Latest Odisha News

BREAKING NEWS

Browsing Category

ଫିଚର

ସ୍କୁଟିରେ ପ୍ରେମୀ ଯୁଗଳଙ୍କ ଖୁଲମ୍‌ଖୁଲା ରୋମାନ୍ସ

ନୂଆଦିଲ୍ଲୀ: ସ୍କୁଟିରେ ପ୍ରେମୀ ଯୁଗଳଙ୍କ ରୋମାନ୍ସ । ଲାଗୁଛି ଯେମିତି ଦୁନିଆର କାହାକୁ ସେମାନଙ୍କର ଖାତିର ନାହିଁ । ବିନ୍ଧାସ ଓ ବେପରୁଆ ଭାବେ ନିଜ ଦୁନିଆରେ ସେମାନେ ମସଗୁଲ୍ । ସତେ ଅବା ସେମାନଙ୍କ ପ୍ରତି କାହାର ବି ନଜର ନାହିଁ । ଅଥବା କେହି ସେମାନଙ୍କୁ ଦେଖୁନାହାନ୍ତି । ସ୍କୁଟି୍‌ରେ…

ଆଇପିଏଲରୁ ଅବସର ଘୋଷଣା କଲେ ଅମ୍ବାତି ରାୟୁଡୁ

ଅହମ୍ମଦାବାଦ: ଚେନ୍ନାଇ ସୁପର କିଙ୍ଗସର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଆଇପିଏଲ ଫାଇନାଲ ପୂର୍ବରୁ ଅବସର ଘୋଷଣା କରିଛନ୍ତି । ସେ କହିଛନ୍ତି ଏହା ମୋର ଶେଷ ଆଇପିଏଲ । ମୁଁ ୟୁ ଟର୍ଣ୍ଣ ନେବାର ପ୍ରଶ୍ନ ଉଠୁନି । ରବିବାର ଚେନ୍ନାଇ ସୁପର କିଙ୍ଗସ ଓ ଗୁଜରାଟ ଟାଇଟନ୍ସ ମଧ୍ୟରେ ଫାଇନାଲ ମ୍ୟାଚ…

ଘର ଛାଡ଼ି କାରରେ କୁକୁର,ବିଲେଇ ସହ ରୁହନ୍ତି ମହିଳା

ଯେଉଁମାନଙ୍କର ନିଜସ୍ୱ ଘର ନାହିଁ ସେମାନେ ରାସ୍ତାକଡ଼ରେ ରହିବାକୁ ବାଧ୍ୟ ହୋଇଥାନ୍ତି । କିନ୍ତୁ ଆପଣ କେବେ କାହାକୁ ନିଜ ଇଚ୍ଛାରେ ରାସ୍ତାକଡ଼ରେ ରହୁଥିବା ଦେଖିଛନ୍ତି କି? ଆଜିକାଲି ଜଣେ ମହିଳା ଏକ କାରରେ ରୁହନ୍ତି, ତାହା ମଧ୍ୟ ତାଙ୍କ ଗୃହପାଳିତ ପଶୁମାନଙ୍କ ସହିତ । ଆପଣ ଏବେ ଭାବୁଥିବେ ଯେ,…

ମାଲେସିଆ ମାଷ୍ଟର୍ସ ଟାଇଟଲ ଜିତି ଇତିହାସ ରଚିଲେ ପ୍ରଣୟ

ନୂଆଦିଲ୍ଲୀ: ମାଲେସିଆ ମାଷ୍ଟର୍ସ ବ୍ୟାଡମିଂଟନରେ ଭାରତର ଏଚଏସ ପ୍ରଣୟ ଟାଇଟଲ ହାସଲ କରି ଇତିହାସ ରଚିଛନ୍ତି । ପୁରୁଷ ସିଙ୍ଗଲ୍ସରେ ସେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଫାଇନାଲରେ ପ୍ରଣୟ ଚୀନର ୱେଙ୍ଗ ହୋଙ୍ଗୟାଙ୍ଗଙ୍କୁ ୨୧-୧୯, ୧୩-୨୧ ଓ ୨୧-୧୮ରେ ପରାସ୍ତ କରିଥିଲେ । ସାଇନା…

୨୦୨୪ ନିର୍ବାଚନ ପ୍ରସ୍ତୁତି, ଗୋଟିଏ ସ୍ଥାନରେ ୩ ବର୍ଷ ପୂରଣ କରିଥିବା କର୍ମଚାରୀଙ୍କ ତାଲିକା ମାଗିଲେ ସରକାର

ଭୁବନେଶ୍ୱର: ସାଧାରଣ ନିର୍ବାଚନକୁ ପାଖାପାଖି ବର୍ଷେ ବାକିଥିବା ବେଳେ ଆରମ୍ଭ ହୋଇଛି ପ୍ରସ୍ତୁତି । ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଏକି ଚିଠି କରାଯାଇଛି ।…

ଅଶାନ୍ତ ମଣିପୁର, ୪୦ ସନ୍ଦିଗ୍ଧଙ୍କୁ ଗୁଳି କଲେ ସୁରକ୍ଷାକର୍ମୀ

ଇମ୍ଫାଲ୍: ଅଶାନ୍ତ ମଣିପୁରରେ ଏନକାଉଣ୍ଟର । ୪୦ ସନ୍ଦିଗ୍ଧଙ୍କୁ ଗୁଳି କଲେ ମଣିପୁର ପୋଲିସର ଯବାନ । ମଣିପୁରର ଏକାଧିକ ଅଞ୍ଚଳରେ ୮ ଘଣ୍ଟା ଧରି ଅପରେସନ୍ ପରେ ହିଂସାରେ ସମ୍ପୃକ୍ତ ୪୦ ଜଣ ସନ୍ଦିଗ୍ଧଙ୍କୁ ଗୁଳି କରିଛନ୍ତି ସୁରକ୍ଷାକର୍ମୀ । ଏନେଇ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂ…

ନବ ଦାସ ହତ୍ୟା ଚାର୍ଜସିଟକୁ ନେଇ ନାଖୁସ୍ ତାରା, କହିଲେ ‘ବଡ଼ବଡ଼ିଆ ସାମିଲ୍ ଥିବାରୁ ତଦନ୍ତ ବାଟବଣା’

ଭୁବନେଶ୍ୱର: ନବୀନ ଖୁସି ଥିବେ ମୁଁ ନୁହଁ । ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ଏମିତି ଢ଼ଙ୍ଗରେ ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ରବିବାର ଚାର୍ଜସିଟ୍ ଉପରେ ପ୍ରତିକ୍ରିୟା ଦେଇ ବରିଷ୍ଠ କଂଗ୍ରେସ ନେତା ବାହିନୀପତି କହିଛନ୍ତି,…

ଆନ୍ଦୋଳନରତ ରେସଲରଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ, ହଟିଲା ଜନ୍ତରମନ୍ତରରୁ ତମ୍ବୁ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିବା ସହ ନ୍ୟାୟ ପାଇଁ ରେସଲରମାନେ ଜନ୍ତରମନ୍ତରରେ ଧାରଣା ଦେଇଥିଲେ । ରବିବାର ରେସଲରମାନେ ନୂତନ ସଂସଦ ଭବନ ଯିବାକୁ ବାହାରିବାରୁ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ।…

କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ ଓ ମହମ୍ମଦ ମୋକିମ୍‌ଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସରେ ରହିଛି କି ନେତୃତ୍ୱ ସଂକଟ ? ଦଳରେ ନେତୃତ୍ୱ ସଂକଟ ନେଇ ଦେଇଥିବା ମନ୍ତବ୍ୟ ଏବେ ଦୁଇ କଂଗ୍ରେସ ନେତାଙ୍କୁ ମହଙ୍ଗା ପଡ଼ିଛି । ଦଳ ବିରୋଧୀ ମନ୍ତବ୍ୟ ପାଇଁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ ଓ ବାରବାଟି-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଦଳ ପକ୍ଷରୁ…

ନୂଆ ସଂସଦ ଭବନରୁ ଦେଶବାସୀଙ୍କୁ ପିଏମଙ୍କ ସମ୍ବୋଧନ, ‘ଭାରତ ଆଗକୁ ବଢ଼ିଲେ ବିଶ୍ୱ ଆଗକୁ ଯିବ’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆ ସଂସଦ ଭବନକୁ ଲୋକାର୍ପିତ କରିଛନ୍ତି । ବୈଦିକ ରୀତିନୀତି ଅନୁସାରେ ଓ ସର୍ବ ଧର୍ମ ପ୍ରାର୍ଥନା ପରେ ଉଦଘାଟିତ ହୋଇଛି ନୂଆ ସଂସଦ ଭବନ । ସଂସଦ ଭନବରେ ସେଙ୍ଗୋଲକୁ ସ୍ଥାପିତ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ…