Latest Odisha News

BREAKING NEWS

Browsing Category

ଫିଚର

ରାହୁଲଙ୍କ ସବୁଠୁ ପ୍ରିୟ ସୁନୀଲ କାନୁଗୋଲୁ

ଭୁବନେଶ୍ୱର: କଂଗ୍ରେସର ବ୍ଲୁଆଏଡ଼ ବୟ ସୁନୀଲ କାନୁଗୋଲୁଙ୍କୁ ଏବେ ଦଳ ପୁରସ୍କୃତ କରିଛି। ସୁନୀଲଙ୍କୁ ରାହୁଲ ଗାନ୍ଧୀଙ୍କ ଠାରୁ ଆରମ୍ଭ କରି ପୁରା କଂଗ୍ରେସର ନବ କଳେବରର ବିନ୍ଧାଣି ବୋଲି କୁହାଯାଉଛି। ରାହୁଲଙ୍କ ଭାରତ ଯୋଡୋ ଯାତ୍ରାଠୁ ଆରମ୍ଭ କରି କର୍ଣ୍ଣାଟକର ବଡ଼ ସଫଳତା ସବୁ ପାଇଁ…

ବାହାନଗା ନିକଟରେ ମାଲବାହୀ ଟ୍ରେନକୁ ଧକ୍କା ଦେଇ ଓଲଟିଲା ହାୱଡ଼ା-ଶାଲିମାର ଏକ୍ସପ୍ରେସ୍

ବାଲେଶ୍ୱର: ସୋର ବାହାନଗା ଷ୍ଟେସନ ନିକଟରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା । ମାଲବାହୀ ଟ୍ରେନକୁ ଧକ୍କା ଦେଇ ଓଲଟିଲା ହାୱଡ଼ା-ଶାଲିମାର ଏକ୍ସପ୍ରେସ୍ । ବାହାନଗା ଷ୍ଟେସନ ନିକଟରେ ହାୱଡ଼ା-ଶାଲିମାର ଏକ୍ସପ୍ରେସର ପ୍ରାୟ ୫ଟି ବଗି ଓଲଟି ପଡ଼ିଥିବା ସୂଚନା ମିଳିଛି । ଏକାଧିକ ଯାତ୍ରୀ ଆହତ…

କୁକୁରକୁ ମିଳିଲା ଚାକିରି : ମାସକୁ ଦରମା ୩୫ ହଜାର

ଚୀନ: କେବଳ ମଣିଷମାନେ ଚାକିରି କରୁଥିବା ସମସ୍ତେ ଜାଣିଛନ୍ତି । ବିଜ୍ଞାନ ଏବଂ ବୈଷୟିକ ଜ୍ଞାନକୌଶଳର ବୃଦ୍ଧି ପରେ ଏବେ ରୋବଟ ପେଟ୍ରୋଲ ପମ୍ପ ହେଉ ବା ରେଷ୍ଟୁରାଣ୍ଟରେ କାମ କରୁଛନ୍ତି । କିନ୍ତୁ କମ୍ପାନୀରେ କୁକୁର ଚାକିରି କରିବା ଶୁଣିଛନ୍ତି ? ଚୀନ୍‌ର ଏକ କମ୍ପାନୀ କୁକୁରକୁ ନିଯୁକ୍ତି ଦେବା…

ସିସୋଡିଆଙ୍କୁ ଆଶ୍ୱସ୍ତି, ଅସୁସ୍ଥ ପତ୍ନୀଙ୍କୁ ଭେଟି ପାରିବେ

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆପ ନେତା ମନୀଷ ସିସୋଡିଆଙ୍କ ବିରୋଧରେ ତଦନ୍ତ ଚାଲିଛି । ଏହି ଅବସରରେ ଶୁକ୍ରବାର ସିସୋଡିଆଙ୍କୁ ଆଶ୍ୱସ୍ତ ମିଳିଛି । ସେ ଶନିବାର ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିପାରିବେ ବୋଲି କୋର୍ଟ କହିଛନ୍ତି । ତେବେ ସେ…

ପ୍ରି ୱେଡିଂ ଫଟୋସୁଟ: କୋବ୍ରା ସହ ପୋଜ୍ ଦେଲେ ଯୁବକଯୁବତୀ

ସାଧାରଣତଃ ଅଧିକାଂଶ ଲୋକ ନିଜ ବିବାହକୁ ସ୍ୱତନ୍ତ୍ର କରିବାକୁ ଚାହାଁନ୍ତି । ଏହାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ଉପାୟ ଆପଣାଇଥାନ୍ତି । ସେ ସାଜ୍ଜସଜ୍ଜା ହେଉ ବା ମେକ୍‌ଅପ୍‌, ବା ଭୋଜି ସବୁକିଛି ନୂଆ କରିବାକୁ ଚାହାଁନ୍ତି ସସସ୍ତେ । ଏବେ ବିବାହ ପୂର୍ବରୁ ପ୍ରି-ୱେଡ଼ିଂ ଫଟୋ ସୁଟ୍‌କୁ ବେଶୀ…

ଆଇପିଏଲ ସରିଲା, ଏବେ ଟିମ ଇଣ୍ଡିଆର ଆଗକୁ ରହିଛି ବ୍ୟସ୍ତବହୂଳ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ଆଇପିଏଲର ସମାପ୍ତି ପରେ ଏବେ ଭାରତୀୟ କ୍ରିକେଟ ଦଳ ନିକଟରେ ବ୍ୟସ୍ତବହୂଳ କାର୍ଯ୍ୟସୂଚୀ ରହିଛି । ୭ ଜୁନରୁ ଓଭାଲରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପର ଫାଇନାଲ ମ୍ୟାଚ ଖେଳାଯିବ । ଏହା ପରେ ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜ ଗସ୍ତରେ ଯିବ । ସେଠାରେ ୨ଟି ଟେଷ୍ଟ,…

ରାହୁଲ ବିଜେପି ସହ ଲଢୁଛନ୍ତି ନା ଦେଶ ସହ : ମୁସଲିମ ଲିଗ ବୟାନ ଉପରେ ପ୍ରଶ୍ନ କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ରାହୁଲ ଗାନ୍ଧି ଆମେରିକାରେ ମୁସଲିମ ଲିଗ ଉପରେ ଦେଇଥିବା ବୟାନକୁ ନେଇ ଦେଶରେ ବିବାଦ ତେଜିଛି । ରାହୁଲ ଗାନ୍ଧୀ ସେଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁସଲିମ ଲିଗକୁ ସମ୍ପୂର୍ଣ୍ଣ ଧର୍ମ ନିରପେକ୍ଷ ଦଳ ବୋଲି ଦର୍ଶାଇଛନ୍ତି । ଏହାକୁ ନେଇ ବିଜେପି ନେତାମାନେ ରାହୁଲ ଗାନ୍ଧୀଙ୍କ…

କଳା ଆମ୍ବ: ଭିଡ଼ିଓ ଭାଇରାଲ, ଅସଲି ନା ନକଲି ଲୋକେ ଦ୍ୱନ୍ଦ୍ୱରେ

ନ୍ୟୁୟର୍କ: ଗ୍ରୀଷ୍ମ ଋତୁ ଚାଲିଛି । ଅଧିକାଂଶ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛିି । ଲୋକମାନେ ପ୍ରବଳ ଖରାରେ ଡ଼ହଳବିକଳ ବି ହେଉଛନ୍ତି । ଭୀଷଣ ତାତି ଯୋଗୁ ଲୋକେ ଘରୁ ବାହାରି ପାରୁନାହାନ୍ତି । ରାସ୍ତାଘାଟ ପୁରା ଶୂନ୍‌ଶାନ ହୋଇଯାଉଛି । ଆଉ ଗ୍ରୀଷ୍ମ ଋତୁରେ ବିଭିନ୍ନ ଫଳ ଭିତରେ…

ସଂସଦ ଭବନରେ ଅଖଣ୍ଡ ଭାରତର ନକ୍ସା ଦେଖି ଫିଡିକିଲେ ପଡୋଶୀ; ପାକିସ୍ତାନ କହିଲା ’ଆମେ ବହୁତ ଚିନ୍ତିତ’

ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଅଖଣ୍ଡ ଭାରତର ନକ୍ସା ଦେଖି ଫିଡିକିଲେ ପଡୋଶୀ ।  ଭାରି ଅସନ୍ତୁଷ୍ଟ ୨ ଦେଶ । ନେପାଳ ପରେ ଏବେ ପାକିସ୍ତାନ ଅଖଣ୍ଡ ଭାରତକୁ ନେଇ ଅସନ୍ତୋଷ ଜାହିର କରିଛି । ପାକିସ୍ତାନ ବିଦେଶ ମନ୍ତ୍ରାଳୟ ପ୍ରବକ୍ତା ମୁମତାଜ ଜହରା କହିଛନ୍ତି, ଭାରତ ସଂସଦ ଭବନର ନୂଆ କୋଠାରେ…

କାଲିଠୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଂକକୁ ଉଡ଼ିବ ସିଧାସଳଖ ବିମାନ

ଭୁବନେଶ୍ୱର: ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ପରେ ଆସନ୍ତାକାଲି (ଶନିବାର) ଠାରୁ ସିଙ୍ଗାପୁର ଓ ବ୍ୟାଂକକ ସିଧାସଳଖ ବିମାନ ଉଡ଼ିବ । ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଂକକକୁ ରାଉଣ୍ଡ ଟ୍ରିପ୍ ବିମାନ ଭଡ଼଼ା ୧୫ ହଜାର ଟଙ୍କା ରହିଛି । ଭୁବନେଶ୍ୱର-ସିଙ୍ଗାପୁର ବିମାନ ଭୁବନେଶ୍ୱରରୁ…