Latest Odisha News
Browsing Category

ସୁପର୍ ସାଇକ୍ଲୋନ୍ ‘ଅମ୍ଫାନ୍‌’

Super Cyclone ‘Amphan’

ସୁପର୍ ସାଇକ୍ଲୋନ୍ ‘ଅମ୍ଫାନ’: ଆଜି ବିଳମ୍ବିତ ରାତିରେ ବଢିପାରେ ପବନର ବେଗ

ଭୁବନେଶ୍ୱର: ମହାବାତ୍ୟା ‘ଅମ୍ଫାନ’ ଅତ୍ୟନ୍ତ ଭୀଷଣ ବାତ୍ୟାରେ ପରିଣତ ହୋଇସାରିଛି । ଅମ୍ଫନ୍ ପଶ୍ଚିମବଙ୍ଗର ସୁନ୍ଦରବନ ଅଞ୍ଚଳରେ ସ୍ଥଳପଥ ଛୁଇଁବାର ସମ୍ଭାବନା ରହିଛି । ଆଜି ବିଳବିମ୍ବିତ ରାତିରେ ପବନର ବେଗ ହଠାତ୍ ବଢିପାରେ, ଏନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର୍…

ଆଜି ରାତିରେ ଏହି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ମହାବାତ୍ୟା ଅମ୍ଫାନ । ଉପକୂଳବର୍ତ୍ତ ଅଞ୍ଚଳରେ ଥିବା ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ, ପୁରୀ, ଖୋର୍ଦ୍ଧା,…

‘ଅମ୍ଫାନ’ ମୁକାବିଲା ପାଇଁ ସଜାଗ ଅଛି ଏନ୍‌ଡିଆର୍‌ଏଫ୍

ନୂଆଦିଲ୍ଲୀ: ଆସନ୍ତାକାଲି ସୁନ୍ଦରବନରେ ଲ୍ୟାଣ୍ଡଫଲ କରିବ ବାତ୍ୟା ଅମ୍ଫାନ । ଲ୍ୟାଣ୍ଡଫଲ ବେଳେ ଏହାର ତାଣ୍ଡବ ରଚିବ । ଏହାର ପ୍ରଭାବ ଫନି ଭଳି ରହିବ । ଏଥିପାଇଁ ପୁରା ସଜାଗ ଅଛି ଏନ୍‌ଡିଆର୍‌ଏଫ୍ । ଏନେଇ ଏନ୍‌ଡିଆର୍‌ଏଫ୍ ଡିଜି ସତ୍ୟନାରାୟଣ ପ୍ରଧାନ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି…

ଉତ୍ତର ଓଡ଼ିଶାରେ ରହିବ ବାତ୍ୟା ‘ଅମ୍ଫାନ’ର ପ୍ରଭାବ: ଆଇଏମ୍‌ଡି

ଭୁବନେଶ୍ୱର:ଧିରେ ଧିରେ ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ଅମ୍ଫାନ । ଯେତେ ଆଗକୁ ଆସୁଛି ସେତେ ଅଶାନ୍ତ ହେଉଛି ସମୁଦ୍ରକୂଳ । ୧୯୯୯ ମହାବାତ୍ୟା ପରେ ଏହା ହେଉଛି ବଙ୍ଗୋପସାଗରେ ଆସୁଥିବା ସବୁଠୁ ବଡ ବାତ୍ୟା । ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି । ଏହି…

ମହାବାତ୍ୟାରୁ ଖସି ଅତିଭୀଷଣ ବାତ୍ୟାରେ ପରିଣତ ହେଲା ‘ଅମ୍ଫାନ’

ଭୁବନେଶ୍ୱର: ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ଅମ୍ଫାନ । ଏହା ମହାବାତ୍ୟାରୁ ଖସି ଅତିଭୀଷଣ ବାତ୍ୟାରେ ପରିଣତ ହୋଇଛି । ସମୁଦ୍ରରେ ଏହାର ବେଗ ବଢ଼ିଛି । ଘଣ୍ଟାକୁ ୧୫ କିମି ବେଗରେ ସ୍ଥଳ ଭାଗ ଆଡକୁ ଗତି କରୁଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଓଡ଼ିଶାକୁ ଛୁଇଁ ସାରିଛି…

‘ଅମ୍ଫାନ’ ଘୂର୍ଣ୍ଣିବାତ୍ୟା ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ‘ଅମ୍ଫାନ’କୁ ସାମନା କରିବା ଲାଗି ନିଆଯିବାକୁ ଥିବା ପଦକ୍ଷେପର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ: ସମ୍ଭାବ୍ୟ ମହାବାତ୍ୟା ଅମ୍ଫାନ ପ୍ରଭାବରେ କ’ଣ କ୍ଷତି…

ସମ୍ଭାବ୍ୟ ମହାବାତ୍ୟା ଅମ୍ଫାନ ପ୍ରଭାବରେ କ’ଣ କ୍ଷତି ହେବା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ, ସାମୁଦ୍ରିକ ଝଡ଼ ଅମ୍ଫାନ ଆଜି ମଧ୍ୟାହ୍ନରେ ମହାବାତ୍ୟାର ରୂପ ନେଇସାରିଛି । ଏହି ସାମୁଦ୍ରିକ ଝଡ଼ର ପ୍ରଭାବରେ ସମୁଦ୍ର ଭିତରେ ଏବେ ପବନର ବେଗ ଘଣ୍ଟା ପ୍ରତି ୨୨୦ରୁ ୨୩୦ ରହୁଛି । ଏହା ଦିଘା ଓ ବାଂଲାଦେଶର…

ବାତ୍ୟା ଅମ୍ଫାନ: ସମ୍ଭାବ୍ୟ ବାତ୍ୟାକୁ ନେଇ ମୟୂରଭଞ୍ଜ ପ୍ରଶାସନର ବ୍ୟାପକ ପ୍ରସ୍ତୁତି

ବାରିପଦା: ଆଉ କିଛି ଘଣ୍ଟା ପରେ ଓଡ଼ିଶା ପୁଣି ଏକ ବାତ୍ୟାର ସାମ୍ନା କରିବାକୁ ଯାଉଛି । ବଙ୍ଗୋପସାଗରରେ ସୃୃଷ୍ଟ ‘ଅମ୍ଫାନ’ ବାତ୍ୟା ମାଡ଼ି ଆସୁଛି । ଏହି ମହାବାତ୍ୟାର ପ୍ରଭାବ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବହୁଳ ମାତ୍ରାରେ ଦେଖିବାକୁ ମିଳିବ । ଏହି ସମ୍ଭାବ୍ୟ ବାତ୍ୟା ପୂର୍ବରୁ ମୟୂରଭଞ୍ଜ ଜିଲ୍ଲା…

‘ଅମ୍ଫାନ’ପ୍ରଭାବ, ୬ ଜିଲ୍ଲାରେ ପ୍ରବଳ ବର୍ଷିବ: ଆଇଏମ୍‌ଡି

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଅମ୍ଫାନ’ ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ‌, ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ବହୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର…

ବାତ୍ୟା ପାଇଁ ବାଲେଶ୍ୱରରେ ପ୍ରବେଶ ନିଷେଧ

ବାଲେଶ୍ୱର: ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅମ୍ଫାନ । ଏହାଦ୍ୱାରା ଉପକୂଳ ଓଡ଼ିଶାର ପ୍ରମୁଖ ୪ଟି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ବେଶେଷଭାବେ ପ୍ରଭାବିତ ହେବାକୁଥିବାବେଳେ ସବୁଠୁ ଅଧିକ ପ୍ରଭାବିତ ହେବ ବାଲେଶ୍ୱର । ଗୋଟିଏ ପଟେ କରୋନା ଜିଲ୍ଲାରେ ତାର କାୟା…