Latest Odisha News

BREAKING NEWS

Browsing Category

ଫିଚର

କାହିଁକି ଦଶହରା ଦିନ ନୀଳକଣ୍ଠ ପକ୍ଷୀ ଦର୍ଶନ ହୁଏ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଏହାର ମହତ୍ତ୍ଵ

ଭୁବନେଶ୍ୱର: ଓଡ଼ିଶା ଏକ କୃଷିପ୍ରଧାନ ଅର୍ଥନୀତି ହୋଇଥିବାରୁ ଏହାର ଅନେକ ପର୍ବ ଏବଂ ସାଂସ୍କୃତିକ ପ୍ରଥା ଚାଷ ସହିତ ଜଡିତ। ଯେପରିକି ନୂଆଖାଇ, ରଜ ଏବଂ ମକର ସଂକ୍ରାନ୍ତି। ଏହି ପର୍ବଗୁଡ଼ିକରେ ଫସଲର ଭଲ ଅମଳ ପାଇଁ ବିଭିନ୍ନ ଦେବା ଦେବୀଙ୍କୁ ପୂଜା କରି ନୈବେଦ୍ୟ ଅର୍ପଣ କରାଯାଏ। ଏହି…

ଭାରତ ହାତରେ ଜ୍ୟାକପଟ; ଗ୍ୟାସ ଭଣ୍ଡାରର ଭିଡିଓ ଜାରି କଲେ ମନ୍ତ୍ରୀ…

ନୂଆଦିଲ୍ଲୀ: ଭାରତ ହାତରେ ଲାଗିଛି ଏକ ବଡ ଜ୍ୟାକପଟ। ଆଣ୍ଡାମାନ ସାଗରରେ ୩୦୦ ମିଟର ଗଭୀରରେ ଲୁଚି ରହିଥିବା ଏକ ଗ୍ୟାସ ଭଣ୍ଡାର ଠାବ ହୋଇଛି। ଏହା ଭାରତର ଶକ୍ତି କ୍ଷେତ୍ର ପାଇଁ ଏକ ପ୍ରମୁଖ ସଫଳତା ହେବ। ଆଣ୍ଡାମାନ ସାଗରରେ ଅବସ୍ଥିତ ଶ୍ରୀ ବିଜୟପୁରମ ୨ରେ ପ୍ରାକୃତିକ ଗ୍ୟାସ ଭଣ୍ଡାର…

ଆଜି ସ୍ୱତନ୍ତ୍ର ଓଟିଇଟି; ୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ-ଶିକ୍ଷୟିତ୍ରୀ ଦେଉଛନ୍ତି ପରୀକ୍ଷା

ଭୁବନେଶ୍ୱର: ଆଜି ରାଜ୍ୟବ୍ୟାପୀ ବାଧ୍ୟତାମୂଳକ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେଉଛି। ପ୍ରାୟ ୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଉଛନ୍ତି। ରାଜ୍ୟର ୧୯୩ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଉଛନ୍ତି। ସାରା ରାଜ୍ୟରେ ଲଘୁଚାପ…

୭୫ ବରପୁତ୍ରଙ୍କ ନିର୍ମାଣ ହେବ ନୂଆ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାରେ ଭକ୍ତ ମନେଇ ସାହୁ, ଅଟଳ ବିହାରୀ ବାଜପେୟୀ,…

ଏହି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ…

କୋରାପୁଟ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାହା ଫଳରେ କୋରାପୁଟ ଜିଲ୍ଲା ପ୍ରଶାସନ ସେପ୍ଟେମ୍ବର ୨୮ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛି। ସେପ୍ଟେମ୍ବର ୨୭ ତାରିଖ ବେଳକୁ ଦକ୍ଷିଣ…

୮୫ କୋଟି ଟଙ୍କାରେ ରାଇରଙ୍ଗପୁରରେ ହେବ ନୂଆ ଆୟୁର୍ବେଦିକ କଲେଜ

ଭୁବନେଶ୍ୱର: ଆୟୁର୍ବେଦ ହେଉଛି, ସାରା ବିଶ୍ବକୁ ଭାରତର ଏକ ଅମୂଲ୍ୟ ଅବଦାନ। ଆମ ଉଦ୍ଦେଶ୍ୟ ହେଉଛି ଆୟୁର୍ବେଦକୁ କେବଳ ଏକ ଚିକିତ୍ସା ପ୍ରଣାଳୀ ନୁହେଁ ବରଂ ସମଗ୍ର ମାନବ ଜାତିର କଲ୍ୟାଣ ପାଇଁ ଆମର ଜ୍ଞାନ ଓ ଦାର୍ଶନିକ ଦୃଷ୍ଟିକୋଣକୁ ଉପସ୍ଥାପିତ କରିବା। ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ…

ବିସିସିଆଇର ନୂଆ ସଭାପତି ହେବେ କି ମିଥୁନ ମନହାସ, ଭରିଲେ ନାମାଙ୍କନ…

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ସଭାପତି ପଦରୁ ରୋଜର ବିନିଙ୍କର କାର୍ଯ୍ୟକାଳ ଶେଷ ହେବା ପରଠାରୁ ଏହି ପଦ ଖାଲି ପଡ଼ିଛି। ଆଉ ଏବେ ନୂତନ ସଭାପତି ପଦ ପାଇଁ ଚୟନ ପ୍ରକ୍ରିୟା ଦୌଡ଼ରେ ବର୍ତ୍ତମାନ୍ ଦିଲ୍ଲୀର ପୂର୍ବତନ ଅଧିନାୟକ ମିଥୁନ ମନହାସ ସାମିଲ ହୋଇଛନ୍ତି।…

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଧିକାରୀ; ୨୬୩ ଗ୍ରାମ ସୁନା ସହ ମୂଲ୍ୟବାନ ସମ୍ପତ୍ତି…

ଭୁବନେଶ୍ୱର: ରାୟଗଡା ଜିଲ୍ଲାର କାଶୀପୁର ଫରେଷ୍ଟ ରେଞ୍ଜର ଫରେଷ୍ଟ ରେଞ୍ଜ ଅଧିକାରୀ ଅନ୍ତର୍ଜ୍ୟାମି ସାହୁଙ୍କୁ ଆୟ ବହିର୍ଭୁତ  ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ଶନିବାର ଭିଜିଲାନ୍ସ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ, ତାଙ୍କ ପାଖରେ…

ଦକ୍ଷିଣ କୋରିଆରେ ତାଲିମ ନେବେ ଓଡ଼ିଶା ତୀରନ୍ଦାଜ

ରାଉରକେଲା: ସୁନ୍ଦରଗଡ଼ ସ୍ଥିତ ସାଇ ତାଲିମ କେନ୍ଦ୍ରର ଦୁଇଜଣ ଯୁବ ତୀରନ୍ଦାଜ ଖେଳାଳି ସ୍ୱତନ୍ତ୍ର ତାଲିମ ପାଇଁ ଦକ୍ଷିଣ କୋରିଆ ଯିବେ। ଏହି ସମୟରେ ସେମାନଙ୍କ ପ୍ରଶିକ୍ଷକ ମଧ୍ୟ ସେମାନଙ୍କ ସହିତ ରହିବେ। ଭାରତୀୟ କ୍ରୀଡା ପ୍ରାଧିକରଣ (ସାଇ) ଦେଶର ବିଭିନ୍ନ କେନ୍ଦ୍ରରୁ ୨୦ ଜଣ ଯୁବ ତୀରନ୍ଦାଜ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା ତାରିଖ ଘୋଷଣା…

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଗୁରୁବାର ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା-୨୦୨୪ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ପରୀକ୍ଷା ୧୨ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହେବାକୁ ଯାଉଛି। ଓପିଏସସି ଦ୍ୱାରା ପ୍ରକାଶିତ ସମୟ ସାରଣୀ ଅନୁଯାୟୀ, ପ୍ରିଲିମ୍ ପରୀକ୍ଷା ୬ଟି…