Latest Odisha News

BREAKING NEWS

Browsing Category

ଫିଚର

ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ ଡାକରା

ଅନଗୁଳ: ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ ଡାକରା ଦିଆଯାଇଛି। ତାଳଚେରକୁ ଜିଲ୍ଲା ମାନ୍ୟତା ଦାବି କରି ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡକରା ଦିଆଯାଇଥିବା ବେଳେ ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସବୁକିଛି ବନ୍ଦ ରହିବ।…

ଦୁର୍ଘଟଣା ଟ୍ରାକ୍‌ରେ ଦେଇ ଗଡ଼ିଲା କରମଣ୍ଡଳ ଏକ୍ସପ୍ରେସ୍, ସ୍ମୃତି ମନେ ପକାଇ ଭାବପ୍ରବଣ ହେଲେ ଯାତ୍ରୀ

ଭୁବନେଶ୍ୱର: ଦୁର୍ଘଟଣା ପରେ ଗଡ଼ିଲା କରମଣ୍ଡଳ ଏକ୍ସପ୍ରେସ୍‌। ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟାଇଥିବା କରମଣ୍ଡଳ ଏକ୍ସପ୍ରେସ୍‌ ଗତକାଲି ଦୁର୍ଘଟଣା ସ୍ଥଳର ଟ୍ରାକ୍‌ ଦେଇ ଯାଇଛି। ୪ ଦିନ ପରେ ଟ୍ରାକ୍‌ରେ ଗଡ଼ିଛି କରମଣ୍ଡଳ ସୁପରଫାଷ୍ଟ ଏକ୍ସପ୍ରେସ୍‌। ମଙ୍ଗଳବାର ଚେନ୍ନାଇ ପଟୁ ଆସିଥିବା କରମଣ୍ଡଳ…

ବାହାନଗା ଟ୍ରେନ୍ ଦୁର୍ଘଟଣା; ସ୍ୱାଭାବିକ ହୋଇନି ଟ୍ରେନ୍ ଚଳାଚଳ, ଆଜି ୯ ଟ୍ରେନ୍ ବାତିଲ

ଭୁବନେଶ୍ୱର: ବାହାନଗା ଟ୍ରେନ୍‌ ଦୁର୍ଘଟଣାକୁ ୫ ଦିନ ପୂରି ଥିବା ବେଳେ ରାଜ୍ୟରେ ଏପର୍ଯ୍ୟନ୍ତ ସ୍ୱାଭାବାକି ହୋଇନି ଟ୍ରେନ୍ ଚଳାଚଳ। ଏବେ ବି କାମ ଚାଲିଛି। ଟ୍ରେନ୍ ବାତିଲ ହେଉଛି। ଟ୍ରେନ୍ ଚାଲୁନଥିବାରୁ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ। ଗତକାଲି ମଙ୍ଗଳବାର ୫ଟି ଟ୍ରେନ୍‌ ବାତିଲ୍‌…

ଏଣିକି ୨୪ ଘଣ୍ଟା ପାଇଁ ଖୋଲା ରହିବ ବାଣିଜ୍ୟିକ ପ୍ରତିଷ୍ଠାନ, ଅନୁମୋଦନ ଦେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀବାସୀଙ୍କ ପାଇଁ ଖୁସି ଖବର। ଏଣିକି ସ୍ଥାନୀୟ ଲୋକେ କରିପାରିବେ ନାଇଟ ସପିଂ। ୨୪ ଘଣ୍ଟା ପାଇଁ ଖୋଲା ରହିବ ଦୋକାନ। ଜାତୀୟ ରାଜଧାନୀ ଦିଲ୍ଲୀରେ ୧୫୫ଟି ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନକୁ ୨୪ ଘଣ୍ଟା ଖୋଲା ରଖିବା ପାଇଁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ମୃତ୍ୟୁର ଦୁଇ ଦିନ ପରେ ମୃତକଙ୍କୁ ମିଳିଲା ଜାମିନ

ମୁମ୍ବାଇ: ମୃତ୍ୟୁର ଦୁଇ ଦିନ ପରେ ଜଣେ ବ୍ୟକ୍ତିଙ୍କୁ ମିଳିଲା "ଚିକିତ୍ସା ଏବଂ ମାନବ ଅଧିକାର" ଆଧାରରେ ଅସ୍ଥାୟୀ ଜାମିନ। ଏକ ଠକେଇ ମାମଲାରେ ଗିରଫ ହୋଇଥିବା ୬୨ ବର୍ଷିୟ ବ୍ୟକ୍ତିର ମୃତ୍ୟୁ ପରେ ମୁମ୍ବାଇ କୋର୍ଟ ଅସ୍ଥାୟୀ ଜାମିନ ପ୍ରଦାନ କରିଛନ୍ତି। ମେ ୯ ତାରିଖରେ ତାଙ୍କ ଜାମିନ ଆବେଦନ ଉପରେ…

ଆତଙ୍କବାଦୀ ସହଯୋଗୀଙ୍କ ୧୦ଟି ସ୍ଥାନରେ ଏନଆଇଏର ଚଢାଉ

ନୂଆଦିଲ୍ଲୀ: ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସି (ଏନଆଇଏ) କାନାଡାରେ ରହୁଥିବା ଆତଙ୍କବାଦୀ ଅର୍ଶଦୀପ ଡାଲାର କିଛି ସହଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ବେଳେ ପଞ୍ଜାବ ଏବଂ ହରିୟାଣାରେ ସେମାନଙ୍କ ସହ ଜଡିତ ୧୦ ଟି ସ୍ଥାନରେ ଚଢାଉ କରିଛି। ଏନେଇ ଜଣେ ଅଧିକାରୀ ସୂଚନା…

ସ୍କୁଲ ବିକ୍ରି ପାଇଁ ପିଲା ଦେଇ ଦେଲେ ଅନ୍‌ଲାଇନରେ ବିଜ୍ଞାପନ

ନ୍ୟୁୟର୍କ: ପିଲାମାନଙ୍କ ପାଇଁ ଶିକ୍ଷା କେତେ ଜରୁରୀ ଓ ଏହାର ମହତ୍ୱ କେତେ ତାହା ଉଣା ଅଧିକେ ସବୁ ଅଭିଭାବକ ଜାଣନ୍ତି । କିନ୍ତୁ ଏକଥା ସ୍କୁଲ ଯାଉଥିବା ଅନେକ ପିଲାଙ୍କୁ ଅଜଣା ଥାଏ । ସ୍କୁଲରେ ଶୃଙ୍ଖଳିତ ନିୟମ ଓ ପାଠ ପଢିବା ପାଇଁ ଘଣ୍ଟା ଘଣ୍ଟା ଧରି ସ୍କୁଲରେ ଉପସ୍ଥିତ ରହିବା ଆଦିକୁ ନେଇ…

ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ହେବା ଲକ୍ଷ୍ୟରେ କୋହଲି

ନୂଆଦିଲ୍ଲୀ: ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ବୁଧବାର ଭାରତ-ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ । ଏହି ମ୍ୟାଚ ମାଧ୍ୟମରେ ବିରାଟ କୋହଲି ଅଷ୍ଟ୍ରେଲିଆ ମହାନ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନଙ୍କ ଏକ ରେକର୍ଡ ସହ ସମକକ୍ଷ ହେବା ପାଇଁ ଉଦ୍ୟମ କରିବେ । ବ୍ରାଡମ୍ୟାନ ଟେଷ୍ଟ କ୍ରିକେଟରେ ୨୯…

୩୦ ବର୍ଷରେ ଏକ କୋଟି ଗଛ ଲଗାଇଲେଣି ଟ୍ରି ମ୍ୟାନ୍ ଅଫ୍ ଇଣ୍ଡିଆ

ରାଜସ୍ଥାନ: ବୃକ୍ଷ ହିଁ ଜୀବନ । ଆମେ ଉଦ୍ଭିଦରୁ ଅମ୍ଳଜାନ ପାଇଥାଉ । ହେଲେ ଏବେ ବେଧଡ଼କ ଭାବେ ଗଛକଟା ଚାଲିଛି । ଜଙ୍ଗଲ ନଷ୍ଟ ହେଉଛି । ଏପରି ପରିସ୍ଥିତିରେ ଏମିତି ଜଣେ ବ୍ୟକ୍ତି ଅଛନ୍ତି, ଯିଏ ତାଙ୍କ ଜୀବନର ୩୦ ବର୍ଷ ପରିବେଶ ଏବଂ ପ୍ରକୃତି ପାଇଁ ଉତ୍ସର୍ଗ କରି ଦେଇଛନ୍ତି । ସେ ୩୦ ବର୍ଷ…

କେମିତି ପାଇବେ ଟ୍ରେନ୍ ଦୁର୍ଘଟଣା ସହାୟତା ?

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାରରେ ଅଧିକ ଆହତ ହୋଇଛନ୍ତି । ମୃତକଙ୍କୁ ଚିହ୍ନଟ କରିବା ଲାଗି ରେଳ ବିଭାଗ ଓ ସରକାରଙ୍କୁ ଫଟୋ ସହ ତାଲିକା ଜାରି କରାଯାଇଛି । ମୃତକଙ୍କ ସମ୍ପର୍କୀୟ ପ୍ରମାଣ ଦେଇ ହସ୍ପିଟାଲରୁ ମୃତଦେହ ଗ୍ରହଣ…