Latest Odisha News

BREAKING NEWS

Browsing Category

ଫିଚର

ହୃଦଘାତରେ କନ୍ନଡ଼ ଅଭିନେତା ନୀତିନ ଗୋପୀନାଥନଙ୍କର ପରଲୋକ

ବେଙ୍ଗାଲୁରୁ: ହୃଦଘାତରେ କନ୍ନଡ଼ ଫିଲ୍ମ ଅଭିନେତା ନୀତିନ ଗୋପୀନାଥନଙ୍କର ପରଲୋକ ହୋଇଛି। ମାତ୍ର ୩୯ ବର୍ଷ ବୟସରେ ଦୁନିଆକୁ ଅଲ୍‌ବିଦା କହିଛନ୍ତି ଏହି ଫିଲ୍ମ ଷ୍ଟାର୍। ଗତକାଲି ବେଙ୍ଗାଲୁରୁ ସ୍ଥିତ ତାଙ୍କ ବାସଭବନରେ ଥିବା ବେଳେ ହଠାତ୍ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥଇଲା। ଏହାପରେ ତାଙ୍କୁ…

ବୁଲା ବେପାରୀଙ୍କ ଠାରୁ ଆଇସ୍‌କ୍ରିମ୍‌ ଖାଇ ୧୦୦ରୁ ଅଧିକ ଅସୁସ୍ଥ; ଡାକ୍ତରଖାନାରେ ଚାଲିଛି ଚିକିତ୍ସା

କୋରାପୁଟ: ଗାଁ ଗାଁ ବୁଲି ଆଇସ୍‌କ୍ରିମ କରୁଥିବା ବେପାରୀଙ୍କ ଠାରୁ ଆଇସି୍‌କ୍ରିମ୍ ପାଇଁ ୧୦୦ରୁ ଅଧିକ ଅସୁସ୍ଥ ହୋଇପଡ଼ିଛନ୍ତି। କୋରାପୁଟ ଜିଲ୍ଲା ସେମିଳିଗୁଡ଼ା ବ୍ଲକ ବଦଳିଗୁଡ଼ା,ଘାଟଗୁଡା ଓ ଦୁଧାରୀ ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି। ବର୍ତ୍ତମାନ ଆହତମାନଙ୍କର ଡାକ୍ତରଖାନାରେ ଚିକିତ୍ସା…

ଟ୍ରେନ୍ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ

ମେଦିନୀପୁର: ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଆହତ ହୋଇ ଏକ ବସ୍‌ରେ ଘରକୁ ଫେରୁଥିବା ବେଳେ ବସ୍‌ ମଧ୍ୟ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ସନ୍ଧ୍ୟାରେ ପଶ୍ଚିମବଙ୍ଗ ମଦେନୀପୁରରେ ଏହି ଦୁର୍ଘଟଣା ଘଟିଛି। ଏଥିରେ କିଛି ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି। ଆହତ…

ବିରୋଧୀଙ୍କ ଇସ୍ତଫା ଦାବିର ଜବାବ ଦେଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ବାହାନଗା ଦୁର୍ଘଟଣା ପରେ ବିରୋଧୀ ଦଳ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟାର୍ଗେଟ୍ କରିଛନ୍ତି । ଶହ ଶହ ଯାତ୍ରୀଙ୍କ ମୃତ୍ୟୁ ପରେ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରିଥିବା ବେଳେ ଜବାବ ରଖିଛନ୍ତି ରେଳ ମନ୍ତ୍ରୀ । ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ସମୟ ରାଜନୀତି କରିବାର…

ଏଫଆଇଏଚ ପ୍ରୋ ଲିଗ : ଅଲିମ୍ପିକ ଚାମ୍ପିୟନ ବେଲଜିୟମକୁ ହରାଇଲା ଭାରତ

ଲଣ୍ଡନ: ଏଠାରେ ଖେଳା ଯାଉଥିବା ଏଫଆଇଏଚ ପ୍ରୋ ଲିଗ ହକିରେ ଭାରତ ଅଲିମ୍ପିକ ଚାମ୍ପିୟନ ବେଲଜିୟମକୁ ୫-୧ ଗୋଲରେ ପରାସ୍ତ କରିଛି । ୟୁରୋପିୟ ଲିଗରେ ଭାରତ ବେଲଜିୟମ ନିକଟରୁ ୧-୨ ଓ ବ୍ରିଟେନଠାରୁ ୨-୪ରେ ପରାଜିତ ହୋଇଥିଲା । ଏବେ ବିଜୟ ସହ ଟିମ ଇଣ୍ଡିଆ ସଫଳ ପ୍ରତ୍ୟାବର୍ତନ କରିଛି । ପଂଏଟ…

୨ ସାଙ୍ଗକୁ ଛାଡ଼ିବାକୁ ଯାଇ ଶବ ହୋଇ ଫେରିଲେ ଲକ୍ଷ୍ମୀଧର

ସାଲେପୁର: ବାଲେଶ୍ୱରର ବାହାନଗା ଟ୍ରେନ୍ ଟ୍ରାଜେଡି ଅନେକ ଜୀବନ ନେଇଛି । କିଏ ପେଟ ପୋଷିବାକୁ ରାଜ୍ୟ ବାହାରକୁ ଯାଉଥିବା ବେଳେ ଆଉ କିଏ ଘରକୁ ଫେରୁଥିବା ବେଳେ ଜୀବନ ହାରିଛି । ସେହିଭଳି କଟକ ଜିଲ୍ଲା ନେମାଳ ଥାନା କୁଆଡୋଳ ଗାଁର ୨୧ ବର୍ଷର ଲକ୍ଷ୍ମୀଧର ସାହାଣୀ କରମଣ୍ଡଳ ଏକ୍ସପ୍ରେସରେ ଘରକୁ…

ବାହାନଗା ଦୁର୍ଘଟଣା ପରେ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି, ନଜର ପକାନ୍ତୁ କେଉଁ ରେଳମନ୍ତ୍ରୀ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଘଟିଥିବା ତିନିଗୋଟି ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି । ଆଉ ଦୁର୍ଘଟଣା ପରେ ଚିରାଚରିତ ଢଙ୍ଗରେ ଆରମ୍ଭ ହୋଇଛି ଘୃଣ୍ୟ ରାଜନୀତି । ପଶ୍ଚିମବଙ୍ଗର ଟିଏମସି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନରେ ଲକ୍ଷ୍ୟଙ୍କ ଅଭିଯାନ ଶେଷ

ବ୍ୟାଙ୍କକ: ଚଳିତ ଥାଇଲାଣ୍ଡ ଓପନ ବ୍ୟାଡମିଂଟନରେ ପ୍ରଭାବୀ ପ୍ରଦର୍ଶନ ସତ୍ୱେ ଭାରତର ଷ୍ଟାର ଖେଳାଳି ଲକ୍ଷ୍ୟ ସେନଙ୍କ ଅଭିଯାନ ଶେଷ ହୋଇଛି । ଶନିବାର ଅନୁଷ୍ଠିତ ସେମିଫାଇନାଲ ମୁକାବିଲାରେ ଲକ୍ଷ୍ୟ ଥାଇଲାଣ୍ଡର କୁନଲବୁତ ବିତିଦର୍ସନ ୨୧-୧୩, ୨୧-୧୯ ଓ ୨୧-୧୩ରେ ପରାଜିତ ହୋଇଥିଲେ । ପ୍ରଥମ ଗେମକୁ…

ଟେଷ୍ଟ କ୍ରିକେଟରୁ କେବେ ଅବସର ନେବେ ଘୋଷଣା କଲେ ୱାର୍ଣ୍ଣର

ସିଡନୀ: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ଟେଷ୍ଟ କ୍ରିକେଟରୁ ଅବସର ନେଇ ଶନିବାର ସୂଚନା ଦେଇଛନ୍ତି । ତାଙ୍କର ହଠାତ ଏହି ନିଷ୍ପତି ସମସ୍ତଙ୍କୁ ଚକିତ କରିଛି । ଆସନ୍ତା ବର୍ଷ ଜାନୁୟାରୀରେ ପାକସ୍ତାନ ବିପକ୍ଷରେ ସେ ତାଙ୍କ କ୍ୟାରିୟରର ଶେଷ ଟେଷ୍ଟ ମ୍ୟାଚ ଖେଳିବେ ବୋଲି…

‘କୁଆଡେ ଗଲା କବଚ’, ଟ୍ରେନ ଦୁର୍ଘଟଣା ପାଇଁ ବିଜେପିକୁ ଘେରିଲେ ବିରୋଧୀ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହାନଗାରେ ଘଟିଥିବା ଭୟାବହ ରେଳ ଦୁର୍ଘଟଣା ଯୋଗୁ ଶହ ଶହ ଜୀବନ ଯାଇଛି। ଏପରିକି ବହୁ ଲୋକ ଗୁରୁତର ଆହତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ବହୁ ପରିବାର ଛାରଖାର ହୋଇଯାଇଛି। ଦେଶ ବିଦେଶରୁ ସମବେଦନାର ସୁଅ ଛୁଟିଛି। ଏଭଳି ଏକ ଗଭୀର ଦୁଃଖ ସମୟରେ…