Latest Odisha News

BREAKING NEWS

Browsing Category

ଦୁର୍ବିପାକ

Durbipaka

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ବାତ୍ୟା ଦେଇଯାଇଛି ଦୁଃଖ: କେଉଁଠି ଉଜୁଡିଛି ଚାଷ, ଆଉ କେଉଁଠି ଜଳବନ୍ଦୀ ପରିସ୍ଥିତି

ଭୁବନେଶ୍ବର: ଟଳି ଯାଇଛି ବାତ୍ୟା ଦାନା । ହେଲେ ଦେଇଯାଇଛି ଦୁଃଖ । କେଉଁଠି ମାଟିରେ ମିଶିଛି ଘର ତ ଆଉ କେଉଁଠି ଜଳବନ୍ଦୀରେ ଜୀବନ କାଟୁଛନ୍ତି ଲୋକେ । ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା କିଛି କିଛି ସ୍ଥାନରେ ଏବେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ଅନେକଙ୍କ ଘରେ ପାଣି ପଶି…

ଟଳି ଗଲା ବାତ୍ୟା, ଘାରିଲାଣି ବନ୍ୟା ଆଶଙ୍କା 

ଭୁବନେଶ୍ୱର: ଟଳି ଗଲା ବଡ଼ ବାତ୍ୟା। ହେଲେ ବାତ୍ୟା ପ୍ରଭାବରେ ତୁହାକୁ ତୁହା ବର୍ଷା ଏବେ ବନ୍ୟା ଆଶଙ୍କା ସୃଷ୍ଟି କଲାଣି। ଏନେଇ ଏବେ ୧୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରିଛି ଆଇଏମଡି। ଅନୁଗୁଳ, ବାଲେଶ୍ଵର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ,…

ସ୍ଥଳଭାଗ ମୁହାଁ ବାତ୍ୟା ଦାନା: ଏଯାବତ୍ ୩ ଲକ୍ଷ୍ୟ ଲୋକ ସ୍ଥାନାନ୍ତର 

ଭୁବନେଶ୍ୱର: ବଳ ଗୋଟାଇ ସ୍ଥଳଭାଗ ମୁହାଁ ଅଗ୍ରସର ହେଉଛି ବାତ୍ୟା ଦାନା । ଆଜି ବିଳମ୍ୱିତ ରାତିରୁ କାଲି ସକାଳ ଭିତରେ ସ୍ଥଳଭାଗ ଛୁଇଁବ। ଏଥିପାଇଁ ମୁଖ୍ୟ ୩ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର ଜିଲ୍ଲାରେ ବାତ୍ୟାର ପ୍ରଭାବ ସବୁଠୁ ଅଧିକ ରହିବା ନେଇ…

ବାତ୍ୟା ନେଇ ସୂଚନା ଦିଆଯାଇନାହିଁ: IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର

ନୂଆଦିଲ୍ଲୀ: ଅକ୍ଟୋବର ମାସ ପ୍ରଥମ ସପ୍ତାହରେ ବାତ୍ୟା ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବିଷୟରେ ପ୍ରତିକ୍ରିୟା ରଖିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୁୟ ମହାପାତ୍ର । ବାତ୍ୟା ନେଇ ଆମେ ଏବେଯାଏ କୌଣସି ସୂଚନା ଦେଇନାହୁଁ ବୋଲି କହିଛନ୍ତି ଡିଜି । ସେ କହିଛନ୍ତି ଯେ, ସେପ୍ଟେମ୍ବର ଶେଷ ସପ୍ତାହ…

୨୩ ବର୍ଷ ତଳେ ଏମିତି ତାଣ୍ଡବ ରଚିଥିଲା ମହାବାତ୍ୟା

ଭୁବନେଶ୍ୱର: ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ । ଘଣ୍ଟା ପ୍ରତି ୩୦୦ କିମି ବେଗରେ ସୁ ସୁ ହୋଇ ମାଡ଼ି ଆସୁଥିଲା ପବନ । ଛିନଛତ୍ର କରି ଦେଇଥିଲା ସବୁକିଛି । ୩୦ ଘଣ୍ଟାର ତାଣ୍ଡବ, ପୂରା ଛାରଖାର ହୋଇ ଯାଇଥିଲା ଅର୍ଦ୍ଧାଧିକ ଓଡ଼ିଶା । ଶତାବ୍ଦୀର ସବୁଠୁ ପ୍ରଳୟଙ୍କରୀ ମହାବାତ୍ୟାରେ…

ପାଣି ଘେରା ସ୍କୁଲରୁ ଉଦ୍ଧାର ହେଲେ ୫୫୮ ଜଣ ଛାତ୍ରଛାତ୍ରୀ

ଭୁବନେଶ୍ବର: ଲଘୁଚାପ ଜନିତ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ଦେଖାଯାଇଛି । ବିଭିନ୍ନ ଅଞ୍ଚଳ ଜଳମଗ୍ନ ରହିଥିବାରୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇଛି । ପାଣି ଘେରରେ ଫସି ରହିଥିବା ଲୋକମାନଙ୍କୁ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି । ମଙ୍ଗଳବାର  କଟକ…

ଓଡ଼ିଶା ପାଇଁ ବିପଦ ନଥିବା କୁହାଯାଉଥିବା ବାତ୍ୟା ‘ଅସାନି’ର ମୂଳ ଅର୍ଥ କ’ଣ ?

ଊୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ 'ଅସାନି' ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳକୁ ଛୁଇଁଛି। ଏବେ ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି । ବାତ୍ୟା 'ଅସାନି' ଓଡ଼ିଶାରେ ସ୍ଥଳଭାଗ ଛୁଇଁବ ନାହିଁ ବୋଲି ପାଣିପାଗ ବିଭାଗ କହିଛି । ଯାହା ରାଜ୍ୟ…