Latest Odisha News

BREAKING NEWS

Browsing Category

ଫିଚର

ଜୁଲାଇ ୨୦ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜୁଲାଇ ୨୦ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ, ଜୁଲାଇ ୧୯ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସ୍ଋଷ୍ଟି ହେବା ନେଇ…

ଜଗନ୍ନାଥଙ୍କ ପାଇଁ ବଞ୍ଚିଗଲା ଟ୍ରମ୍ପଙ୍କ ଜୀବନ: ଇସ୍କନ ଉପ ସଭାପତି

ନୂଆଦିଲ୍ଲୀ: ରବିବାର ପେନସିଲଭିନିଆରେ ହୋଇଥିବା ଗୁଳିମାଡ଼ରେ ଅଳ୍ପକେ ବର୍ତ୍ତିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ। ସେ ଜଗନ୍ନାଥଙ୍କ କୃପାରୁ ବର୍ତ୍ତି ଯାଇଛନ୍ତି ବୋଲି କହିଛନ୍ତି ଇସ୍କନର ଜଣେ ସାଧୁ। ଏନେଇ ସେ ସୋଶାଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଏହି ଟ୍ୱିଟ୍ ଏବେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଲୋୟର୍ସ ସଂଖ୍ୟା ୧୦ କୋଟି ଛୁଇଁଲା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଲୋୟର୍ସ ସଂଖ୍ୟା ୧୦୦ ମିଲୟନ ବା ୧୦ କୋଟି ଛୁଇଁଛି। ବିଶ୍ୱରେ ସାମ୍ବିଧାନିକ ପଦରେ ଥିବା କୌଣସି ନେତାଙ୍କୁ 'ଏକ୍ସ'ରେ ଏତେ ସଂଖ୍ୟକ ଲୋକ ଅନୁସରଣ କରିବା ପ୍ରଥମ ଘଟଣା। ଖାସ କଥା ହେଉଛି, ଗତ ତିନିବର୍ଷ ମଧ୍ୟରେ ମୋଦୀଙ୍କ 'ଏକ୍ସ' ହ୍ୟାଣ୍ଡେଲରେ ପ୍ରାୟ ୩୦…

ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ କରିଥିବା ବ୍ଯକ୍ତିର ମିଳିଲା ପରିଚୟ

ପେନସିଲଭାନିଆ: ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ କରିଥିବା ବ୍ଯକ୍ତିର ମିଳିଲା ପରିଚୟ। ଆକ୍ରମଣକାରୀଙ୍କ ପରିଚୟ ୨୦ ବର୍ଷୀୟ ଥମାସ ମାଥ୍ୟୁ କ୍ରୁକ୍ସ ବୋଲି ଜଣାପଡିଛି। ସେ ପେନସିଲଭାନିଆର ବେଥେଲ ପାର୍କ ଅଞ୍ଚଳର ବାସିନ୍ଦା। ତାଙ୍କର ଫଟୋ ଏବଂ ଭିଡିଓ ମଧ୍ଯ ସାମ୍ନାକୁ ଆସିଛି। ଭିଡିଓରେ,…

କାଲିଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ

ଭୁବନେଶ୍ୱର: କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି…

ଆଇନ ମନ୍ତ୍ରୀଙ୍କ ବଡ଼ ସୂଚନା; କାଲି ଖୋଲାଯିବ ରତ୍ନଭଣ୍ଡାର

ଭୁବନେଶ୍ୱର: ଆସନ୍ତାକାଲି ଖୋଲିବ ରତ୍ନଭଣ୍ଡାର। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ଏସଓପି ପ୍ରଦାନ କଲେ ରାଜ୍ୟ ସରକାର। ତେବେ ରତ୍ନଭଣ୍ଡାର କେତେବେଳେ ଖୋଲିବ ସେନେଇ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ବ ଦିଆଯାଇଛି। ପ୍ରତ୍ୟେକ କାର୍ଯ୍ୟ…

ଜୁଲାଇ ୧୫ରୁ ପୁଣି ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଆରମ୍ଭ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧୫ ତାରିଖରୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି ଆରମ୍ଭ କରିବେ। ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ଭୁବନେଶ୍ୱରର ୟୁନିଟ୍- ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର…

ଅନ୍ତର୍ଜାତୀୟ ପୁରସ୍କାର ଜିତିଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ଅନ୍ତର୍ଜାତୀୟ ପୁରସ୍କାର ଜିତିଲେ ଓଡ଼ିଶାର ପ୍ରଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଋଷିଆର ସେଣ୍ଟ ପିଟର୍ସବର୍ଗରେ ଅନୁଷ୍ଠିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଆନ୍ସିପ୍-୨୦୨୪ରେ ବିଜୟୀ ହୋଇ ଗୋଲ୍ଡେନ୍ ସ୍ୟାଣ୍ଡ୍ ମାଷ୍ଟର୍ସ ଆୱାର୍ଡ ସହ ସ୍ୱର୍ଣ୍ଣପଦକ।…

ଟ୍ରେନି ଆଇଏଏସ୍ ପୂଜା ଖେଡକରଙ୍କ ପିତାମାତାଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ: ମହାରାଷ୍ଟ୍ରର ଟ୍ରେନି ଆଇଏଏସ୍ ପୂଜା ଖେଡକରଙ୍କୁ ନେଇ ବିବାଦ ଥମିବା ନାଁ ଧରୁନି। ପୂଜାଙ୍କ ମା, ବାପାଙ୍କ ନାମରେ ପୁନେର ପାଉଦ ପୋଲିସ ଷ୍ଟେସନରେ ମାମଲା ରୁଜୁ ହୋଇଛି । ତାଙ୍କ ବିରୋଧରେ ଆର୍ମସ୍ ଆକ୍ଟରେ ଏକାଧିକ ଦଫା ଲାଗିଛି । ପୂଜାଙ୍କ ମା’ ମନୋରମା ବନ୍ଧୁକ ଦେଖାଇ ଧମକାଉଥିବା…

ପଦ୍ମଶ୍ରୀ ଗୋପୀନାଥ ସ୍ୱାଇଁଙ୍କ ଆଶୁ ଆରୋଗ୍ୟ କାମନା କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ  ପଦ୍ମଶ୍ରୀ ଗୋପୀନାଥ ସ୍ୱାଇଁଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ତାଙ୍କ ଚିକିତ୍ସା ନିମନ୍ତେ ସରକାରଙ୍କ ତରଫରୁ ୩ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଶ୍ରୀ ସୂର୍ଯ୍ୟବଂଶୀ ପଦ୍ମଶ୍ରୀ ସ୍ୱାଇଁଙ୍କ…