Latest Odisha News

BREAKING NEWS

Browsing Category

ଫିଚର

ବାହନଗା ଟ୍ରେନ ଦୁର୍ଘଟଣା: କ୍ଷତିପୂରଣ ପାଇଁ ଆବଶ୍ୟକ ପ୍ରକ୍ରିୟାକୁ ସରଳ କଲା ଏଲଆଇସି

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ସାରା ବିଶ୍ୱରେ ଶୋକର ଛାୟା ଖେଳିଯାଇଛି। ଏହି ଦୁର୍ଘଟଣାରେ ୨୮୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଏହି ଦୁଃଖଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରି ଜୀବନ ବୀମା ନିଗମ (ଏଲଆଇସି)…

ମୃତ ଦେହ ପଠାଇବାର ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ଭୁବନେଶ୍ୱର: ବାଲେଶ୍ୱର ବାହାନଗାର ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣାରେ ମୃତାହାତଙ୍କ ସମ୍ପୂର୍ଣ୍ଣ ତଥ୍ୟ ସରକାରୀ ଭାବେ ଘୋଷଣା କରାଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇ ମୃତକଙ୍କ ସଂଖ୍ୟା ୨୭୫ ବୋଲି ସ୍ପଷ୍ଟ କରିଛନ୍ତି  । ମୃତଦେହକୁ ଚିହ୍ନଟ କରିବା ପାଇଁ ଫଟୋ ଜାରି…

ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାରେ ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଏଥିରେ ବର୍ତ୍ତମାନ ରେଳ ବ୍ୟବସ୍ଥାରେ ଥିବା ସୁରକ୍ଷା ବ୍ୟବସ୍ଥାକୁ ବିଶ୍ଳେଷଣ କରି ବ୍ୟବସ୍ଥାକୁ ଆହୁରି ମଜଭୁତ କରିବାକୁ ଏକ କମିଟି ଗଠନ କରି ତଦନ୍ତ କରିବାକୁ ଦାବି ହୋଇଛି। ଏହି ଆବେଦନରେ…

କରମଣ୍ଡଳ ପରି ସମ୍ପର୍କାନ୍ତି ଏକ୍ସପ୍ରେସ ସାମ୍ନା କରିଥିଲା ଦୁର୍ଘଟଣା, ଅଘଟଣକୁ ରୋକିଥିଲା ଲୋକପାଇଲଟଙ୍କ ସତର୍କତା!

ନୂଆଦିଲ୍ଲୀ: ବାହାନଗାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାର ଆଭ୍ୟନ୍ତରୀଣ ତଦନ୍ତ ସିଗନାଲ ବ୍ୟବସ୍ଥାର ସମ୍ଭାବ୍ୟ ବିଫଳତା ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରିଛି। ସୂଚନା ମିଳିଛି ଯେ ପୂର୍ବରୁ ମଧ୍ୟ ଅନ୍ୟ ଏକ ସ୍ଥାନରେ ଏହିପରି ସିଗନାଲର ବିଫଳତା ଯୋଗୁଁ ଦୁର୍ଘଟଣା ଘଚିଥାନ୍ତା କିନ୍ତୁ…

ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୭୫: ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତକ ସଂଖ୍ୟା ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ । ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୭୫ ବୋଲି ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଜିଲ୍ଲାପାଳଙ୍କ ତଥ୍ୟ ଅନୁସାରେ ମୃତ୍ୟୁ ସଂଖ୍ୟା ୨୭୫ ହୋଇଛି ଏବଂ ଏ ନେଇ ଜିଲ୍ଲାପାଳ ସରକାରଙ୍କୁ…

ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ମୃତଦେହର ଫଟୋ ଜାରି କଲେ ସରକାର

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଶୁକ୍ରବାର ଟ୍ରେନ୍ ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ମୃତକଙ୍କ ମଧ୍ୟରୁ ୮୮ଟି ମୃତଦେହକୁ ଚିହ୍ନଟ କରାଯାଇଥିବା ବେଳେ ୭୮ଟି ମୃତଦେହ ହସ୍ତାନ୍ତର କରାଯାଇଛି । ୧୮୭ଟି ମୃତଦେହ ଏଯାବତ୍ ଚିହ୍ନଟ ହୋଇ ପାରି…

ଭୁବନେଶ୍ୱର ଏମ୍ସରେ ଶହେରୁ ଅଧିକ ମର ଶରୀର, କଲ ସେଣ୍ଟର ବୁଲି ଦେଖିଲେ ତାମିଲନାଡୁର ଦୁଇ ମନ୍ତ୍ରୀ

ଭୁବନେଶ୍ୱର: ଶୁକ୍ରବାର ସଂଧ୍ୟାରେ ଘଟିଥିବା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଏବେ ବି ଶତାଧିକ ଶବର ଚିହ୍ନଟ ହୋଇପାରି ନାହିଁ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସତ୍ୟନଗରସ୍ଥିତ ବିଏମସି କାର୍ଯ୍ୟାଳୟରେ ଏକ ସ୍ୱତନ୍ତ୍ର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ଏହି କଣ୍ଟ୍ରୋଲ ରୁମ୍ ଆବଶ୍ୟକତା…

ଦୁର୍ଘଟଣାରେ ହଜାରେରୁ ଅଧିକ ଯାତ୍ରୀ ଆହତ, ୧୦୦ ଗୁରୁତର କହିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣା ପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ମନସୁଖ ମାଣ୍ଡଭ୍ୟ ଦିନିକିଆ ଓଡ଼ିଶା ଗସ୍ତରେ ଆସି ପ୍ରଥମେ ଭୁବନେଶ୍ୱର ଏମ୍ସର ବରିଷ୍ଠ ଡାକ୍ତର ଓ ଅଧିକାରୀଙ୍କ ସହ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି। ଏହାପରେ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲ…

ଶ୍ରୀମନ୍ଦିର ଭିତରେ ଚାଲିଗଲା ଶ୍ରଦ୍ଧାଳୁଙ୍କ ଜୀବନ

ପୁରୀ: ଶ୍ରୀମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ। ଶ୍ରୀମନ୍ଦିର ଭିତରେ ହଠାତ ଜଣେ ଭକ୍ତ ଅସୁସ୍ଥତା ଅନୁଭବ କରିଥିଲେ ।  ପ୍ରଥମେ ତାଙ୍କୁ ସିଂହଦ୍ଵାର ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ।  ମୃତକ ଜଣକ ରାଜସ୍ଥାନର…

ଟ୍ରେନ ସେବା ପ୍ରଭାବିତ, କୋଲକାତାକୁ ମାଗଣା ବସ୍ ସେବା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ଯୋଗୁଁ କୋଲକାତାକୁ ନିୟମିତ ଟ୍ରେନ୍ ସେବା ବ୍ୟାହତ ହୋଇଛି। ଏହାପରେ ଲୋକମାନଙ୍କ ଯିବା ଆସିବା ଅନେକ ମାତ୍ରାରେ ପ୍ରଭାବିତ ହୋଇଛି। ସେପଟେ ଏହାର ଫାଇଦା ନେଇ ଅନେକ ବସରେ ଭଡା ମନ ଇଚ୍ଛା ନିଆଯାଉଥିବା ସୂଚନା ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ…