Latest Odisha News

BREAKING NEWS

Browsing Category

ଫିଚର

ଫେବୃଆରୀ ୨୧ ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ

ଭୁବନେଶ୍ୱର: ବିଜେଡ଼ି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି ଏବଂ ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି । ନବୀନ ସରକାରରେ ରାଜ୍ୟର ମହିଳାମାନେ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କେବଳ ସେ…

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ବାର ଯଥାଶୀଘ୍ର ଖୋଲିବାକୁ ଦାବି କଲା ଆପ୍ ୟୁଥ୍ ଟିମ୍

ପୁରୀ: ପୂର୍ବ ପରି ଶ୍ରୀମନ୍ଦିର ୪ ଦ୍ଵାର ଦେଇ ଭକ୍ତଙ୍କୁ ଦର୍ଶନ ସୁଯୋଗ ଦେବାକୁ ଦାବି କରିଛି ଆପ୍ ୟୁଥ୍ ଟିମ୍ । ଯାହାକୁ ନେଇ ଆଜି ଆପ୍ ତରଫରୁ ଜିଲ୍ଲାପାଳଙ୍କ ଅନୁପସ୍ଥିତି ଯୋଗୁଁ ଅତିରିକ୍ତ ଜିଲ୍ଲାପାଳ କୈଳାଶ ଚନ୍ଦ୍ର ନାୟକ ଏବଂ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଭକ୍ତ ଏବଂ ପୁରୀ ବାସୀଙ୍କ…

ବଜାରରେ ସେନା ୟୁନିଫର୍ମର ବେଆଇନ ବିକ୍ରି, ପୋଲିସ ଓ ସେନାର ମିଳିତ ଚଢ଼ାଉ

ବ୍ରହ୍ମପୁର: ଖୋଲା ବଜାରରେ ମିଳୁଛି ଭାରତୀୟ ସେନାର ୟୁନିଫର୍ମ କପଡା । ଏପରି ଏକ ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁରରେ । ଖବରପାଇବା ପରେ ବ୍ରହ୍ମପୁର ଟାଉନ ଥାନା ପୁଲିସ ଓ ମିଲିଟାରୀ ଗୁଇନ୍ଦା ସଂସ୍ଥା ଏହି ଦୋକାନ ଉପରେ ମିଳିତ ଚଢାଉ କରିଛି । ଚଢାଉ ବେଳେ ୪୮୮ ମିଟର କପଡ଼ା ଜବତ କରିଛନ୍ତି,…

କାଲି ମାଟ୍ରିକ ପରୀକ୍ଷା, ଆଜି ରାଜରାସ୍ତାରେ ଶିକ୍ଷକ

ଭୁବନେଶ୍ୱର:ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ଆରମ୍ଭ ହୋଇଯିବ ସ୍କୁଲ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରସ୍ତୁତି ଚାଲିଥିବା ବେଳେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ଦୀର୍ଘ ୧୨ ଦିନ ହେଲା ଭୁବନେଶ୍ବର ଗାନ୍ଧୀ ମାର୍ଗରେ…

ଓଡ଼ିଶା ସମେତ ୭ଟି ରାଜ୍ୟକୁ ଗୃହ ମନ୍ତ୍ରଣାଳୟର ଚିଠି; ଖାଲି ପଦବୀରେ ଡିଜିପିଙ୍କୁ ନିଯୁକ୍ତି ଦିଅ

ନୂଆଦିଲ୍ଲୀ: ରାଜ୍ୟର ଆଇଶୃଙ୍ଖଳାର ସୁରକ୍ଷା ପାଇଁ ଖାଲି ପଡିଛି ପୋଲିସ ଅଧିକାରୀଙ୍କ ପଦବୀ। ତାଙ୍କ ଜାଗାରେ ଅସ୍ଥାୟୀ ଡିଜିପିମାନେ ପୋଲିସ ମୁଖ୍ୟ ଭାବରେ କାର୍ଯ୍ୟ କରୁଛନ୍ତି। ଯୋଗ୍ୟ ଅଧିକାରୀଙ୍କ ଉପଲବ୍ଧତା ସତ୍ତ୍ୱେ ରାଜ୍ୟ ସରକାର ନିୟମିତ ପୋଲିସ ମୁଖ୍ୟ ନିଯୁକ୍ତ କରୁନାହାନ୍ତି। ଯାହାକୁ ନେଇ…

ଭଦ୍ରକ ବରପଦା ଇଞ୍ଜିନିୟରିଙ୍ଗ କଲେଜ ଗେଟ ଆଗରେ ବିଭିନ୍ନ ଦାବିନେଇ ବିକାଶ ମଞ ପକ୍ଷରୁ ଧାରଣା

ଭଦ୍ରକ: ଇଡି ରେଡ୍ ପରେ ଦିନକୁ ଦିନ ବଢିବାରେ ଲାଗିଛି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଓ ତାଙ୍କ ପୁଅଙ୍କ ଅଡୁଆ । ଭଦ୍ରକ ସ୍ଥିତ ବରପଦା ଇଞ୍ଜିନିୟରିଂ କଲେଜ୍ ସମ୍ମୁଖରେ ଅନେକ କର୍ମଚାରୀଙ୍କ ଆନ୍ଦୋଳନ । ଗେଟ ଆଗରେ ବରପଦା ବିକାଶ ମଞ୍ଚ ପକ୍ଷରୁ ବିକ୍ଷୋଭ ସହ ନାରାବାଜି । ବିଭିନ୍ନ ଦାବିନେଇ ବିକାଶ…

ସୁବର୍ଣ୍ଣପୁରରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା । ଏହାକୁ ଆଜି ଭିସି ମାଧ୍ୟମରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ଜିଲ୍ଲାର ସମସ୍ତ ୧୦୯ ଟି ପଚାଂୟତରୁ ୬ ଟି ବ୍ଲକ ସଦର ମହକୁମା କୁ ସାଧାରଣ ଲୋକଙ୍କୁ ଗମନା…

ଇଡିର ଷଷ୍ଠ ସମନକୁ ବି କେଜ୍ରିଓ୍ବାଲଙ୍କ ବେଖାତିର୍, ଆପ୍ କହିଲା କୋର୍ଟର ନିର୍ଦ୍ଦେଶକୁ ଅପେକ୍ଷା କର

ନୂଆଦିଲ୍ଲୀ: ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ର ଷଷ୍ଠ ସମନକୁ ବି ଖାତିର କଲେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଅରବିନ୍ଦ କେଜ୍ରିୱାଲ ଇଡିରେ ଷଷ୍ଠଥର ପାଇଁ ହାଜର ହେବେନାହିଁ ବୋଲି ଆପ୍ ପକ୍ଷରୁ କୁହାଯାଇଛି । ଯାଞ୍ଚ ଏଜେନ୍ସି କେଜ୍ରିଓ୍ବାଲଙ୍କୁ ବାରମ୍ବାର ସମନ ପଠାଇବା ଅପେକ୍ଷା…

ଯଦି ସୁଦାମା ଆଜି ଭଗବାନ କୃଷ୍ଣଙ୍କୁ ଚାଉଳ ଦେଇଥାନ୍ତେ ତେବେ ତାଙ୍କ ଉପରେ ମଧ୍ୟ ଭ୍ରଷ୍ଟାଚାରର ଆରୋପ ଲାଗିଥାଆନ୍ତା:…

ଲକ୍ଷ୍ନୌ: ଉତ୍ତରପ୍ରଦେଶର ସମ୍ୱଲରେ କଳ୍କି ଧାମର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆଜି ଉତ୍ତରପ୍ରଦେଶର ମାଟିରୁ ଭକ୍ତି ଓ ଆଧ୍ୟାତ୍ମିକତାର ଆଉ ଏକ ସ୍ରୋତ ପ୍ରବାହିତ ହେଉଛି। ଆଜି ଅନ୍ୟ ଏକ ପବିତ୍ର ସ୍ଥାନର ଭିତ୍ତିପ୍ରସ୍ତର ସ୍ଥାପନ…