Latest Odisha News

BREAKING NEWS

Browsing Category

ଫିଚର

ଶରଧାବାଲିରେ ପହଞ୍ଚିଲା ୩ ରଥ

ପୁରୀ: ଶ୍ରୀ ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ…

ଆସ୍ଥା ଭୋଟରେ ବିଜୟୀ ହେଲେ ହେମନ୍ତ ସୋରେନ

ରାଞ୍ଚି: ବିଧାନସଭାରେ ବହୁମତର ପ୍ରମାଣ ଦେଲ‌େ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋମବାର ଦିନ ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ। ସୂଚନା ଅନୁଯାୟୀ, ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାରେ ହେମନ୍ତ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ…

ବର୍ଷାରେ ବେହାଲ୍ ମୁମ୍ବାଇ; ଯାତାୟତ ବାଧାପ୍ରାପ୍ତ, ଶିକ୍ଷାନୁଷ୍ଠାନ ବନ୍ଦ

ମୁମ୍ବାଇ: ମୁମ୍ବାଇରେ ଜୋରଦାର୍ ବର୍ଷା ଯୋଗୁଁ ଜଳମଗ୍ନ ହୋଇପଡିଛି ସାରା ସହର। ଯାହାଫଳରେ ତଳିଆ ଅଞ୍ଚଳରେ ପାଣି ମାଡ଼ି ଯାଇଛି। ଆନ୍ଧେରି, କୁର୍ଲା, ଭଣ୍ଡୁପ୍, କିଙ୍ଗ୍ ସର୍କଲ୍ ଏବଂ ଦାଦର ସମେତ ଅନେକ ଅଞ୍ଚଳ ପାଣି ଘେରରେ ଫସିଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ସହର ସାରା…

ବଂଶୀ ବାଦକରୁ ବିକ୍ରେତା ସୁଭାଷ

କୁହାଯାଏ ଆବଶ୍ୟକତା ହିଁ ଆବଶ୍ୟକତା ହିଁ ଉଦ୍ଭାବନର ଜନନୀ । ଆଜିର ସଫଳ କାହାଣୀ ହେଉଛି ସୁଭାଷଙ୍କର । ସୁଭାଷ ହେଉଛନ୍ତି ଉସ୍ତାଦ ଫହୀମୁଲ୍ଲା ଖାନଙ୍କ ଶିଷ୍ୟ। ୧୯୮୮ମସିହାରେ ତାଙ୍କ ଠାରୁ ସୁଭାଷ ଶିଖିଥିଲେ ବଂଶୀ ବାଦନ। ଏହାପରେ ସଙ୍ଗୀତରେ ସେ ସ୍ନାତକୋତ୍ତର କଲେ ଓ ଆକାଶବାଣୀ ପାଟନାରେ…

୫୮ଟି ସବ-ଡିଭିଜନରେ ହେବ କୋଲ୍ଡ ଷ୍ଟୋର୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କୃଷକ ମାନଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଭିନ୍ନ କୃଷକ ସଂଗଠନ ସହିତ ଆଲୋଚନା କରି ଅନେକ ନିଷ୍ପତ୍ତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମ‌ୋହନ ମାଝି। ପିଏମ. କିସାନ ଯୋଜନାରେ ଯେଉଁମାନେ ଯୋଗ୍ୟ ହିତାଧିକାରୀ ଅଛନ୍ତି କିନ୍ତୁ ସାମିଲ ହୋଇପାରି ନାହାଁନ୍ତି, ସମସ୍ତଙ୍କୁ ସାମିଲ…

କାଲିଠୁ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଜୁଲାଇ ୭ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ସ୍ଥାନରେ ୟେଲୋ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବୋଲଗଡର ଜଣେ କନିଷ୍ଠ ଯନ୍ତ୍ରୀ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫସିଛନ୍ତି। ବୋଲଗଡ ବ୍ଲକ ଗ୍ରାମ ପଞ୍ଚାୟତ ବୈଷୟିକ ସହାୟକ (JE) ଭାବରେ କାର୍ଯ୍ୟ କରୁଥିଲେ ନୃସିଂହ ନାଥ ପ୍ରଧାନ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକର ଖଙ୍ଗୁରିଆ ଗ୍ରାମ ପଞ୍ଚାୟତର…

ସ୍ଥଗିତ ରହିଲା ନିଟ୍‌ ୟୁଜି କାଉନସେଲିଂ

ନୂଆଦିଲ୍ଲୀ: ସ୍ଥଗିତ ରହିଲା NEET-UG କାଉନସେଲିଂ। ଜାତୀୟ ପରୀକ୍ଷା ଏଜେନ୍ସି କାଉନସେଲିଂକୁ ସ୍ଥଗିତ ରଖିଛି। ଏନେଇ ଖୁବ୍ ଶୀଘ୍ର ନୂଆ ତାରିଖ ଘୋଷଣା କରାଯିବ ବୋଲି ଏଜେନ୍ସି କହିଛି। ନିଟ୍‌ ୟୁଜି ପାଇଁ କାଉନସେଲିଂ ଶନିବାର ଦିନ ହେବାର ଥିଲା। ମେଡିକାଲ ପ୍ରବେଶିକା ପରୀକ୍ଷାରେ ପେପର୍ ଲିକ୍…

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ସମସ୍ତ ପ୍ରାଧିକରଣର ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା ସରକାର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଓଡିଶାର ସମସ୍ତ ନଅଟି ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ସେ ବର୍ତ୍ତମାନ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ), କଟକ ଉନ୍ନୟନ ପ୍ରାଧିକରଣ (ସିଡିଏ), ବ୍ରହ୍ମପୁର…

ରଥଯାତ୍ରା ପାଇଁ ଗଡ଼ିବ ସ୍ୱତନ୍ତ୍ର ବସ୍

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪…