Latest Odisha News

BREAKING NEWS

Browsing Category

ଫିଚର

ସବୁଠୁ ବଡ କାଞ୍ଜି ବରା: ଯାହାର ଓଜନ ୫ କିଲୋ, ଚଉଡ଼ା ଅଢେଇ ଫୁଟ୍

ରାଜସ୍ଥାନ: ରାଜସ୍ଥାନର ବିକାନେର୍ ସହର ହେଉଛି ଖାଦ୍ୟପ୍ରେମୀଙ୍କ ସହର ଭାବେ ପରିଚିତ । ନୂଆ ନୂଆ ଖାଦ୍ୟ ପ୍ରସ୍ତୁତ କରି ଏଠାକାର ଲୋକମାନେ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସିଛନ୍ତି । ଏଠାରେ ଏପରି ଜଣେ ବ୍ୟକ୍ତି ଅଛନ୍ତି, ଯିଏ ନୂଆ ନୂଆ ଖାଦ୍ୟ ପ୍ରସ୍ତୁତ କରି ସାରା ବିଶ୍ୱରେ ପ୍ରସିଦ୍ଧ ହେବା ସହ…

ମାଲକାନଗିରି ଜିଲ୍ଲାରେ ୨୧ଟି ରାସ୍ତା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୧୫୮ କୋଟି

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାରେ ସୁଦୃଢ଼ ହେବ ଯୋଗାଯୋଗ ଭିତ୍ତିଭୂମି । ଜିଲ୍ଲାରେ ୧୫୮ କୋଟି ଟଙ୍କା ବ୍ୟୟରେ ୨୧ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମ୍ୟ ଉନ୍ନୟନ ବିଭାଗ ମାଧ୍ୟମରେ ମାଲକାନଗିରି ଜିଲ୍ଲାରେ ୨୧ଟି ପ୍ରକଳ୍ପରେ ୧୭୨.୫୩…

ରିଲିଜ ପାଇଁ ଦି କେରଳ ଷ୍ଟୋରୀକୁ ମିଳୁନି ଓଟିଟି ପ୍ଲାଟଫର୍ମ

ମୁମ୍ବାଇ: ସୁଦୀପ୍ତୋ ସେନ ନିର୍ଦ୍ଦେଶିତ ଦି କେରଳ ଷ୍ଟୋରୀ ବକ୍ସ ଅଫିସରେ ବ୍ଲକବଷ୍ଟର ସାବ୍ୟସ୍ତ ହୋଇଛି । ଅଦା ଶର୍ମାଙ୍କ ଅଭିନୟ ଏବଂ ଫିଲ୍ମର କାହାଣୀ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା । ଥିଏଟରରେ ଝଡ ସୃଷ୍ଟି କରିବା ପରେ ଏହି ଫିଲ୍ମ ଓଟିଟିରେ ରିଲିଜ କରିବା ପାଇଁ ମେକର୍ସଙ୍କ ପକ୍ଷରୁ ଉଦ୍ୟମ…

୨୬ ଘଣ୍ଟା ସୂର୍ଯ୍ୟ ନମସ୍କାର କରି ବିଶ୍ୱ ରେକର୍ଡ କଲେ ଛାତ୍ରଛାତ୍ରୀ

ଯୋଧପୁର: ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଜୁନ୍ ୨୧ରେ ଯୋଗ ଦିବସ ପାଳନ କରାଯାଇଛି । ଯୋଗ ଦିବସ ପାଳନ ପରେ ଲୋକମାନଙ୍କ ମଧ୍ୟରେ ଯୋଗ ବିଷୟରେ ସଚେତନତାର ଧାରା ମଧ୍ୟ ବୃଦ୍ଧି ପାଇଛି । ଅନେକ ଲୋକ ଯୋଗକୁ ନେଇ ମଧ୍ୟ ଅଭିନବ ପ୍ରୟାସ କରୁଛନ୍ତି । ଯୋଗରେ ବିଭିନ୍ନ ଆସନ ମଧ୍ୟରୁ ସୂର୍ଯ୍ୟ ନମସ୍କାର…

ରେଡ ୨ରେ ପୁନର୍ବରେ ଏକତ୍ର ହେବେ ଅଜୟ ଓ ରାଜକୁମାର

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅଜୟ ଦେବଗାନ ଓ ନିର୍ଦ୍ଦେଶକ ରାଜକୁମାର ଗୁପ୍ତା ରେଡ ୨ ଉପରେ କାମ ଆରମ୍ଭ କରି ଦେଇଛନ୍ତି । ଦୃଶ୍ୟମ ସିକ୍ୱେଲର ସଫଳତା ପରେ ଅଜୟ ଏହି ଫିଲ୍ମ ନେଇ ଆଗ୍ରହ ପ୍ରକାଶ କରିଥିଲେ । ଏହା ବାସ୍ତବିକ ଜୀବନର ଘଟଣା ଉପରେ ଆଧାରିତ ହେବ । ପ୍ରସ୍ତୁତ ସ୍କ୍ରିପ୍ଟ ନେଇ ମଧ୍ୟ…

ପ୍ରଥମ ଟେଷ୍ଟ ପୂର୍ବରୁ କିଙ୍ଗଷ୍ଟନ ଓଭାଲରେ ଅଭ୍ୟାସ କରିବ ଟିମ ଇଣ୍ଡିଆ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ୱେଷ୍ଟଇଣ୍ଡିଜ ଗସ୍ତ ନେଇ ତାଜା ତଥ୍ୟ ସମ୍ମୁଖକୁ ଆସିଛି । ରିପୋର୍ଟ ମୁତାବକ ଡୋମିନିକାରେ ହେବାକୁ ଥିବା ପ୍ରଥମ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆ କିଙ୍ଗଷ୍ଟନ ଓଭାଲରେ ସପ୍ତାହ ବ୍ୟାପୀ ଅଭ୍ୟାସ କରିବେ । ଭାରତ ଏହି ଗସ୍ତରେ ୩ଯାକ ଫର୍ମାଟରେ ସିରିଜ ଖେଳିବ ।…

ଫରେଷ୍ଟରଙ୍କୁ ଗୁଳି ଘଟଣା, ୧୦ ଜଣଙ୍କୁ ଗିରଫ କଲା ମୟୂରଭଞ୍ଜ ପୋଲିସ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ବେଆଇନ୍ ଭାବେ ଶିକାର ବେଳେ ଗୁଳିମାଡ଼ରେ ଫରେଷ୍ଟରଙ୍କ ମୃତ୍ୟୁ ମାମଲାରେ ପୋଲିସକୁ ସଫଳତା ମିଳିଛି । ଆଜି ମାମଲାରେ ମୟୂରଭଞ୍ଜ ପୋଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଅସ୍ତ୍ରଶସ୍ତ୍ର ଜବତ କରିଛି । ପୋଲିସର ସୂଚନା ଅନୁସାରେ, ଗିରଫ ସମସ୍ତ ଅଭିଯୁକ୍ତ…

୫ କିଙ୍ଗ୍ କୋବ୍ରାକୁ ଚୁମ୍ବନ କଲେ ଯୁବକ,ଲୋକେ ଆଶ୍ଚର୍ଯ୍ୟ

ସାପ ଏପରି ଏକ ପ୍ରାଣୀ, ଯାହାକୁ ଦୂରରୁ ଦେଖିଲେ ମଧ୍ୟ ସମସ୍ତେ ଭୟଭୀତ ହୋଇପଡ଼ନ୍ତି । କେବଳ ମଣିଷ ନୁହଁନ୍ତି, ଅନେକ ପଶୁ ମଧ୍ୟ ଦେଖିବା ପରେ ସେମାନଙ୍କ ପଥ ପରିବର୍ତ୍ତନ କରି ନିଅନ୍ତି । କାରଣ ସାପ କାମୁଡ଼ିବା ଦ୍ୱାରା ମୃତ୍ୟୁ ହୋଇପାରେ । ସେଥିପାଇଁ ସମସ୍ତେ ସେମାନଙ୍କଠାରୁ ଦୂରେଇ ରହିବାକୁ…

ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ

ଭୁବନେଶ୍ୱର: ୨୭ ବର୍ଷ ପରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ୱତନ୍ତ୍ର କୋର୍ଟ । ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।  ୧୯୯୫ରେ ଭୁବନେଶ୍ୱର ବାସଭବନରୁ ପତ୍ନୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଏହି ମାମଲାରେ ପୂର୍ବତନ ଗୁଣପୁର…

ମୋଦିଙ୍କୁ ଟି-ସର୍ଟ ଉପହାର ଦେଲେ ବାଇଡେନ, ଲେଖାଥିଲା ସ୍ୱତନ୍ତ୍ର ବାର୍ତ୍ତା

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ଜେ ବାଇଡେନ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ବିଶେଷ ଟି-ସର୍ଟ ଉପହାର ଦେଇଛନ୍ତି । ଏହି ଟି ସର୍ଟ ଉପରେ ଏକ ବିଶେଷ ବାର୍ତ୍ତା ଲେଖା ଯାଇଛି । ଏଥିରେ ଉଲ୍ଲେଖ ରହିଛି, ଆମେରିକା ଓ ଭାରତ (AI) ହିଁ ଭବିଷ୍ୟତ ଅଟେ’  । ପରବର୍ତ୍ତୀ ସମୟରେ…