Latest Odisha News

BREAKING NEWS

Browsing Category

ଫିଚର

ଜୁଲାଇ ୮ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜୁଲାଇ ୮ ତାରିଖ ଯାଏଁ ଓଡିଶାର ଅନେକ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଜୁଲାଇ ୪ରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ବରଗଡ,…

ସଫଳ ମହିଳା ଉଦ୍ୟୋଗୀ : କଳ୍ପନା ସରୋଜ

କଠୋର ଅଧ୍ୟବସାୟ , ଦୃଢ ଆତ୍ମ ପ୍ରତ୍ୟୟ ବଳରେ ମଣିଷ ଅସାଧ୍ୟ ସାଧନ କରିପାରେ । ଦୃଢ ଇଚ୍ଛା ଶକ୍ତି ନେଇ କଠିନ ପରିଶ୍ରମ କରିବା ସହିତ ସତ୍ ମାର୍ଗରେ ଚାଲି ନିଜର ଲକ୍ଷ୍ୟ ସାଧନ ସମାଜରେ ନିଜକୁ ପ୍ରତିପାଦିତ କରିବାକୁ ଚାହୁଁଥିବା ମଣିଷକୁ ଈଶ୍ବର ସବୁମତେ ସାହାଯ୍ୟ କରିଥାନ୍ତି, ଏଇ ଉକ୍ତି ର…

ଅନ୍ଧାରିମୁଲକରେ ସୌରଶକ୍ତିର ଭଗୀରଥ : ଚୈତରାମ୍ ପାୱାର୍

ମହାରାଷ୍ଟ୍ରର ଧୂଲେ ଜିଲ୍ଲା, ସଦର ମହକୁମାଠାରୁ ଶହେ କିଲୋମିଟର ଦୂର ଗଲେ ପଡେ ସାକ୍ରୀ ବ୍ଲକର ବାରିପଦା ଗାଆଁ । ତିନିଶହ ହେକ୍ଟର ବ୍ୟାପୀ ବଣ ଜଙ୍ଗଲ ଘେରା ଏଇ ବାରିପଦା ଗାଆଁରେ ବସବାସ କରନ୍ତି ପ୍ରାୟ ଏକ ହଜାରଟି ଜନଜାତି ପରିବାର । ଜଙ୍ଗଲରେ ଭର୍ତ୍ତି ହୋଇଛି ଶାଗୁନ,ଦେବଖୁମ୍ବ,…

ସେବାର ମୂର୍ତ୍ତୀ : ସରସ୍ଵତୀ

ଭୁବନେଶ୍ବର : ଖଣିଜ ସମ୍ପଦରେ ପରିପୂର୍ଣ୍ଣ କେନ୍ଦୁଝର ଜିଲ୍ଲାକୁ ରାଜ୍ୟର ସବୁଠାରୁ ଧନୀ ଜିଲ୍ଲାରେ ଗୋଟିଏ ବୋଲି କୁହାଯାଇପାରେ। ଏହି ଖଣିଜ ସମ୍ପଦରେ ପରିପୂର୍ଣ୍ଣ ଜିଲ୍ଲା ସାରା ଓଡ଼ିଶାର ଅର୍ଥନୀତିକୁ ସମ୍ଭାଳିଛି କହିଲେ ଭୁଲ ହେବ ନାହିଁ। କିନ୍ତୁ ଦୂର୍ଭାଗ୍ୟର କଥା ହେଉଛି ଯୁଗ ଯୁଗ ଧରି ଏହି…

ପୁର ପଲ୍ଲୀରେ ରଜ ମଉଜ, କାହିଁକି ପାଳନ ହୁଏ ରଜ ଜାଣନ୍ତୁ……

ଭୁବନେଶ୍ବର: ଆଜି ରଜ ପାଳୁଛି ଓଡିଶା । ସାରା ରାଜ୍ୟରେ ପହିଲି ରଜ ମଉଜ । ଓଡିଶାର ଝିଅ ବୋହୂମାନେ ସୂର୍ଯ୍ୟ ଉଇଁବା ଆଗରୁ ଗୋଧୋଇ ପାଧୋଇ ରଜ ପାଳନ କରୁଛନ୍ତି । ରଜ ପାନ, ରଜ ଦୋଳି, ସୁନ୍ଦର ସୁନ୍ଦର ଝିଅଙ୍କ ସଜବାଜବରେ ଚଳଚଞ୍ଚଳ ଓଡିଶାର ପ୍ରତିଟି ଘର । ଘରେ ଘରେ ପିଠା ପଣା, ଦୋଳି ଖେଳ,…

ଦିଲ୍ଲୀର ବିଧାନସଭା ନିର୍ବାଚନ ଏକାକୀ ଲଢ଼ିବ ଆମ ଆଦମୀ ପାର୍ଟି

ନୂଆଦିଲ୍ଲୀ: କଂଗ୍ରେସ ସହିତ ମେଂଟ କରି ଆମ ଆଦମୀ ପାର୍ଟି ଲୋକସଭାରେ ନିର୍ବାଚନରେ ଲଢ଼ିଥିଲେ । ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଉଭୟଙ୍କ ରାସ୍ତା ଅଲଗା ହୋଇଛି । ଆପର ବରିଷ୍ଟ ନେତା ଗୋପାଳ ରାୟ କହିଛନ୍ତି ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆପ ଏକାକୀ ଲଢ଼ିବ । ସୂଚନାଯୋଗ୍ୟ, ଆପର…

କର୍ମଜୀବୀ ଲୋକ କିପରି ନେବେ ହୃଦୟର ଯତ୍ନ

ବିଶ୍ୱରେ ହୃଦରୋଗ ସମସ୍ୟା ପାଇବାରେ ଲାଗିଛି। ଖରାପ ଜୀବନଶୈଳୀ, ଖାଦ୍ୟ ଅଭ୍ୟାସ ଏବଂ ଚାପ ରୋଗକୁ ବଢ଼ାଉଛି। କୋଭିଡ୍ କାରଣରୁ ମଧ୍ୟ ହୃଦଘାତ ହେବାର ସମ୍ଭାବନା ଥିବା ଅନୁସନ୍ଧାନରୁ ଜଣାପଡ଼ିଛି। ଏସବୁ ମଧ୍ୟରେ ହୃଦରୋଗର ସବୁଠୁ ବଡ଼ କାରଣ ହେଉଛି ଚାପ। ଆଉ କର୍ମଜୀବୀ ଲୋକମାନେ ବିଶେଷ କରି ଚାପର…

ବିଜୟୀନି ଆସମା

ଶେଖ୍ ଅହମ୍ମଦ, ରାସ୍ତା କଡ଼ରେ ଠିଆ ହୋଇ ଲେମ୍ବୁ ପାଣିର ଠେଲା ଲଗାଏ। ତା’ ନିଜର ଭିଟାମାଟି ଛାଡି କାହିଁ କେଉଁ କାଳରୁ ଆସି ଏଇ ମୁମ୍ବାଇର ଆଜାଦନଗର ରେ ଆଶ୍ରୟ ନେଇଛି ସେ। ମହାନଗରୀ ମୁମ୍ବାଇ, ଇଏ ସମସ୍ତଙ୍କ ସ୍ୱପ୍ନର ମହାନଗର , ଏଠି କାହାର ପେଟ ଅପୋଷା ରହେନା । ସେଇଥିପାଇଁ କିଏ…

ବୁମେରାଂ ହେଲା ଜଗଦ୍ଦେବଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ଅଫିସରଙ୍କ ପାଇଁ ସତର୍କ ଘଣ୍ଟି ?

ଭୁବନେଶ୍ୱର: ନିର୍ବାଚନ ବେଳ ଶେଷ ଥର ପାଇଁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଆସୁଛନ୍ତି । ଶେଷ ପର୍ଯାୟରେ ସମସ୍ତ ବଳ ଲଗାଇ କିଭଳି ଅଧିକ ଆସନ ଓଡିଶାରେ ବିଜେପି ଜିତିବ ସେ ଲକ୍ଷ୍ୟରେ ରହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହାପୂର୍ବରୁ ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ…

ଝାନ୍ସୀଙ୍କ ସଫଳତାର କାହାଣୀ

ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ । ଦୃଢ଼ ଇଚ୍ଛା ଶକ୍ତି ଆଗରେ ବାଧା ବିଘ୍ନ ସବୁ ହାର ମାନନ୍ତି ଓ ସଫଳତାର ବାଟ ସହଜ ହୋଇଯାଏ । ଏଇ ଉକ୍ତି ପରି ଝାନ୍ସୀଙ୍କ ଦୃଢ଼ ଇଚ୍ଛା ଆଗରେ ସବୁ ବିଫଳତା ହାର ମାନିଲା । ତାଙ୍କ ପ୍ରୟାସ ତାଙ୍କୁ କେବଳ ସଫଳତାର ସ୍ୱାଦ ଚଖେଇଲା ନାହିଁ ବରଂ ଅନ୍ୟମାନଙ୍କ ପାଇଁ…