Latest Odisha News

BREAKING NEWS

Browsing Category

ଫିଚର

କାଲି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ, ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସାହାଣମେଲା

ପୁରୀ: ଜରରୁ ସୁସ୍ଥ ହେବା ପରେ ମହାବାହୁ ସୋମବାର ନବଯୌବନ ବେଶରେ ଦର୍ଶନ ଦେବେ । ଏଥର ଉଭାଯାତ୍ରା ନ ଥିବାରୁ ଓ ତା ପରଦିନ ଘୋଷଯାତ୍ରା ଥିବାରୁ ମାତ୍ର ୩ ଘଣ୍ଟା ପାଇଁ ନବଯୌବନ ଦର୍ଶନ ସୌଭାଗ୍ୟ ପାଇବେ ଓ ଶ୍ରଦ୍ଧାଳୁ । ଆସନ୍ତାକାଲି ସକାଳ ୬ଟାରେ ଚଳା ଅପସର ପରେ ୭ଟା ୩୦ ସୁଦ୍ଧା ଅଣସର ତାଟି ଓ…

କବର ପାଇଁ ଦେବାକୁ ପଡେ ଭଡ଼ା

ନ୍ୟୁୟର୍କ: ଦୁନିଆର ବିଭିନ୍ନ ସ୍ଥାନରେ ଭିନ୍ନ ରୀତିନୀତି ରହିଥାଏ । ସେଥିମଧ୍ୟରୁ କିଛି ରୀତିନୀତି ବହୁତ ଅଜବ ହୋଇଥିବା ଦେଖିବାକୁ ମିଳେ । ଏମିତି କି ଅଜବ ରୀତିନୀତିକୁ ପାଳନ କରିବା ପାଇଁ ପିଢୀ ପରେ ପିଢୀ ବିନା ପ୍ରଶ୍ନରେ ସମସ୍ତେ ତାଙ୍କୁ ମାନିଥାନ୍ତି । ମଧ୍ୟ ଆମେରିକାରେ ଏମିତି ଏକ ପ୍ରଥା…

୧୦୦ ବର୍ଷ ପୁୁରୁଣା କୁଟୀର: ଏହା ପଛରେ ରହିଛି ଅନେକ ରହସ୍ୟ

ରାଜସ୍ଥାନ: ରାଜସ୍ଥାନର ନାଗୋରସ୍ଥିତ ରାୟଧନୁ ଗ୍ରାମରେ ଏକ ପାହାଡ଼ ରହିଛି । ଏହି ପାହାଡ ଉପରେ ଏକ କୁଟୀର ଅଛି । ଯାହାକୁ ୧୦୦ ବର୍ଷ ପୂର୍ବେ ଜଣେ ସାଧୁ ନିର୍ମାଣ କରିଥିଲେ । ଏଠାରେ କୌଣସି ବ୍ୟକ୍ତି ରାତିରେ ରହିପାରନ୍ତି ନାହିଁ ଏବଂ କୌଣସି ସାଧୁ ତପସ୍ୟା ବି କରିପାରନ୍ତି ନାହିଁ । ଏହି ପାହାଡ…

ନିରବଚ୍ଛିନ୍ନ ସେବା ନାହିଁ, ଶକ୍ତି ବିଭାଗ କହୁଛି ‘ପିପିପି ମୋଡରେ ବିଦ୍ୟୁତ୍ ବିତରଣରେ ଓଡ଼ିଶା ସଫଳ’

ଭୁବନେଶ୍ୱର: ଡହ ଡହ ଖରା, ଘନ ଘନ ବିଦ୍ୟୁତ୍ କାଟ୍ । ତାତିଠୁ ବଳି ଯାଉଛି ବିଦ୍ୟୁତ୍ ଯନ୍ତ୍ରଣା । ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଭୁବନେଶ୍ୱରରୁ ବରଗଡ଼, ମାଲକାନଗିରିରୁ ମୟୂରଭଞ୍ଜ ଜଳୁଛି । ତାତି ସହ ଅସହ୍ୟ ଗୁଳୁଗୁଳିରେ ଲୋକେ ଆଉଟୁ ପାଉଟୁ ହେଉଥିବା ବେଳେ ଅଘୋଷିତ…

ବାହାନଗା ଟ୍ରେନ ଦୁର୍ଘଟଣା; ଆଖି ବୁଜିଲେ ଆଉ ଜଣେ ଆହତ, ମୃତ୍ୟୁ ସଂଖ୍ୟା ୨୯୨ ଛୁଇଁଲା

କଟକ: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପୁଣି ଜଣଙ୍କର ମୃତ୍ୟୁ । ଏହାକୁ ମିଶାଇ କଟକ ଏସିବିରେ ୪ ଜଣ ଆହତ ଯାତ୍ରୀଙ୍କର ମୃତ୍ୟୁ ଘଟିସାରିଲାଣି । ମୃତ ବ୍ୟକ୍ତିଙ୍କ ନାଁ ପଲତୁ ନସ୍କାର । ମୃତକଙ୍କ ଘର ପଶ୍ଚିମବଙ୍ଗର ଦକ୍ଷିଣ ଚବିଶ ପ୍ରଗଣା ଅଞ୍ଚଳରେ । ପଲତୁଙ୍କ ମୃତ୍ୟୁ ପରେ ବାହନଗା ଟ୍ରେନ…

ଆକ୍ରୋଶମୂଳକ ରାଜନୀତିକୁ ମୁଖ୍ୟ ଅସ୍ତ୍ର କରିଛି ବିଜେଡି-ଲେଖାଶ୍ରୀ

ଭୁବନେଶ୍ୱର: ବିଜେଡି ସରକାର ଅମଳରେ ରାଜ୍ୟର ଜମି, ପାଣି, ଜଙ୍ଗଲ, ଖଣିଜକୁ ବେଆଇନ ଭାବେ ବିକ୍ରି କରାଯାଉଛି । ଏହା ପଛରେ ବିଜୁ ଜନତା ଦଳର ମନ୍ତ୍ରୀ ଓ ନେତାମାନେ ଉଇ ଭଳି ଓଡିଶାକୁ ଖାଇଗଲେଣି । ରାଜ୍ୟର ଶାସନ ଡୋରୀ କାହା ହାତରେ ? ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଥିବାବେଳେ ନିଜ ଅପାରଗତା ଓ…

ଶିମିଳିପାଳରେ ଫରେଷ୍ଟରଙ୍କୁ ଗୁଳି ଘଟଣା, ମନ୍ତ୍ରୀଙ୍କୁ ଘେରିଲେ ଲୋକେ

ବାରିପଦା: ମୟୂରଭଞ୍ଜରେ ମନ୍ତ୍ରୀଙ୍କୁ ବିରୋଧ । ଶବ ସତ୍କାର ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଘେରିଛନ୍ତି ଲୋକେ । ଶୁକ୍ରବାର ରାତିରେ ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ ଫରେଷ୍ଟର ମାଟି ହାଁସଦାଙ୍କ ମୃତ୍ୟୁ ହୋଇଥିଲା । ଆଜି ତାଙ୍କ ଶେଷକୃତ୍ୟରେ ଯୋଗ…

ଆଇଟିର ‘ବିଶ୍ୱ ଗୁରୁ’ ପାଲଟିଛି ଭାରତ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତର ଆଇଟି ଇଣ୍ଡଷ୍ଟ୍ରି ଏକଦା ବିଶ୍ୱର କମ୍ପାନୀଗୁଡିକ ପାଇଁ ବ୍ୟାକ୍ ଏଣ୍ଡ୍ ସପୋର୍ଟ ଯୋଗାଉଛି। ଦିନେ ଦେଶର ଅନେକ ବଡ଼ ବଡ଼ ସହରରେ କଲ୍ ସେଣ୍ଟରର ଭିଡ ସୃଷ୍ଟି ହୋଇଥିଲା। କିନ୍ତୁ ବର୍ତ୍ତମାନ ଯୁଗ ବଦଳିଛି, ଭାରତ ବର୍ତ୍ତମାନ ଆଇଟିର 'ବିଶ୍ୱ ଗୁରୁ' ପାଲଟିଛି।…

ଟୁଲକିଟ ସହ ସାମ୍ନାକୁ ଆସିଲା ଆଇଏସଆଇର ଗେମପ୍ଲାନ: ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ପୂର୍ବରୁ କରୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ: ବିଦେଶ ମାଟିରେ ଭାରତ ବିରୋଧରେ  ବଡ ଧରଣର ଷଡଯନ୍ତ୍ର  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ପୂର୍ବରୁ ପ୍ରସ୍ତୁତ ହୋଇଛି ବଡ ଧରଣର ଷଡଯନ୍ତ୍ର । ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସଆଇ ଆମେରିକାରେ ସକ୍ରିୟ ଥିବା ଖଲିସ୍ତାନ ସମର୍ଥିତ ସଂଗଠନ ଏବଂ ଅନ୍ୟ ଭାରତ…