Latest Odisha News

BREAKING NEWS

Browsing Category

ଫିଚର

ବିଜୁଳି କାଟକୁ ନେଇ ବର୍ଷିଲା ବିଜେପି, କହିଲା ‘ଟାଟା ପାୱାର ସହ ଚୁକ୍ତି ବାତିଲ୍ କରୁ ରାଜ୍ୟ ସରକାର’

ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି ସର୍ବଦା ବାଃ ବାଃ ନେଉଥିବାବେଳେ ବିଜୁଳି ସମସ୍ୟା ତାଙ୍କର ଅସଲ ମୁଖାକୁ ପଦାରେ ପକାଇଛି । ଓଡ଼ିଶାରେ ସର୍ବଦା ଅଘୋଷିତ ବିଦ୍ୟୁତ କାଟ ହେଉଥିବାରୁ ସାଧାରଣ ଉପଭୋକ୍ତା ଯମ ଯନ୍ତ୍ରଣା ଅନୁଭବ କରୁଛନ୍ତି । ରାଜ୍ୟ ସରକାରଙ୍କ ମୌଳିକ ଅଧିକାର…

ହୋମଗାର୍ଡଙ୍କ ଦୈନିକ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ହୋମଗାର୍ଡଙ୍କ ଦୈନିକ ଭତ୍ତା ବୃଦ୍ଧି କରିଛନ୍ତି । ଗୁରୁବାର ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ହୋମ୍ ଗାର୍ଡଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ଦୈନିକ ୪୨୩ ଟଙ୍କାରୁ ୫୫୩ ଟଙ୍କାକୁ ବୃଦ୍ଧି କରାଯାଇଛି ।…

ପଞ୍ଚାୟତ ସ୍ତରରେ ଜାତୀୟ ପେନସନ ପ୍ରଦାନ କରାଯାଉ: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ଜାତୀୟ ପେନ୍‍ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି । ବୃଦ୍ଧାବସ୍ଥା ଏବଂ ଭିନ୍ନକ୍ଷମ ପେନସନ ସମେତ ଜାତୀୟ ପେନସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନସନ ଗଣ୍ଡାକ ପାଇଁ ଗ୍ରାମାଞ୍ଚଳରେ ଅବସ୍ଥିତ ବ୍ୟାଙ୍କକୁ ବହୁ…

ହ୍ୱାଇଟ୍ ହାଉସରେ ପିଏମ୍ ମୋଦିଙ୍କୁ ଭବ୍ୟ ସ୍ୱାଗତ

ୱାଶିଂଟନ୍: ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହ୍ୱାଇଟ୍ ହାଉସରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ । ହ୍ୱାଇଟ୍ ହାଉସରେ ମୋଦିଙ୍କ ସ୍ୱାଗତ ବେଳେ ଜୋ ବାଇଡେନଙ୍କ ପତ୍ନୀଙ୍କ ସହ ଉପରାଷ୍ଟ୍ରପତି କମଲା ହାରିସ୍, ବିଦେଶ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସହ…

ବିଜେଡି ନେତାଙ୍କୁ ଗୁଳିମାଡ଼ ଘଟଣା, ମାଷ୍ଟରମାଇଣ୍ଡ ସହ ଗ୍ୟାଙ୍ଗକୁ ଧରିଲା ପୋଲିସ

କାମାକ୍ଷାନଗର: ରଜରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳରେ ବିଜେଡି ନେତାଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ଗୁଳିମାଡ଼ କରିଥିବା ଗ୍ୟାଙ୍ଗ ସହ ଢେଙ୍କାନାଳ ପୋଲିସ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି । ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ହେଉଛି ସୁବାଷ ଖୁଣ୍ଟିଆ । ସୁବାଷର ୩…

ଯୋଗୀଙ୍କୁ ମାତ ଦେବାକୁ ଏକାଠି ହେବେ ହାତୀ ହାତ!

ଭୁବନେଶ୍ୱର: ଉତ୍ତରପ୍ରଦେଶକୁ ନେଇ ଏବେ ରାଜନୈତିକ ଅଙ୍କକଷା ଅଧିକ ଦେଖିବାକୁ ମିଳୁଛି। ୟୁପିର ରାଜନୈତିକ ଚିତ୍ର କଣ ହେବ ତାକୁ ନେଇ ଅନେକ କଳ୍ପନା ଜଳ୍ପନା ପ୍ରକାଶ ପାଉଛି। ୟୁପିରେ ବିଜେପିକୁ ଚେକ ଦେବା ପାଇଁ ସମାଜବାଦୀ ପାର୍ଟି ଶକ୍ତି ସାଉଁଟୁ ଥିବା ବେଳେ କଂଗ୍ରେସ ମଧ୍ୟ ଭିନ୍ନ କିଛି…

ରାହୁଲଙ୍କ ହାତ ଧରିବେ ଶର୍ମିଳା!

ଭୁବନେଶ୍ୱର: କଂଗ୍ରେସରେ ମିଶିଵ କି ୱାଇଏସଆର ତେଲେଙ୍ଗାନା ପାର୍ଟି? ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନଙ୍କ ଭଉଣୀ ୱାଇଏସ ଶର୍ମିଳାଙ୍କ ଆଭିମୁଖ୍ୟକୁ ଦେଖି ଏମିତି କିଛି ଚର୍ଚ୍ଚା ଏବେ ଜୋର ଧରିଛି। ଚର୍ଚ୍ଚା ଅନୁଯାୟୀ ଆସନ୍ତା ଜୁଲାଇ ଆଠ ତାରିଖରେ ଶର୍ମିଳାଙ୍କ ଦଳ କଂଗ୍ରେସରେ…

ବିରୋଧୀଙ୍କ ବୈଠକ ପୂର୍ବରୁ ତେଜିଲା ରାଜନୀତି, ପ୍ରଧାନମନ୍ତ୍ରୀ ପଦ ପାଇଁ ରାହୁଲ କେଜରିୱାଲ ଲଢେଇ!

ଭୁବନେଶ୍ୱର: ରାତି ପାହିଲେ ବହୁ ପ୍ରତୀକ୍ଷିତ ବିରୋଧୀ ଦଳଗୁଡିକର ବୈଠକ ହେବ। ଏଥିପାଇଁ ବିହାରର ପାଟନା ଚଳଚଞ୍ଚଳ ହୋଇଉଠିଛି।ବିଜେପି ବିରୋଧରେ ଏକାଠି ହେବେ ୧୭ ରୁ ଅଧିକ ବିରୋଧୀ ଦଳ। କଂଗ୍ରେସ, ଆମ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି, ଟିଏମସି, ଉଦ୍ଧବ ଗୋଷ୍ଠୀ ଶିବସେନା ସମେତ ପ୍ରମୁଖ…

ଆଡ଼ପ ପହଣ୍ଡି ଆରମ୍ଭ, ଝୁଲି ଝୁଲି ଜନ୍ମବେଦୀକୁ ଯାଉଛନ୍ତି ବଡ଼ ଭାଇ

ପୁରୀ: ଶରଧାବାଲିରେ ରଥରୁ ଓହ୍ଲାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଉଛନ୍ତି ଶ୍ରୀଜୀଉ । ପ୍ରଥମେ ସୁଦର୍ଶନଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନିଆଯିବା ପରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ ଓ ହୁଳହୁଳିରେ ଶରଧାବାଲି ପ୍ରକମ୍ପିତ ହେଉଥିବା ବେଳେ ବଡ଼…

ଶ୍ରୀମନ୍ଦିର ଗର୍ଭଗୃହ ଓ ନାଟମଣ୍ଡପର ହେବ ମରାମତି, ସିଂହଦ୍ୱାରର ହେବ ରୂପା ଛାଉଣୀ

ପୁରୀ: ଶ୍ରୀଜୀଉଙ୍କ ନବଦିନାତ୍ମକ ଯାତ୍ରା ବେଳେ ଶ୍ରୀମନ୍ଦିର ଗର୍ଭଗୃହ ଓ ନାଟମଣ୍ଡପର ହେବ ମରାମତି । ଶ୍ରୀମନ୍ଦିର ନାଟମଣ୍ଡପ, ଗର୍ଭଗୃହ ଓ ଗରୁଡ଼ସ୍ତମ୍ଭ ଉପରି ଭାଗ ପିଲାରରେ ଥିବା ଫାଟ ଅନୁଧ୍ୟାନ କରାଯିବ । ପୂର୍ବରୁ ଲାଗିଥିବା କ୍ରାକ ମିଟର ଅନୁଧ୍ୟାନ କରାଯାଇ ଆବଶ୍ୟକ ସ୍ଥଳେ ମରାମତି…