Latest Odisha News
Browsing Category

ଉତ୍ତରପ୍ରଦେଶ

Uttar Pradesh

ବିନା ବସ୍ ଭଡ଼ାରେ ଭଉଣୀ ଯିବେ ଭାଇ ହାତରେ ରାକ୍ଷୀ ବାନ୍ଧିବାକୁ, ଜାଣନ୍ତୁ କେଉଁ ସରକାର କଲେ ଘୋଷଣା

ଲକ୍ଷ୍ନୌ: ରାକ୍ଷୀ ପୂର୍ଣ୍ଣିମା ପାଇଁ ସରକାରଙ୍କ ବଡ଼ ଉପହାର। ବିନା ବସ୍ ଭଡ଼ାରେ ଭଉଣୀ ଯିବେ ଭାଇ ହାତରେ ରାକ୍ଷୀ ବାନ୍ଧିବାକୁ । ଚଳିତ ରାକ୍ଷୀ ପୂର୍ଣ୍ଣିମାରେ ଭଉଣୀମାନଙ୍କୁ ଯାତାୟତରେ ଯେପରି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ ଏଥିପାଇଁ ଉତ୍ତରପ୍ରଦେଶ ଯୋଗୀ ସରକାର…

ପ୍ରେମ ପାଇଁ ଦକ୍ଷିଣ କୋରିଆରୁ ଭାରତ, ଗୁରୁଦ୍ଵାରରେ କଲେ ବିବାହ

ଶାହାଜାନପୁର: ପ୍ରେମ କୌଣସି ବାଧା ବନ୍ଧନ କିମ୍ବା ସୀମାକୁ ମାନେ ନାହିଁ । କୌଣସି ଭୌଗଳିକ ସୀମା ଦୁଇ ପ୍ରେମୀ ହୃଦୟକୁ ଅଳଗା କରି ରଖି ପାରେନି । ଏ କଥା ପୁଣି ଥରେ ସତ ସାବ୍ୟସ୍ତ ହୋଇଛି । ସାତ ଦରୀଆ ତେର ନଇ ଡେଇଁ ଦକ୍ଷିଣ କୋରିଆରୁ ଭାରତ ଆସି ପହଞ୍ଚିଛନ୍ତି ପ୍ରେମିକା । ଉତ୍ତରପ୍ରଦେଶର…

ଇଟାଲୀ କନ୍ୟାକୁ ଇଣ୍ଡିଆ ବର: ହିନ୍ଦୁ ରୀତିନୀତିରେ ମନ୍ଦିରରେ କଲେ ବିବାହ

ଉତ୍ତର ପ୍ରଦେଶ: କଥାରେ ଅଛି, ପ୍ରେମ ମାନେନା ଜାତି, ଧର୍ମ, ରଙ୍ଗ, ବନ୍ଧବାଡ଼, ରାତି ଦିନ । ପ୍ରେମ ପାଇଁ କେବେ କିଏ କାହାର ଜୀବନ ନେଲାଣି ତ କେବେ ଜୀବନ ଦେଲାଣି । ଆଉ ପୁଣି ପ୍ରେମ ପାଇଁ କିଏ ଦେଶଛାଡ଼ି ଅନ୍ୟଦେଶକୁ ଯାଉଛନ୍ତି ।  ଏଭଳି ଏକ ପ୍ରେମ କାହାଣୀକୁ ନେଇ ପାକିସ୍ତାନର ସୀମା ହାଇଦର…

ଭଗବାନ ଶିବଙ୍କୁ ବିବାହ କଲେ ଯୁବତୀ, ହିନ୍ଦୁ ରୀତିନୀତି ଅନୁଯାୟୀ ପଡିଲା ହାତଗଣ୍ଠି

ଉତ୍ତରପ୍ରଦେଶ: ଲୀଳାମୟ ସିଏ । ସଂହାର କର୍ତ୍ତା ବି ସେ । କୁହନ୍ତି ଭଗବାନଙ୍କୁ ଯିଏ ଥରେ ପ୍ରେମ କରିବସେ ତା ପାଇଁ ସାରା ଦୁନିଆ ତୁଚ୍ଛ ମନେହୁଏ । ଆଉ ସେ ପରମେଶ୍ୱରଙ୍କ ସାନିଧ୍ୟ ଯିଏ ପାଇଛି ସେ କୃତାର୍ଥ ହୋଇଯାଇଛି । ଯାହାର ଏକ ଉଦାହରଣ ଏହି ୨୭ ବର୍ଷିୟା ଯୁବତୀ। ଯିଏ ସଂସାରର ମୟା ମୋହ…

ଏପରି ମନ୍ଦିର ଯେଉଁଠି ସନ୍ଧ୍ୟା ହେବା ମାତ୍ରେ ଆପଣାଛାଏଁ ପଡ଼େ ପହଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତକୁ ସାଧୁ ସନ୍ଥଙ୍କ ଦେଶ ବୋଲି କୁହାଯାଏ। ଏହା ସହିତ ଆମ ଦେଶରେ ଅନେକ ରହସ୍ୟମୟ ସ୍ଥାନ ଅଛି, ଯାହା ଉପରୁ ଆଜି ପର୍ଯ୍ୟନ୍ତ ପରଦା ଉଠାଇବାରେ କେହି ସକ୍ଷମ ହୋଇନାହାନ୍ତି। ଆଜି ସେମିତି ଏକ ରହସ୍ୟମୟ ସ୍ଥାନ ବିଷୟରେ କହିବୁ ଯାହା ଜାଣିଲେ ଆପଣ ମାନେ ମଧ୍ୟ ଆଶ୍ଚର୍ଯ୍ୟ…

ଉତ୍ତରପ୍ରଦେଶର ପର୍ଶୁରାମେଶ୍ୱରପୁର ମହାଦେବ ମନ୍ଦିର: ଦର୍ଶନ କଲେ ପୁରଣ ହୁଏ ମାନସିକ

ଉତ୍ତରପ୍ରଦେଶ: ଏବେ ଶ୍ରାବଣ ମାସ ଚାଲିଛି। ଏହି ମାସର ପ୍ରତ୍ୟେକ ସୋମବାରରେ କାଉଡ଼ିଆମାନେ ଜଳାଭିଷେକ କରିବାକୁ ଆସିଥାନ୍ତି। ତେବେ କେବଳ ସୋମବାର ନୁହେଁ, ଶ୍ରାବଣ ମାସର ପ୍ରତ୍ୟେକ ଦିନର ସ୍ୱତନ୍ତ୍ର ରହିଛି। କିନ୍ତୁ ହେବାକୁ ଥିବା ପ୍ରଦୋଷ ବ୍ରତ ଏବଂ ମାନସିକ ଶିବରାତ୍ରୀର ସ୍ୱତନ୍ତ୍ର ମାନ୍ୟତା…

ଏପରି ମନ୍ଦିର, ଯେଉଁଠି ହୋଇଥାଏ ଭବିଷ୍ୟବାଣୀ

ଓଡିଶା ସମ୍ବାଦ ବ୍ୟୁରୋ : ବିଚିତ୍ରମୟ ଆମ ଭାରତବର୍ଷ। ଏହି ଦେବ ଭୂମୀରେ ରହିଛି ଅନେକ ଆଧ୍ୟାତ୍ମିକ ଝଲକ। ଯାହା ବିଶ୍ୱାସଯୋଗ୍ୟ ହେଉ ବା ନ ହେଉ ତାହା ଆଜିବି ଘଟୁଛି। ଭାରତ ଅନେକ ରହସ୍ୟମୟୀ ମନ୍ଦିରରେ ଭରି ରହିଛି। ରହସ୍ୟ ଏପରି ଭାବେ ଲୁଚି ରହିଛି ଯାହାର କାରଣ ଆଜି ପର୍ଯ୍ୟନ୍ତ କେହି ବୁଝି…

ଆବର୍ଜନା ଦେଲା ରୋଜଗାର; ମାସିକ ଆୟ ୫ଲକ୍ଷ

ବାରାଣସୀ : ବାରାଣସୀର ଶିଖା ଶାହା । ବି ଟେକ ପରେ ଭଲ ଦରମାରେ ଏକ ବହୁରାଷ୍ଟ୍ରୀୟ କମ୍ପାନୀରେ କରୁଥିଲେ କାମ । ହେଲେ ଚାକିରୀ ତାଙ୍କୁ ଦେଇ ପାରିନଥିଲା ଆତ୍ମତୃପ୍ତି । ଦିଲ୍ଲୀରୁ ପରିବେଶ ବିଜ୍ଞାନରେ ସ୍ନାତକ ହାସଲ କରିବା ପରେ ଶିଖା ଅନୁଭବ କଲେ ଯେ ଅନେକ ଲୋକ ପରିବେଶ ପ୍ରତି ଧ୍ୟାନ…

ସାବତ ମା’ର ଏସିଡ ମାଡ ଶରୀରକୁ କୁରୂପ କରିଦେଲା, ତଥାପି ଜୀବନ ଯୁଦ୍ଧରେ ଚମକୁଛନ୍ତି ରୂପା

ଉତ୍ତରପ୍ରଦେଶ: ମା, କେତେ ମିଠା ଶବ୍ଦଟିଏ । ସନ୍ତାନ ପାଇଁ ମା’ ର ମନ ସବୁବେଳେ ବ୍ୟାକୁଳ । ସନ୍ତାନର ଶୁଭ ମନାସି ମା କରେ କେତେ ପୁଜା ପାଠ । ଆଉ ଯେତେବେଳେ ସେଇ ମା ସ୍ନେହ ମମତା ଭୁଲି ରାକ୍ଷାସି ପାଲଟି ଯାଏ ସେତେବେଳେ ଗୋଟେ ସନ୍ତାନ ପାଇଁ ତାର ପୁରା ପୃଥିବୀ ନିଷ୍ତବ୍ଦ ହୋଇଯାଏ । କ୍ରୋଧର…

ହିନ୍ଦୁଙ୍କୁ ବିବାହ ପାଇଁ ଧର୍ମ ତ୍ୟାଗ କଲେ ମୁସଲମାନ ଯୁବତୀ

ଲକ୍ଷ୍ନୗେ:  ପ୍ରେମ , ଅଢେଇ ଅକ୍ଷରର ଏହି ଶବ୍ଦରେ ଭରି ରହିଛି ଅନେକ ଗୁଡିଏ ମହତ୍ତ୍ବ । ପ୍ରେମ କେତେବେଳେ ଆଉ କାହା ସାଥିରେ ହୋଇଥାଏ ଜାଣା ପଡିନଥାଏ  । ସେଥିପାଇଁ ତ ପ୍ରେମକୁ ଅନ୍ଧବୋଲି କୁହାଯାଏ । ପ୍ରେମ ଦେଖେ ନାହିଁ ଜାତି କି ନୀତି  । ଆଉ ପ୍ରେମ ମାନେ ନାହିଁ ବୟସର ତାରତମ୍ୟ ।…