Latest Odisha News
Browsing Category

ଉତ୍ତରାଖଣ୍ଡ

Uttarakhand

ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ, ଭାଙ୍ଗିଲା ପୋଲ

ବର୍ଷାରେ ଭାସିଗଲା ପୋଲ । ଉତ୍ତରା ଖଣ୍ଡରେ ବର୍ଷାର ତାଣ୍ଡବ ଲୀଳା ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ଯୋଗୁଁ ଡେରାଡୁନକୁ ଋଷିକେଶ ସହ ସଂଯୋଗ କରୁଥିବା ପୋଲ ଓ ମାଲଦେବତା ସହସ୍ରଧାରି ଲିଙ୍କ ରୋଡ ନଦୀରେ ଭାସିଯାଇଛି।ରାଣୀପୋଖରୀ ଠାରେ ଏପରି ଅଘଟଣ ଘଟିିଛି। ଫଳରେ ଅନେକ ଗାଡି ଓ ଚାଳକ…

ଆଜି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ପୁଷ୍କର ସିଂହ ଧାମି

ଡେରାଡୁନ୍: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଆଜି ପୁଷ୍କର ସିଂହ ଧାମି ଶପଥ ନେବେ । ସେ ହେବେ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟା ୫ଟାରେ ଉତ୍ତରାଖଣ୍ଡ ରାଜଭବନ ପରିସରରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ ବେବି…

କିଏ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ? ରେସରେ ଆଗରେ ସତପାଲ ମହାରାଜ

ଡେରାଡୁନ୍: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ତୀରଥ ସିଂହ ରାଓ୍ୱତଙ୍କ ଇସ୍ତଫା ଦେଇଛନ୍ତି । କିଏ ହେବେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ? ରେସରେ ବହୁ ନେତାଙ୍କ ନାଁ ଆସୁଛି । ଆସନ୍ତାବର୍ଷ ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ ଅଛି । ତେଣୁ ଏବେ ବାହାରୁ କୌଣସି ନେତାଙ୍କୁ ମୁଖ୍ୟମନ୍ତ୍ରୀ…

୧୧୫ ଦିନର CM: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଲେ ତୀରଥ ସିଂହ ରାଓ୍ୱତ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ତୀରଥ ସିଂହ ରାଓ୍ୱତ । ମାତ୍ର ୧୧୫ ଦିନ ମୁଖ୍ୟମନ୍ତ୍ରୀ ପଦରେ ରହିଛନ୍ତି । ଗତକାଲି ରାତି ୧୧ଟା ବେଳେ ସେ ରାଜ୍ୟପାଳ ବେବି ରାଣୀ ମୌର୍ୟ୍ୟଙ୍କୁ ନିଜ ଇସ୍ତଫାପତ୍ର ହସ୍ତାନ୍ତର କରିଛନ୍ତି । ସାମ୍ବିଧାନିକ ସଙ୍କଟ ଯୋଗୁ ନିଜ…

ପାରାସୁଟରରୁ ରାସ୍ତାକଡ଼ ବ୍ୟବସାୟୀ

ଡ଼େରାଡୁନ୍ : ଦିନ ଥିଲା ସେ ଆମ ଦେଶ ପାଇଁ ପାଲଟିଥିଲେ ଗର୍ବ । ହେଲେ ଆଜି ଅର୍ଥ ଅଭାବ ବସାଇ ଦେଇଛି ରାସ୍ତାକଡରେ । ସୁନା ପଦକ ଭେଟି ଦେଉଥିବା ପାରା ସୁଟର ଦିଲରାଜ କୌର ଆଜି ରାସ୍ତାକଡରେ ବଂଚିବାର ରାହା ଖୋଜୁଛନ୍ତି । ପାର୍କ କଡରେ ସ୍ନାକ୍ ବିକି ଗୁଜୁରାଣ ମେଣ୍ଟାଉଛନ୍ତି । ବହୁବାର କିଛି…

ଭାସୁଛି ମୃତ ଦେହ, ଝୁଣି ଖାଉଛି କୁକୁର

ଉତ୍ତରପ୍ରଦେଶ : ନଦୀ କୂଳରେ ଲୋମ ଟାଙ୍କୁରା ଦୃଶ୍ୟ । ନଦୀରେ ଭାସୁଛି ମୃତ ଦେହ । ଆଉ ତାକୁ ଝୁଣି ଖାଉଛନ୍ତି କୁକୁର । ଏହିଭଳି ଦୟନୀୟ ଚିତ୍ର ଉତ୍ତରପ୍ରଦେଶ କେଦାରଘାଟର ନଦୀ କୂଳରେ ଦେଖିବାକୁ ମିଳିଛି । ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ପ୍ରତିଦିନ କୋଭିଡରେ…

ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା

ଦିଲ୍ଲୀ: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ହେବା ସହ ରେଡ୍ ଆଲର୍ଟ ଜାରି ହୋଇଛି । ଗୁରୁବାର ସଂଧ୍ୟାରେ ବାଦଲ ଫଟା ବର୍ଷାରେ ବହୁ ଲୋକ ଭାସି ଯାଇଛନ୍ତି । ଏଯାଏଁ ୪ ଜଣଙ୍କର ପତ୍ତା ମିଳୁନଥିବା ବେଳେ ଜଣକର ମୃତଦେହ ଉଦ୍ଧାର କରାଯାଇଛି । ଏବେ ବି ସେଠାରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରଶାସନ…

ମେ ୧୪ରେ ଖୋଲିବ ଯମୁନୋତ୍ରୀ ଧାମର ଦ୍ୱାର 

ଉତ୍ତରାଖଣ୍ଡ: ମେ ୧୪ରେ ଖୋଲିବ ଯମୁନୋତ୍ରୀ ଧାମର ଦ୍ୱାର । ଗତକାଲି ଦେବୀ ଯମୁନାଙ୍କ ଜନ୍ମଦିନ ଅବସରରେ, ତୀର୍ଥ ପୁରୋହିତଙ୍କ ଦ୍ୱାରା ଯମୁନୋତ୍ରୀ ଧାମର କବାଟ ଖୋଲିବାର ଶୁଭ ମୁହୂର୍ତ୍ତ ସ୍ଥିର କରାଯାଇଛି । ଅକ୍ଷୟ ତୃତୀୟାରେ ଭକ୍ତଙ୍କ ଦର୍ଶନ ପାଇଁ ଖୋଲାଯିବ ଯମୁନୋତ୍ରୀ ଧାମର ଦ୍ୱାର ।…

ହରିଦ୍ୱାର ‘ହର୍ କି ପୋୖଡି’ରେ ଶାହୀ ସ୍ନାନ ଜାରି, ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ସାଧୁଙ୍କ ସମାଗମ, କରୋନା ନେଇ ସତର୍କ…

ହରିଦ୍ୱାର: ଉତ୍ତରାଖଣ୍ଡ ହରିଦ୍ୱାରରେ ମହାକୁମ୍ଭ ମେଳା ଅବସରରେ ‘ହର୍ କି ପୋୖଡି’ରେ ଶାହୀ ସ୍ନାନ ଜାରି ରହିଛି । ଏଥିପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ କରୋନା ମହାମାରୀକୁ ଖାତିର ନ କରି ହରିଦ୍ୱାରରେ ପହଞ୍ଚିଛନ୍ତି । ଆଜି ହରିଦ୍ୱାର କୁମ୍ଭରେ ସୋମବତୀ ଅମାବାସ୍ୟାର ଦ୍ୱିତୀୟ ଶାହୀ ସ୍ନାନ…

ଏଥର ମାର୍ଚ୍ଚ ୧୧ ତାରିଖ ଶିବରାତ୍ରି ଦିନ କୁମ୍ଭର ପ୍ରଥମ ଶାହୀ ସ୍ନାନ 

ହରିଦ୍ୱାର: ଏଥର ମାର୍ଚ୍ଚ ୧୧ ତାରିଖ ଶିବରାତ୍ରି ଦିନ କୁମ୍ଭର ପ୍ରଥମ ଶାହୀ ସ୍ନାନ ହେବ। ତୃତୀୟ ଶାହୀ ସ୍ନାନ ଏପ୍ରିଲ ୧୪ ମେଷ ସଂକ୍ରାନ୍ତିରେ ହେବ। କରୋନା ଯୋଗୁଁ ଏଥର କୁମ୍ଭ ମେଳାରେ ଅନେକ କଟକଣା ଲାଗୁ କରାଯାଇଛି। ଏଥର କୁମ୍ଭ ୪୮ ଦିନ ପାଇଁ ହେବ। ସାଧାରଣତଃ କୁମ୍ଭ ମେଳା ୧୨୦ ଦିନ ପାଇଁ…