Latest Odisha News

BREAKING NEWS

Browsing Category

ଫିଚର

‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଆରମ୍ଭ ହୋଇଛି ୨ ଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି…

ଭୁବନେଶ୍ବର: ରାଜ୍ୟ ସରକାରଙ୍କ 'ନୂଆ ଓଡ଼ିଶା' କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱ ଠାରେ ଆରମ୍ଭ ହୋଇଛି ଦୁଇ ଦିନିଆ 'ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ' । ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ୫୦୦ରୁ ଅଧିକ ପ୍ରମୁଖ ବ୍ୟକ୍ତିତ୍ବ, ୧୦୦ରୁ ଅଧିକ ବିଶିଷ୍ଟ ବକ୍ତା, ନୀତି ନିର୍ଦ୍ଧାରକ ଏବଂ…

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି। ଓଡ଼ିଶା ପ୍ରଦେଶ ନିର୍ବାଚନ କମିଟି(ପିଇସି) ବୈଠକରେ…

ସୁଧୁରୁନି ସ୍ବାସ୍ଥ୍ୟାବସ୍ଥା, ଭୁବନେଶ୍ବର ଘରୋଇ ମେଡିକାଲକୁ ସ୍ଥାନାନ୍ତର ହେଲେ ବିଧାୟକ ଅନନ୍ତ ଦାସ

ଭୁବନେଶ୍ବର: ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାକୁ ସ୍ଥାନାନ୍ତର ହେଲେ ଭୋଗରାଇ ବିଧାୟକ ଅନନ୍ତ ଦାସ । ବୟସ ଅଧିକ କାରଣରୁ ସେ କିଛି ଦିନ ହେଲା ଅସୁସ୍ଥ ଥିଲେ । ଗତକାଲି ସନ୍ଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ…

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୧୬ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ । ଏହାସହ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି ।…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ, ଜଣେ ଗୁରୁତର

କଳାହାଣ୍ଡି: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି । ଏଭଳି ଦୁଃଖଦ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଦାନିକାପେଲ ଗାଁରେ । ମୃତକ ଦୁଇ ଜଣ ମହିଳା ହୋଇଥିବା ବେଳେ ସେମାନଙ୍କ ନାମ ଡଙ୍ଗେ ମାଝୀ ଏବଂ ଟିଙ୍ଗୁ ମାଝୀ ବୋଲି…

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ, ଫଟୋରେ ଥିବା ଅଜଣା ଯୁବକଙ୍କୁ ଖୋଜୁଛି ପୋଲିସ

ବଲାଙ୍ଗିର: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଘଟଣା ଏପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନଥିବା ବେଳେ ସାମ୍ନାକୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର । ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଛି ହତ୍ୟା ଧମକ । ୧୫ ଦିନ ଭିତରେ ତାଙ୍କୁ ହତ୍ୟା କରାଯିବା ନେଇ ଏକ ବ୍ୟାନରରେ ଲେଖି ଟାଙ୍ଗିଛନ୍ତି ଦୁର୍ବୃତ…

ବଦଳିଲା ଭୁବନେଶ୍ୱରର ପାସପୋର୍ଟ ସେବା କେନ୍ଦ୍ରର ଠିକଣା, ଜାଣନ୍ତୁ ନୂଆ ଠିକଣା

ଭୁବନେଶ୍ୱର: ସୋମବାରଠାରୁ ଭୁବନେଶ୍ୱରର ପାସପୋର୍ଟ ସେବା କେନ୍ଦ୍ରକୁ ନୂଆ ସ୍ଥାନକୁ ସ୍ଥାନାନ୍ତର କରାଯିବ। ଭୁବନେଶ୍ବର ରସୁଲଗଡ଼ସ୍ଥିତ ଓଡିସା ବିଜନେସ୍ ସେଣ୍ଟର କୋଠାରେ ଥିବା ପ୍ଲଟ୍ ନଂ ୩୦,୩୧/୯୮୨ରେ ପାସପୋର୍ଟ ସେବା କେନ୍ଦ୍ରର ନୂତନ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହେବ। ଆଞ୍ଚଳିକ ପାସପୋର୍ଟ…

ଦ୍ରୁତ ଗତିନେଲା ଜୀବନ, ବାଇକ ଦୁର୍ଘଟଣାରେ ଦୁଇ ଯୁବକଙ୍କ ମୃତ୍ୟୁ

କଟକ: ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ରବିବାର ସଂଧ୍ୟାରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବଡ଼ମ୍ବା ଥାନା ଅନ୍ତର୍ଗତ ବେଲିଆପାଳ ଗ୍ରାମର ମୁନା ସାହୁ ଓ ରାକେଶ ପଣ୍ଡା ନାମକ ଦୁଇ ଯୁବକ କୌଣସି କାମରେ ବାଇକରେ ଘରୁ ବାହାରି କାନପୁର ଯାଇଥିଲେ। ସେମାନେ…

ଚଳିତ ବର୍ଷ ୧୮ଟି ନୂଆ ଡିଗ୍ରୀ କଲେଜ ଖୋଲିବ: ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ୧୮ଟି ନୂଆ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ବିଭିନ୍ନ ଅଞ୍ଚଳ ଗସ୍ତ ସମୟରେ ଲୋକଙ୍କ ପରାମର୍ଶ ଆଧାରରେ…

ଅନ୍ଧାରୁଆ ବାୟୋଟେକରୁ ମେ’ରୁ ବ୍ୟବସାୟିକ ଭାବେ ଟିକା ଉତ୍ପାଦନ ଆରମ୍ଭ ହେବ

ଭୁବନେଶ୍ୱର: ଆଜି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି। ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା ଥିବା ଏହି…