Latest Odisha News

BREAKING NEWS

Browsing Category

ଫିଚର

ଶାହୀଦଙ୍କୁ ଅଣଦେଖା କଲେ କରୀନା

ମୁମ୍ବାଇ: ଦାଦା ସାହେବ ଫାଲକେ ଆନ୍ତର୍ଜାତୀୟ ପୁରସ୍କାର ସମାରୋହ ମୁମ୍ବାଇରେ ଆୟୋଜିତ ହୋଇଯାଇଛି । ଏଥିରେ ବଲିଉଡର ନାମୀ ଦାମୀ ସେଲିବେଟି ସାମିଲ ହୋଇଥିଲେ । ତେବେ ରେଡ କାର୍ପେଟରେ କରୀନା କାପୁର ଓ ଶାହୀଦ କାପୁର ମୁହାଁମୁହିଁ ହେବାର ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି । ଶାହୀଦ ଫିଲ୍ମ…

ଆସନ୍ତାକାଲିଠୁ ଆରମ୍ଭ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା, ଚଳଚଞ୍ଚଳ ମହିମାଗାଦୀ ପୀଠ

ଢେଙ୍କାନାଳ: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଠାରୁ ଆରମ୍ଭ ହେବ ବିଶ୍ବପ୍ରସିଦ୍ଧ ଜୋରନ୍ଦା ମାଘ ମେଳା । ଯାହାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ମହିମା ଧର୍ମର ମୁଖ୍ୟ ପୀଠ । ପ୍ରତିବର୍ଷ ମାଘ ଶୁକ୍ଳ ଚତୁର୍ଦ୍ଦଶୀ ରେ ଏହି ମେଳା ଅନୁଷ୍ଠିତ ହୋଇଥାଏ । ଆସନ୍ତା ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ…

ବିଦେଶିନୀଙ୍କୁ ଅସଦାଚରଣ ଅଭିଯୋଗ, ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ନିକଟରେ ବିଦେଶିନୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ସେବାୟତ । ଗିରଫ ସେବାୟତ ଜଣକ ହେଲେ କୁଣ୍ଡୁ ମହାପାତ୍ର । ଅଭିଯୁକ୍ତ ବିରୋଧରେ ଆଇପିସିର ଧାରା ୩୫୪, ୩୫୪ ଏ ରେ ମାମଲା ରୁଜୁ କରାଯାଇଛି । ସୂଚନା ମୁତାବକ, ଲିଙ୍ଗରାଜ ମନ୍ଦିରର ଐତିହ୍ୟ ବିଷୟରେ…

ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍, ଆଜି ଆଉ ୫ଟି ଜିଲ୍ଲାରେ ହେଲା ଶୁଭାରମ୍ଭ

ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ଆଉ ୫ଟି ଜିଲ୍ଲା ତଥା ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗ୍ରାମାଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ପ୍ରତ୍ୟାହାର ହେବ ଜନଜାତି ସଦସ୍ୟଙ୍କ ଉପରେ ଥିବା ୪୮୦୧୮ ମାମଲା

ଭୁବନେଶ୍ବର: ଓଡିଶାର ଜନଜାତୀ ସଦସ୍ୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟଙ୍କ ବଡ ଘୋଷଣା । ପ୍ରତ୍ୟାହାର ହେବ ସେମାନଙ୍କ ଉପରେ ଥିବା ଅନେକ ଛୋଟ ଛୋଟ ମକଦ୍ଦମା । ଏହି ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ ଯେ,…

ସମ୍ପୁର୍ଣ୍ଣ ଭଙ୍ଗାଯିବ ବାରବାଟୀ ଷ୍ଟାଡିୟମ୍, ନୂତନ ଶୈଳୀରେ ହେବ ନିର୍ମାଣ

କଟକ: ନୂଆ ରୂପ ନେବ ଐତିହାସିକ ବାରବାଟୀ ଷ୍ଟାଡିୟମ । ସମ୍ପୁର୍ଣ୍ଣ ଭାବରେ ଭଙ୍ଗା ହେବ ବାରବାଟୀ ଷ୍ଟାଡିୟମ । ଏଥି ନିମନ୍ତେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି କଟକ ସ୍ଥିତ ବାରବାଟୀ ଷ୍ଟାଡିୟମରେ ପହଞ୍ଚି ଏହାର ସମୀକ୍ଷା କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌।…

ଭିଜିଲାନ୍ସ ପଞ୍ଝାରେ ରାଜସ୍ଵ ସହାୟକ, ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଟିମ୍

ବଲାଙ୍ଗିର: ଭିଜିଲାନ୍ସ ପଞ୍ଝାରେ ରାଜସ୍ଵ ସହାୟକ । ମୁରିବାହାଲ ତହସିଲର ରାଜସ୍ଵ ସହାୟକ ତଥା ରେକର୍ଡ କିପର ହେବଲେଟ ବାର୍ଲାଙ୍କୁ ଧରିଛି ଭିଜିଲାନ୍ସ । ଜମି ପଟ୍ଟା କରାଇଦେବା ନାଁରେ ଜଣେ ବ୍ୟକ୍ତିଙ୍କ ଠାରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ଅଫିସ ସହ…

ଶ୍ରୀମନ୍ଦିରରେ ଜଗା ଦର୍ଶନ କରିପାରିବେ ଦିବ୍ୟାଙ୍ଗ ଭକ୍ତ, ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ନୂଆ ଏସଓପି

ପୁରୀ: ଖୁବଶୀଘ୍ର ଦିବ୍ୟାଙ୍ଗ ଭକ୍ତଙ୍କ ଜଗା ଦର୍ଶନ ହେବ ସହଜ । ଆଜି ଏନେଇ ଛତିଶାନିଯୋଗ ବୈଠକରେ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ନୂଆ ଏସଓପି ଜାରି ହୋଇଛି । ଦିବ୍ୟାଙ୍ଗ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବା ପୂର୍ବରୁ ଅନଲାଇନରେ ନିଜ ନାମ ପଞ୍ଜୀକୃତ କରିବେ । ସେମାନଙ୍କୁ ପ୍ରଥମେ ହୁଇଲ୍…

ଶଙ୍ଖ ଛାଡି ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ଵର: ଶଙ୍ଖ ଛାଡି ପଦ୍ମ ଧରିଲେ ଗାପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବିଜେପିରେ ସାମିଲ ହେଲେ ପ୍ରଦୀପ ପାଣିଗ୍ରାହୀ । ବିଜେପି ଦଳୀୟ କାର୍ଯ୍ୟାଳୟକୁ ଆସି ସାମିଲ ହେଲେ ପ୍ରଦୀପ । ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଲେ ପ୍ରଦୀପ। ଗତ କିଛି ଦିନ ତଳେ ପ୍ରଦୀପ…

ଆରପାରିରେ କିମ୍ବଦନ୍ତୀ ରେଡିଓ ଉପସ୍ଥାପକ ଅମିନ ସାୟାନୀ

ନୂଆଦିଲ୍ଲୀ: ରେଡିଓ ଯୁଗରେ ଭାରତରେ ଘରେ ଘରେ ପରିଚିତ ହୋଇପାରିଥିବା ଲୋକପ୍ରିୟ ଉପସ୍ଥାପକ ଅମିନ ସାୟାନୀଙ୍କ ପରଲୋକ । ୯୧ ବର୍ଷ ବୟସରେ ହୃଦଘାତରେ ଆଖି ବୁଜିଛନ୍ତି ଭାରତର ଏହି ମହାନ ରେଡିଓ ଘୋଷକ । ଆକାଶବାଣୀ ବିବିଧ ଭାରତୀର ଲୋକପ୍ରିୟ କାର୍ଯ୍ୟକ୍ରମ ‘ବିନାକା ଗୀତମାଲା’ ଉପସ୍ଥାପନା କରି…