ଭାଷଣ ଦେଉଥିଲା ବେଳେ ହାର୍ଦ୍ଦିକ ପଟେଲଙ୍କୁ ଚାପୁଡ଼ା, ଭାଇରାଲ୍ ହେଲା ଭିଡ଼ିଓ…

ଗାନ୍ଧୀନଗର: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଶୁକ୍ରବାର ଦିନ ଏକ ସଭାରେ ଭାଷଣ ଦେଉଥିଲା ବେଳେ ଜଣେ ବ୍ୟକ୍ତି ତାଙ୍କୁ ଚାପୁଡ଼ା ମାରିଥିଲେ । ଏହି ଦୃଶ୍ୟର ଭିଡ଼ିଓ କ୍ଲିପ୍ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେବାରେ ଲାଗିଛି । #WATCH Congress leader...

ପରଲୋକରେ ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ ଜୀ ଟଣ୍ଡନ

ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ ଜୀ ଟଣ୍ଡନଙ୍କ ଦେହାନ୍ତ । ୮୫ ବର୍ଷ ବୟସରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ପରଲୋକ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଲାଲ ଜୀ ଟଣ୍ଡନଙ୍କ ପୁଅ ଆଶୁତୋଷ ଟଣ୍ଡନ ।...

ଆନ୍ତଃରାଜ୍ୟ ପୋଲିସ ସମନ୍ୱୟ ବୈଠକରେ ସାମିଲ ହେଲେ ୬ଟି ରାଜ୍ୟର ପୋଲିସ

ଭୁବନେଶ୍ୱର : ଆଗାମୀ ସାଧାରଣ ନିର୍ବାଚନକୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଶୁକ୍ରବାର ଦିନ ଛଅଟି ରାଜ୍ୟର ବରିଷ୍ଠ ପୋଲିସ ପ୍ରତିନିଧିମାନଙ୍କୁ ନେଇ ଆନ୍ତଃରାଜ୍ୟ ପୋଲିସ ସମନ୍ୱୟ ବୈଠକ ଆରମ୍ଭ ହୋଇଛି । ମିଳିଥିବା ସୂଚନାନୁଯାୟୀ ଏହି ବୈଠକରେ ଓଡିଶା ସମେତ ଝାଡଖଣ୍ଡ,...

ଟ୍ରେନ ଲାଇନ କଡରୁ ମିଳିଲା ତେଲେଙ୍ଗାନାର ୬ ବର୍ଷୀୟା ଦୁଷ୍କର୍ମ ଅଭିଯୁକ୍ତର ଶବ !

ହାଇଦ୍ରାବାଦ: ତେଲେଙ୍ଗାନାର ବହୁ ଚର୍ଚ୍ଚିତ ୬ ବର୍ଷୀୟା ବାଳିକା ଦୁଷ୍କର୍ମ ଓ ହତ୍ୟାର ମୁଖ୍ୟ ଅଭିଯୁକ୍ତର ଶବ ରେଳ ଲାଇନ କଡରେ ମିଳିଛି । ତେଲେଙ୍ଗାନା ଡିଜିପି ଶବ ଅଭିଯୁକ୍ତ ପି ରାଜୁ (୩୦ ବର୍ଷ)ର ବୋଲି ସ୍ପଷ୍ଟ କରିଛନ୍ତି । ଶରୀରର...

ଆଜି ପ୍ରକାଶ ପାଇବ NEET ପରୀକ୍ଷାଫଳ, ଏମିତି ଜାଣିବେ ରେଜଲ୍ଟ

ନୂଆଦିଲ୍ଲୀ: ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜି ବାହାରିବା ପ୍ରବେଶିକା ପରୀକ୍ଷାଫଳ । ଛାତ୍ରଛାତ୍ରୀ ntaneet.nic.in କିମ୍ୱା mcc.nic.in ଓ୍ୱେବସାଇଟରୁ ନିଜ ରେଜଲ୍ଟ ଜାଣିପାରିବେ । ଏନେଇ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା ଏନଟିଏ ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯିବ । ସର୍ବଭାରତୀୟସ୍ତରରେ ମେଡିକାଲ...

ପେଗାସସ ମାମଲା, ଅଭିଯୋଗକୁ ଭିତ୍ତିହୀନ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ପେଗାସସ ଜାସୁସୀ ମାମଲା ବିଭିନ୍ନ କପୋଳକଳ୍ପିତ ତଥ୍ୟ ଉପରେ ଆଧାରିତ ଏବଂ ତଥାକଥିତ ମିଡିଆ ରିପୋର୍ଟ ଅନୁସାରେ ପର୍ଯ୍ୟବେଶିତ । ଏହାର କୌଣସି ଭିତ୍ତି ନାହିଁ । ଏହାର ସତ୍ୟତା ଯାଞ୍ଚ ଲାଗି ଏକ ବିଶେଷଜ୍ଞ କମିଟି ଗଠନ କରାଯିବ...

ରସ୍ ଟେଲରଙ୍କ ବିସ୍ଫୋରକ ଶତକ; ଭାରତକୁ ୪ ୱିକେଟରେ ପରାସ୍ତ କଲା ନ୍ୟୁଜିଲାଣ୍ଡ

ହାମିଲଟନ: ଷ୍ଟାର୍ ବ୍ୟାଟ୍ସମ୍ୟାନ ରସ୍ ଟେଲରଙ୍କ ଧୁଆଁଧାର ବ୍ୟାଟିଂ ବଳରେ ଆଜି ଅନୁଷ୍ଠିତ ହୋଇଥିବା ୧ମ ଦିନିକିଆ ମ୍ୟାଚରେ ଭାରତକୁ ୪ ୱିକେଟରେ ପରାସ୍ତ କରିଛି କିୱିଦଳ । Tough day at the office but we hope to come back...

ଜୁନ୍‌୧ରୁ ଗଡିବ ୨ଶହ ଟ୍ରେନ୍‌, ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ: ଜୁନ ୧ରୁ ପୁଣି ଥରେ ଭାରତୀୟ ରେଳବାଇର ୨୦୦ଟି ଯାତ୍ରୀବାହୀ ରେଳ ସେବା ଆରମ୍ଭ ହେବ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଏବଂ ଗୃହ ମନ୍ତ୍ରାଳୟର ସହିତ ପରାମର୍ଶ କରି ରେଳ ମନ୍ତ୍ରାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ...

ମହାବାତ୍ୟାରୁ ଖସି ଅତିଭୀଷଣ ବାତ୍ୟାରେ ପରିଣତ ହେଲା ‘ଅମ୍ଫାନ’

ଭୁବନେଶ୍ୱର: ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ଅମ୍ଫାନ । ଏହା ମହାବାତ୍ୟାରୁ ଖସି ଅତିଭୀଷଣ ବାତ୍ୟାରେ ପରିଣତ ହୋଇଛି । ସମୁଦ୍ରରେ ଏହାର ବେଗ ବଢ଼ିଛି । ଘଣ୍ଟାକୁ ୧୫ କିମି ବେଗରେ ସ୍ଥଳ ଭାଗ ଆଡକୁ ଗତି କରୁଛି ବୋଲି...

‘ଗଡସେ୍’ ଟିପ୍ପଣୀ ଦେଇଥିବା ୩ ବିଜେପି ନେତାଙ୍କୁ ସ୍ପଷ୍ଟୀକରଣ ମାଗିଲେ ଅମିତ ଶାହ

ନୂଆଦିଲ୍ଲୀ : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ସମର୍ଥନ କରି ଅଡୁଆରେ ଫସିଛନ୍ତି ୩ ବିଜେପି ନେତା । ଏହି ମନ୍ତବ୍ୟ ଲାଗି ସେମାନଙ୍କୁ ୧୦ ଦିନ ଭିତରେ ସ୍ପଷ୍ଟିକରଣ ଦେବା ପାଇଁ କହିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ...

ସାହିତ୍ୟ