍ସି ଉତ୍ତରପ୍ରଦେଶ ଶାହଜାହାନପୁର ଅଂଚଳର ସିଲିଣ୍ଡର ବିଟିଆକୁ ନେଇ ଚର୍ଚ୍ଚା ଉଠାଇଥିଲେ । ଅନେକ ଖୋଜାଖୋଜି ପରେ ଶେଷରେ ସିଲିଣ୍ଡର ବିଟିଆର ସମସ୍ତ ବିବରଣୀ ହସ୍ତଗତ ହୋଇଛି । ୨୬ ବର୍ଷୟା ଯୁବତୀ । ପରିଚୟ ଅର୍ସି ଅନସାରୀ । ଏହି…

କରୋନାରେ ଆଖି ବୁଜିଲେ ଉତ୍ତରପ୍ରଦେଶର ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ମନ୍ତ୍ରୀ

ଲକ୍ଷ୍ନୌ: ଘାତକ ହେଉଛି କରୋନା । ଅକାଳରେ ନେଇଯାଉଛି ଜୀବନ । ଉତ୍ତରପ୍ରଦେଶରେ କରୋନାରେ ଜଣେ ମନ୍ତ୍ରୀଙ୍କ ମୃତ୍ୟୁ ହୋଇଛନ୍ତି । ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ରାଷ୍ଟ୍ରମନ୍ତ୍ରୀ ବିଜୟ କଶ୍ୟପ କରୋନାରେ ମୃତ୍ୟୁବରଣ କରିଛନ୍ତି । ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ…

କାର କିଣିବା ପାଇଁ ନବଜନ୍ମିତ ଶିଶୁପୁତ୍ର ବିକ୍ରୀ ଅଭିିଯୋଗ

କନୌଜ(ଉ.ପ୍ର): କରୋନା ସଂକ୍ରମଣଠୁ ବଳିଯାଇଛି ଏହି ଖବର । ସେକେଣ୍ଡ ହ୍ୟାଣ୍ଡ କାର କିଣିବା ପାଇଁ ଏକ ଦମ୍ପତ୍ତି ନିଜ ନବଜନ୍ମିତ ଶିଶୁପୁତ୍ରକୁ ବିକ୍ରୀ କରିବାକୁ ବି ପଛାଇନାହାଁନ୍ତି । ଉତ୍ତରପ୍ରଦେଶ କନୌଜରେ ଘଟିଥବା ଏହି ଘଟଣା ସାରା ଦେଶକୁ ଦୋହଲାଇଦେଇଛି । ଶିଶୁପୁତ୍ର ବିକ୍ରୀ ବିଷୟରେ…

କରୋନା କାଳରେ କରୁଣ ଚିତ୍ର: ଗଙ୍ଗା ନଦୀ ବାଲିରେ ମୃତଦେହକୁ ପୋତି ଦେଉଛନ୍ତି ଲୋକ

ଉତ୍ତରପ୍ରଦେଶ: କରୋନା ଏମିତି କଷଣ ଦେଉଛି ଯେ ଯାହା ମଣିଷ କେବେ ଦେଖିନଥିଲା କି ଭାବି ନଥିଲା । ପ୍ରତିଦିନ ସାମନାକୁ ଆସୁଛି ବିଚଳିତ କରିବା ଭଳି ଚିତ୍ର । ନିକଟରେ ଉତ୍ତରପ୍ରଦେଶ ଓ ବିହାରରେ ଗଙ୍ଗା ନଦୀରେ ସନ୍ଦିଗ୍ଧ କରୋନା ରୋଗୀଙ୍କ ମୃତଦେହ ଭାସୁଥିବା ଚିତ୍ର ସାମନାକୁ ଆସିଥିଲା । ଏବେ…

୨୦ ଦିନରେ ୩୪ ଅଧ୍ୟାପକ ମୃତ

ଜୟପୁର: ଦିନକୁ ଦିନ ସଂକ୍ରମଣ ଚିନ୍ତା ବଢ଼ାଉଛି । କରୋନାର ମାରାତ୍ମକ ଦ୍ୱିତୀୟ ଲହର ଦେଶରେ ଆତଙ୍କ ସୃଷ୍ଟି କରିଛି । ପ୍ରତିଦିନ ଅନେକ ଲୋକଙ୍କ ମୃତ୍ୟୁ ହେଉଥିବା ବେଳେ ଦାହ ସଂସ୍କାର ପାଇଁ ଜାଗାର ଅଭାବ ରହିଛି । ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି । ଉତ୍ତରପ୍ରଦେଶର ଆଲିଗଡ ମୁସଲିମ…

ଅଯୋଧ୍ୟା ଦଶରଥ ମେଡିକାଲ କଲେଜଠାରେ ସ୍ଥାପନ ହେବ ୨ଟି ଅକ୍ସିଜେନ ପ୍ଲାଣ୍ଟ, ରାମ ଜନ୍ମଭୂମି ଟ୍ରଷ୍ଟର ଘୋଷଣା

ଅଯୋଧ୍ୟା: ସହାୟତାର ହାତ ବଢାଇଲା ରାମ ଜନ୍ମଭୂମି ଟ୍ରଷ୍ଟ । ଅଯୋଧ୍ୟା ସ୍ଥିତ ଦଶରଥ ମେଡିକାଲ କଲେଜଠାରେ ଦୁଇଟି ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରାଯିବ । ଏଥିପାଇଁ ଟ୍ରଷ୍ଟ ପକ୍ଷରୁ ନିଜସ୍ବ ପାଣ୍ଠିରୁ ୫୫ ଲକ୍ଷ ଟଙ୍କା ବିନିଯୋଗ କରାଯିବ ବୋଲି ଟ୍ରଷ୍ଟ ପକ୍ଷରୁ ଆଜି ଘୋଷଣା କରାଯାଇଛି ।  ଆଜି…

୧୮ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣା ଟିକା ଦେବାକୁ ଘୋଷଣା କଲେ ଏସବୁ ରାଜ୍ୟ

ନୂଆଦିଲ୍ଲୀ: ଆସନ୍ତା ୧ ତାରିଖରେ ଦେଶବ୍ୟାପୀ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ଦିଆଯିବ ଟିକା । କରୋନା ସଂକ୍ରମଣ ଭିତରେ ଟିକାକରଣ ଅଭିଯାନକୁ ଜୋରଦାର କରିବା ପାଇଁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହାପରେ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣା ଟିକା ଦେବାକୁ ଘୋଷଣା କରିଛନ୍ତି…

ଉତ୍ତରପ୍ରଦେଶରେ ୧୨ରୁ ଅଧିକ IAS ଅଧିକାରୀ କରୋନା ପଜିଟିଭ୍ 

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ୧୨ରୁ ଅଧିକ IAS ଅଧିକାରୀ କରୋନା ସଂକ୍ରମିତ ହୋଇଛନ୍ତି । ଯୋଗୀ ସରକାରଙ୍କ ୧୨ରୁ ଅଧିକ ଆଇଏସଏସ ଅଧିକାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅର୍ଥ ସଚିବ ଓ ସ୍ୱତନ୍ତ୍ର ସଚିବଙ୍କ ସମେତ ଅର୍ଥ ବିଭାଗର ପାଖାପାଖି ୨୦ ଜଣ ଲୋକ ପିଜିଟିଭ୍ ବାହାରିଛନ୍ତି ।…

ଉତ୍ତରପ୍ରଦେଶର ଏସବୁ ସ୍ଥାନରେ ଲାଗିଲା ନାଇଟକର୍ଫ୍ୟୁ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢୁଛି । ତାସହ ବଢ଼ିଲା କଟକଣା । ବିଭିନ୍ନ ଜିଲ୍ଲାରେ ସଂକ୍ରମଣ ବ୍ୟାପୁଥିବାରୁ ଫେରିଲା ନାଇଟକର୍ଫ୍ୟୁ । ଲକ୍ଷ୍ନୌ, ପ୍ରୟାଗରାଜ, କାନପୁର ଓ ବାରଣାସୀରେ ଆଜିଠାରୁ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି ଉତ୍ତରପ୍ରଦେଶ ସରକାର । ପ୍ରୟାଗରାଜରେ…

ଟିକା ନେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: କୋଭିଡ୍ ଟିକା ନେଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଲକ୍ଷ୍ନୌ ସ୍ଥିତ ସିଭିଲ୍ ହସ୍ପିଟାଲରେ ସେ ପ୍ରଥମ ଡୋଜ୍ ନେଇଛନ୍ତି । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି । ଭାରତୀୟ ଟିକା ସୁରକ୍ଷିତ ଓ ଟିକା ନେବାକୁ ଆଗେଇ ଆସିବା ପାଇଁ ଅନ୍ୟମାନଙ୍କୁ ଅପିଲ୍ କରିଛନ୍ତି…