Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା ପରିମାଣ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପାଇଁ ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି…

ଗୌଡ଼ଗାଁରୁ ଖାଲି ହାତରେ ଫେରିଲା ପୋଲିସ: କୁଆଡେ ଗଲେ ଏସିଏଫ ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟାଭାରତୀ ?

ଭୁବନେଶ୍ୱର:କୁଆଡେ ଗଲେ  ACF ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟା ଭାରତୀ ? ତାଙ୍କ ବିରୋଧରେ ଏନବିଡବ୍ଲୁ ଜାରି ହେବା ପରେ ପୋଲିସ ତାଙ୍କୁ ଖୋଜୁଛି । ହେଲେ କାହିଁକି ପାଉନି ? ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ କୋର୍ଟ ନିର୍ଦ୍ଦେଶ ପାଇବା ପରେ ପୁଣି ତତ୍ପରତା ଦେଖାଇଛି ପୋଲିସ ।…

ସାମ୍ନାକୁ ଆସିଲା ବାହାନଗା ଟ୍ରେନ ଟ୍ରାଜେଡି ପଛର ସାଂଘାତିକ ତଥ୍ୟ; ଦୁର୍ଘଟଣା ପଛରେ ରହିଛି ଏକାଧିକ ତ୍ରୁଟି

ଭୁବନେଶ୍ୱର: ସାମ୍ନାକୁ ଆସିଲା ବାହାନଗା ଟ୍ରେନ ଦୁର୍ଘଟଣା ପଛର ସାଂଘାତିକ ତଥ୍ୟ । ରିପୋର୍ଟ ଦେଲେ ରେଲୱେ ସୁରକ୍ଷା କମିଶନ (CRS )। ଦୁର୍ଘଟଣା ପଛରେ ରହିଛି ବଡ ଧରଣ ତ୍ରୁଟି । ସିଗନାଲିଂ ଏବଂ ଦୂରସଞ୍ଚାର ବିଭାଗର ତ୍ରୁଟି ପାଇଁ ଘଟିଗଲା ଏତେ ବଡ଼ ଟ୍ରେନ ଦୁର୍ଘଟଣା । ରିପୋର୍ଟରେ ଦୁର୍ଘଟଣା…

ତ୍ୱଚାକୁ ଚମକାଏ ଚିନାବାଦାମ, ଜାଣନ୍ତୁ ଏହାକୁ ଖାଇବାର ଉପଯୁକ୍ତ ପ୍ରଣାଳୀ

ଚିନାବାଦାମ ସେବନ ଦ୍ୱାରା ଆମ ତ୍ୱଚାକୁ ଅନେକ ଫାଇଦା ମିଳିଥାଏ । ଚିନାବାଦାମରେ ପୋଟାସିୟମ, ଫାଇବର, ପ୍ରୋଟିନ, ଭିଟାମିନ-ବି, ମ୍ୟାଗ୍ନେସିୟମର ମାତ୍ରା ଭରପୁର ଥାଏ । ଚିନାବାଦାମ ଆମ ତ୍ୱଚାର ସୁନ୍ଦରତା ବଢ଼ାଇବା ସହ ତ୍ୱଚାରେ ଦେଖାଯାଉଥିବା ଅନେକ ସମସ୍ୟାର ମଧ୍ୟ ସମାଧାନ କରିଥାଏ । ଶରୀରରେ…

ଆଜିଠାରୁ ଆରମ୍ଭ ପବିତ୍ର ଶ୍ରାବଣ ମାସ, ଜାଣନ୍ତୁ କାଉଡ଼ିଆ ଯାତ୍ରାର ମହତ୍ତ୍ୱ

ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଶ୍ରାବଣ ମାସ । ହିନ୍ଦୁ ଧର୍ମ ଅନୁସାରେ ଶ୍ରାବଣ ମାସର ରହିଛି ବିଶେଷ ମହତ୍ବ । ଏହି ମାସଟି ବର୍ଷର ସବୁଠାରୁ ଶୁଭ ମାସ ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ । କୁହାଯାଏ, ଶ୍ରାବଣ ମାସ ଭଗବାନ ଶିବଙ୍କ ପ୍ରିୟ ମାସ ଅଟେ, ତେଣୁ ଏହି ମାସରେ ମହାଦେବଙ୍କୁ…

ଧାରା ୩୭୦ ଉଚ୍ଛେଦ ଉପରେ ଜୁଲାଇ ୧୧ ରେ ସୁପ୍ରିମକୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ: ଧାରା ୩୭୦ ଉଚ୍ଛେଦ ଉପରେ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଜୁଲାଇ ୧୧ରେ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଏହି ଶୁଣାଣିକୁ ସ୍ୱାଗତ କରିଛନ୍ତି ଜମ୍ମୁ କାଶ୍ମୀରର ରାଜନେତା। ସେମାନେ କହିଛନ୍ତି ଯେ ଶୁଣାଣି ସଠିକ୍ ଦିଗରେ ହେବ ବୋଲି ଆଶା କରୁଛୁ। ସିଜେଆଇ ଡି.ଓ୍ବାଇ…

ପୋଖରୀ ହୁଡ଼ା ରେ ଦୁର୍ବିସହ ଜୀବନ, ହିତାଧିକାରୀଙ୍କ ପାଇଁ ଆବାସ ଯୋଜନା ସାତସପନ

ଖଡ଼ିଆଳ: ମୁଣ୍ଡ ଉପରେ ଛାତ ଘର, ଖରା ବରଷା କୁ ନାହିଁ ଡ଼ର । ସରକାରଙ୍କ ଏହି ନାରା ଏବେ ପାଣିର ଗାର ସଦୃଶ । ଆବାସ ଯୋଜନା ହେଉ କିମ୍ବା ବିଜୁ ପକ୍କା ଘର, ଗରିବଙ୍କ ପାଇଁ ଅନେକ କଲ୍ୟାଣ କାରୀ ଯୋଜନା ହୋଇଥିଲେ ମଧ୍ୟ ସ୍ଥାନୀୟ ଜନ ପ୍ରତିନିଧି ତଥା ପ୍ରଶାସନର ଦୂରଦୃଷ୍ଟି ଅଭାବରୁ ଏସବୁ ରୁ ବଞ୍ଚିତ…

ଆଜି ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ, ଭର୍ଚ୍ଚୁଆଲି ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଭାରତର ଅଧ୍ୟକ୍ଷତାରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀ ଭର୍ଚ୍ଚୁଆଲି କରାଯିବ। ଆଜି ଭର୍ଚ୍ଚୁଆଲି ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀକୁ ସମ୍ବୋଧିତ କରିବା ସହ ଅଧ୍ୟକ୍ଷତା କରିବା…

ଡାକ୍ତରଖାନା ଭିତର ଡ୍ରେନ କଡ଼ରେ ପ୍ରସବ, ମୃତ ଶିଶୁପୁତ୍ର ଜନ୍ମ

ମୟୂରଭଞ୍ଜ: ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଡାଇରିଆ ରୋଗରେ ଆକ୍ରାନ୍ତ ରୋଗୀ। ହେଲେ ଘଟିଗଲା ଅଘଟଣ। ହଠାତ୍ ମହିଳା ଜଣକ ଡାଇରିଆ ୱାର୍ଡ ବାହାରେ ଥିବା ଡ୍ରେନ ନିକଟରେ ଜନ୍ମ ଦେଲେ ଏକ ମୃତ ଶିଶୁ ପୁତ୍ର। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଉଦଳା ଡାକ୍ତରଖାନାରେ। ଶରତ ଥାନା…

ମନ୍ତ୍ରିମଣ୍ଡଳ ଅଦଳ ବଦଳ ଚର୍ଚ୍ଚା ଭିତରେ ବସିଲା କ୍ୟାବିନେଟ ବୈଠକ, ପ୍ରସ୍ତୁତ ହେଲା ୨୦୨୪ର ରୋଡମ୍ୟାପ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଦିଲ୍ଲୀର ପ୍ରଗତି ମଇଦାନରେ ନବନିର୍ମିତ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ବୈଠକ କରିଛନ୍ତି। ଏହି ସମୟରେ ମୋଦୀ ସମସ୍ତ ମନ୍ତ୍ରୀଙ୍କ ସହ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।…