Latest Odisha News

BREAKING NEWS

Browsing Category

ଫିଚର

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ସେମିରେ ଲକ୍ଷ୍ୟ ସେନ

ବ୍ୟାଙ୍କକ: ଚଳିତ ଥାଇଲାଣ୍ଡ ଓପନ ବ୍ୟାଡମିଂଟନରେ ଭାରତର ଲକ୍ଷ୍ୟ ସେନ ଚମତ୍କାର ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି । ତେବେ ଉଦୀୟମାନ ଖେଳାଳି କିରଣ ଜର୍ଜଙ୍କ ଅଭିଯାନ କ୍ୱାର୍ଟର ଫାଇନାଲରେ ଶେଷ ହୋଇଛି । ୨୧ ବର୍ଷୀୟ ଲକ୍ଷ୍ୟ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ମାଲେସିଆର…

ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ୍ ସହ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ ଲାଇନଚ୍ୟୁତ୍, ୩୦ ମୃତ

ବାଲେଶ୍ୱର: ବାହାନଗାରେ ଘଟିଥିବା ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ । ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ବାହାନଗା…

ଆହତଙ୍କୁ ନେବାକୁ ଆମ୍ବୁଲାନ୍ସ ଅଭାବ, ବସରେ ଡାକ୍ତରଖାନା ନେବାକୁ ନିର୍ଦ୍ଦେଶ

ବାଲେଶ୍ୱର: ବାହାନଗା ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା ଅନୁସାରେ, ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି । ପ୍ରାୟ ୫୦ଟି ଆମ୍ବୁଲାନ୍ସ ଆହତଙ୍କୁ ମେଡିକାଲ୍ ନେବା ଲାଗି ନିୟୋଜିତ ହୋଇଛି ।…

ଦି କେରଳ ଷ୍ଟୋରୀ: କେଉଁଠାରୁ ଆଣିଥିଲେ ୩୨୦୦୦ ସଂଖ୍ୟା ତାର ପ୍ରମାଣ ଦେଲେ ମେକର୍ସ

ମୁମ୍ବାଇ: ଦି କେରଳ ଷ୍ଟୋରୀ ବକ୍ସ ଅଫିସରେ ଚମତ୍କାର ବ୍ୟବସାୟ କରିବା ପରେ ଶୁକ୍ରବାର ଏହାର ମେକର୍ସ ୩୨୦୦୦ ମହିଳାଙ୍କ ସମ୍ପର୍କରେ ଚାଂଚଲ୍ୟକର ଡାଟା ପ୍ରଦାନ କରିଛନ୍ତି । ଧର୍ମାନ୍ତରଣ କରି ଆଇଏସଆଇଏସରେ କିପରି କେରଳର ମହିଳାମାନଙ୍କୁ ସାମିଲ କରାଯାଇଥିଲା ତାହା ଏହି ଫିଲ୍ମର ବିଷୟବସ୍ତୁ…

ସୋସିଆଲ ମିଡ଼ିଆରେ ଲୋକପ୍ରିୟ ପାଇଁ ଯୁବକ ଖାଇଲେ ବିଷାକ୍ତ ମାଛ: କ’ଣ ହେଲା ଜାଣନ୍ତୁ

ଜାପାନ୍‌: ଆଜିକାଲି ଅନେକ ଯୁବପିଢୀ ସୋସିଆଲ ମିଡ଼ିଆରେ ଲୋକପ୍ରିୟ ହେବା ପାଇଁ କୌଣସି ବି କାମ କରିବାକୁ ପଛାଉ ନାହାନ୍ତି । ଏମିତି କି କିଛି ପିଲା ନିଜ ଜୀବନକୁ ବାଜି ଲଗାଇ ମଧ୍ୟ ଭିଡ଼ିଓ ବନାଉଛନ୍ତି । ଏବେ ଜାପାନର ଜଣେ ଯୁବକ ସୋସିଆଲ ମିଡ଼ିଆରେ ଲୋକପ୍ରିୟ ହେବା ପାଇଁ ବିଷାକ୍ତ ମାଛ ଖାଇ ନିଜ…

ଗୋଟିଏ ଟ୍ରାକରେ ଥିଲା କି ମାଲବାହୀ ଟ୍ରେନ୍ ଓ କରମଣ୍ଡଳ ଏକ୍ସପ୍ରେସ୍ ? ଜାରି ହେଲା ହେଲ୍ପଲାଇନ୍ ନମ୍ବର

ବାଲେଶ୍ୱର: ମାଲବାହୀ ଟ୍ରେନକୁ ଧକ୍କା ଦେଇ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରାକରୁ ଖସିବା ପରେ ଏକାଧିକ ବଗି କ୍ଷତିଗ୍ରସ୍ତ ହୋଇଛି । ସୋର ବାହନଗା ରେଲୱେ ଷ୍ଟେସନ ନିକଟରେ ହାୱଡ଼ା-ଶାଲିମାର ଏକ୍ସପ୍ରେସର ୩ଟି ଏସି କୋଚ୍ ଓ ୫ଟି ସ୍ଲିପର କୋଚ୍ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛି । ତେବେ ସୂଚନା…

କବାଡ଼ିବାଲାଠୁ ଆଣିଲେ ଗାଡ଼ି, ଏବେ ସେଥିରୁ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ମହିଳା

ବ୍ରାଜିଲ: ଅନେକ ଲୋକ ଘରେ ରହିବା ପରିବର୍ତ୍ତେ ବଡ଼ ବଡ଼ ଗାଡିଗୁଡ଼ିକୁ ଘର ବନାଇ ସେଥିରେ ରହିବାକୁ ପସନ୍ଦ କରୁଛନ୍ତି । ଏହା ସେମାନଙ୍କ ପାଇଁ ଲାଭଦାୟକ ହେବା ସହ ବିଭିନ୍ନ ସ୍ଥାନ ବୁଲିବା ଏବଂ ପ୍ରକୃତି ସହିତ ଯୋଡ଼ି ହେବାର ଖୁସି ଦେଇଥାଏ । କିନ୍ତୁ ଜଣେ ମହିଳା କବାଡ଼ିବାଲାଠାରୁ ମାଗଣାରେ ଏକ ଗାଡ଼ି…

ମାଗଣା ବିଜୁଳି, ରାଜସ୍ଥାନ ଦେବା ପରେ ଅନ୍ୟ ରାଜ୍ୟରେ ବି ଉଠିଲା ଦାବି

ଭୁବନେଶ୍ୱର: ଦେଶରେ ଏବେ ଚାଲିଛି ବିଜୁଳି ରାଜନୀତି। ପ୍ରତ୍ୟେକ ବ୍ୟକ୍ତି ବିଜୁଳି ବ୍ୟବହାର କରୁଥିବାବେଳେ ବିଜୁଳି ବିଲ ଲୋକଙ୍କ ପାଇଁ ବଡ଼ ବୋଝ ଭାବେ ଗଣାଯାଉଛି। ତେଣୁ ଏହାକୁ ଆଖି ଆଗରେ ରଖି ରାଜନୈତିକ ଦଳ ଓ ସରକାର ବିଜୁଳିକୁ ନେଇ ରାଜନୀତି କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ଆମ…

ଶକୁନି ଭୂମିକା କରିଥିବା ଗୁଫି ପେଂଟଲ ଗୁରୁତର

ମୁମ୍ବାଇ: ମହାଭାରତରେ ଶକୁନିଙ୍କ ଭୂମିକା କରି ଘରେ ଘରେ ପରିଚିତ ହୋଇଥିବା ଗୁଫି ପଂଟେଲଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଛି । ସେ ଅସୁସ୍ଥ ହେବା ପରେ ତାଙ୍କୁ ଡାକ୍ତରଖାନରେ ଭର୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ଉଦବେଗଜନିତ ଥିବା ଜଣାପଡିଛି । ଅଭିନେତ୍ରୀ ଟିନା ଘାଇ ତାଙ୍କ…

ବିଦେଶରେ ପିଏମ ମୋଦିଙ୍କ ପ୍ରଶଂସା କଲେ ରାହୁଲ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାହୁଲଙ୍କ ପ୍ରଶଂସା। ବିଦେଶ ଗସ୍ତରେ ଯାଇ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ କଡା ସମାଲୋଚନା କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି। ରୁଷ ୟୁକ୍ରେନ ଯୁଦ୍ଧରେ ଭାରତର ଭୂମିକା ଠିକ ବୋଲି ରାହୁଲ…