Latest Odisha News

BREAKING NEWS

Browsing Category

ଫିଚର

ମନୀଷ ସିସୋଦିଆଙ୍କ ୫୨ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ତାଙ୍କ ପତ୍ନୀ ଓ ଅନ୍ୟ ୩ଜଣ ଅଭିଯୁକ୍ତଙ୍କର ୫୨.୨୪ କୋଟି ଟଙ୍କା ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ସିସୋଦିଆ ଓ ତାଙ୍କ ପତ୍ନୀ ସୀମାଙ୍କ ନାମରେ ଥିବା ୭୦…

ଭାରସାମ୍ୟ ହରାଇ ଟ୍ରେନ୍ ଲାଇନକୁ ମାଡ଼ିଗଲା ବସ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର: ଭାରସାମ୍ୟ ହରାଇ ଟ୍ରେନ ଲାଇନକୁ ମାଡ଼ିଗଲା ବସ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଆଜି ଭୋର ସମୟରେ ସମ୍ବଲପୁର ଜିଲ୍ଲା ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଲୱେ ଟ୍ରାକ ନିକଟକୁ ବସ ମାଡ଼ି ଯାଇଥିବା ସୂଚନା ମିଳିଛି । ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ବଡ ଦୁର୍ଘଟଣାରୁ…

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ, ଆରମ୍ଭ ହେଲା ମତଦାନ

କୋଲକାତା: ଆଜି ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ। ନିର୍ବାଚନ ପାଇଁ ସକାଳୁ ଆରମ୍ଭ ହୋଇଯାଇଛି ମତଦାନ। କଡ଼ା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ହେଉଛି ମତଦାନ। ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା ଅନୁସାରେ ୨୨ଟି ଜିଲ୍ଲାର ଜିଲ୍ଲା ପରିଷଦ, ପଞ୍ଚାୟତ ସମିତି ଓ ଗ୍ରାମ ପଞ୍ଚାୟତ ଲାଗି ଆରମ୍ଭ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ, ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ…

ନିଷିଦ୍ଧାଞ୍ଚଳରେ ମତ୍ସ୍ୟଜୀବୀ ମୃତ୍ୟୁ ଘଟଣା, ବାଲେଶ୍ବର ଏସପି ଓ ଜିଲ୍ଲାପାଳଙ୍କୁ ସମନ କଲା ଏନଏଚଆରସି

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ଡିଆରଡିଓର ନିଷିଦ୍ଧାଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିସନ୍ (ଏନଏଚଆରସି) ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କୁ ସମନ୍ ଜାରି କରିଛନ୍ତି। ଘଟଣା ସମ୍ପର୍କରେ ଆବଶ୍ୟକ ରିପୋର୍ଟ ଦେବାରେ ବିଫଳ ହୋଇଥିବାରୁ ଏହି ଦୁଇ ଅଧିକାରୀଙ୍କୁ…

ଛତୁ ଆଣିବାକୁ ଯାଇଥିବା ବେଳେ ଦିବ୍ୟାଙ୍ଗ ଝିଅଟିକୁ ଦଳି ଦେଲା ଦନ୍ତା ହାତୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଏକ ଜଙ୍ଗଲରେ ଶୁକ୍ରବାର ଜଣେ ଶ୍ରବଣ ଶକ୍ତି ହରାଇଥିବା ନାବାଳିକାକୁ ହାତୀ ଦଳି ଚକଟି ଦେବାରୁ ଝିଅଟିର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ତେଲକୋଇ ବ୍ଲକ୍ ଅନ୍ତର୍ଗତ ସିରିଆବାହାଲ ଗାଁ ଲୋକେ ନିକଟସ୍ଥ ଜଙ୍ଗଲରୁ…

‘ଓଡିଶାରେ ସରକାର ଗଠନ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ବିଜେପି’

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାରେ ସରକାର ଗଠନ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ଦିନ କହିଛନ୍ତି। ଗୌହାଟୀରୁ ଫେରି ୧୨ଟି ପୂର୍ବ ଓ ଉତ୍ତର-ପୂର୍ବ ରାଜ୍ୟର ବିଜେପି ନେତାଙ୍କ ବୈଠକରେ ଯୋଗ ଦେଇଥିବା ମନମୋହନ ସାମଲ…

୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି । ରେଳବାଇର ସେକ୍ସନ୍ ଇଞ୍ଜିନିୟର…