Latest Odisha News

BREAKING NEWS

Browsing Category

ଫିଚର

ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର

ଭଦ୍ରକ: ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ। ସ୍ଥାନୀୟ ଜେନା ସାହିରେ ଆକ୍ରମଣର ଶିକାର ହୋଇ ଜଣେ କୁକୁଡ଼ା ଦୋକାନୀ ଲକ୍ଷ୍ମୀଧର ଜେନାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ପର୍ଶୁରାମ ଜେନା ଗୁରୁତର ଆହତ ହୋଇଛନ୍ତି। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜେନା ସାହିରେ ପୁରୁଣା…

୨ ହଜାରରୁ ଅଧିକ UPI ନେଣଦେଣ କଲେ ଲାଗିବ କି ଚାର୍ଜ, ଜାଣନ୍ତୁ କଣ ରହିଛି ନୂଆ ନିୟମ…

ନୂଆଦିଲ୍ଲୀ: ବ୍ୟାଙ୍କ କିମ୍ବା ପେମେଣ୍ଟ ସିଷ୍ଟମ ପ୍ରଦାନକାରୀମାନେ ୨ ହଜାର ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ବ୍ୟବହାର କରି କରାଯାଇଥିବା ପେମେଣ୍ଟ ଉପରେ କୌଣସି ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଶୁଳ୍କ ଆଦାୟ କରିପାରିବେ ନାହିଁ। ୨ ହଜାରରୁ ଅଧିକ UPI ପେମେଣ୍ଟ ପାଇଁ ପଥ…

ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି

ଭୁବନେଶ୍ୱର: ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅକ୍ଟୋବର ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏନେଇ ମଙ୍ଗଳବାର ଦିନ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ଆମେ ଏନେଇ ଏକ ପ୍ରସ୍ତାବ ପଠାଇଛୁ। ରାହୁଲ ଗାନ୍ଧୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା…

ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ଉଦ୍ଧାର କରାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନଙ୍କ ମାନସିକ ଚାପ ହ୍ରାସ କରିବା ଉଦ୍ଦେଶ୍ୟରେ ସେମାନଙ୍କୁ ଏକ ଖୋଲା ଆକାଶ ତଳକୁ ସ୍ଥାନାନ୍ତର କରିବା ନେଇ ବିଚାରବିମର୍ଶ କରୁଛନ୍ତି। ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ…

Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ନୂଆଖାଇ ପର୍ବ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସାହ ଓ ଉଦ୍ଦୀପନାରେ ମୁଖରିତ ହୋଇଉଠିଥିବା ବେଳେ ସମ୍ବଲପୁରସ୍ଥିତ ମା’ ସମଲେଶ୍ୱରୀଙ୍କ ନିକଟରେ 'ନବାନ୍ନ' ଲାଗି କରାଯାଇଛି। ଚଳିତ ଋତୁର ପ୍ରଥମ ନୂଆ ଚାଉଳରୁ ପ୍ରସ୍ତୁତ ଅନ୍ନକୁ ନବାନ୍ନ ରୂପେ ମାଙ୍କ ନିକଟରେ ଲାଗି କରାଯାଇଛି। ଏହି…

ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…

ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦରରେ ଆବଶ୍ୟକୀୟ ଇମିଗ୍ରେସନ୍ କ୍ଲିୟରାନ୍ସ ବିନା ଭାରତରୁ ତିନି ଜଣ ବିଦେଶୀ ନାଗରିକଙ୍କ ପ୍ରସ୍ଥାନ ଘଟଣାରେ କେନ୍ଦ୍ର ସରକାର ଏୟାର ଇଣ୍ଡିଆକୁ ସମନ ଜାରି କରିଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ (MoCA) "ଗମ୍ଭୀର ସୁରକ୍ଷା ଏବଂ ଇମିଗ୍ରେସନ୍ ତ୍ରୁଟି"…

୧୯ରୁ ଫେରିଯିବ ମୌସୁମୀ ବାୟୁ…

ଭୁବନେଶ୍ୱର: ଦେଶର ଅନେକ ସ୍ଥାନରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖରେ ଉତ୍ତର-ପୂର୍ବ, ଉତ୍ତର ଭାରତ ଏବଂ ପୂର୍ବ ଭାରତର ଅନେକ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। IMD ଅନୁଯାୟୀ, ସେପ୍ଟେମ୍ବର ୧୯ ତାରିଖ…

ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ

ଭୁବନେଶ୍ୱର: ନୂଆଖାଇ ପାଇଁ ଆଜି ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର । କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ପ୍ରତି ଘରେ ଘରେ ପାଳନ ହେଉଛି ପର୍ବ ପର୍ବାଣି। ଏହି ଅବସରରେ ପଶ୍ଚିମ ଓଡ଼ିଶାର ପୁରପଲ୍ଲୀଠାରୁ ସହର ପର୍ଯ୍ୟନ୍ତ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ନୂଆଖାଇ ଅବସରରେ ରାଷ୍ଟ୍ରପତି…

୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%

ନୂଆଦିଲ୍ଲୀ: ଦେଶରେ ମୁଦ୍ରାସ୍ଫୀତି ପୁଣି ଥରେ ସାଧାରଣ ଲୋକଙ୍କ ପକେଟ ଉପରେ ବୋଝ ବଢାଇ ଦେଇଛି। ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୨ ପ୍ରତିଶତକୁ ବୃଦ୍ଧି ପାଇଛି। ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି କାରଣରୁ ନିୟନ୍ତ୍ରଣ ବାହାରେ ଖୁଚୁରା ମୁଦ୍ରାସ୍ଫୀତି। ସୋମବାର ପ୍ରକାଶିତ ସରକାରୀ ତଥ୍ୟ…

ଆତ୍ମ ସମର୍ପଣ କଲେ ତରୁଣ ତେଜପାଲ

ନୂଆଦିଲ୍ଲୀ: ନ୍ୟୁଜ ମାଗାଜିନ୍ ତେହେଲକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲ ସୋମବାର ଗୋଆ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ତାଙ୍କୁ ୨୦୧୩ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଆତ୍ମସମର୍ପଣ…