Latest Odisha News

BREAKING NEWS

Browsing Category

ଫିଚର

ହଜାରେ କୋଟି ଟଙ୍କା ସହ ରେକର୍ଡ କଲା ବିଏମ୍‌ସି ବଜେଟ୍‌

ଭୁବନେଶ୍ୱର: ଇତିହାସ ରଚିଲା ବିଏମସି। ହଜାରେ ଟପିଲା ବିଏମ୍‌ସି ବଜେଟ୍‌। ଶନିବାର ସ୍ୱତନ୍ତ୍ର ଅଧିବେଶନରେ ୧୦୨୭ କୋଟି ଟଙ୍କାର ବିଏମ୍‌ସି ବଜେଟ୍‌ ପାରିତ ହୋଇଛି। ଯାହା ବିଏମ୍‌ସି ଇତିହାସର ସର୍ବକାଳୀନ ରେକର୍ଡ। ତେବେ ଏହା ଏକ ଲୋକାଭିମୂଖୀ ବଜେଟ୍‌ ଏବଂ ନାଗରିକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି…

ବଢିଲା ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ, ୨୦୨୪ ଜୁନ୍ ଯାଏଁ ପଦରେ ରହିବେ

ନୂଆଦିଲ୍ଲୀ: ବଢିଲା ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିବା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ । ୨୦୨୪ ଜୁନ୍ ମାସ ପର୍ଯ୍ୟନ୍ତ ଦଳର ସଭାପତି ରହିବେ ବୋଲି ଜଣାପଡିଛି । ଜାନୁଆରୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିବା ଏହି ନିଷ୍ପତ୍ତିକୁ ଆଜି ଦଳର ଜାତୀୟ ପରିଷଦ ଦ୍ୱାରା ଅନୁମୋଦିତ…

ଯଶସ୍ୱୀଙ୍କ ଦ୍ୱିଶତକ, ଇଂଲଣ୍ଡ ବିପକ୍ଷରେ ଭାରତର ଐତିହାସିକ ବିଜୟ

ରାଜକୋଟ: ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ଭାରତ ରାଜକୋଟରେ ଇତିହାସ ରଚିଛି । ଏହି ମ୍ୟାଚରେ ଭାରତ ୪୩୪ ରନର ବୃହତ ବିଜୟ ହାସଲ କରି ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୧ର ଅଗ୍ରଣୀ ହାସଲ କରିଛି । ଭାରତ ପ୍ରଥମ ଇନିଂସରେ ୪୪୫ ରନ କରିଥିଲା । ଜବାବରେ ଇଂଲଣ୍ଡ ୩୧୯ ରନ କରିବା ଫଳରେ ଟିମ…

ଅଖା ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ରାୟଗଡା: ପୁଣି ଏକ ନବଜାତ ଶିଶୁର ମୃତଦେହ ଉଦ୍ଧାର । ରାୟଗଡ଼ା ବସ୍‌ଷ୍ଟାଣ୍ଡ ପାଖରୁ ଏକ ଅଖା ଭିତରୁ ମିଳିଛି ଜଣେ ନବଜାତ ଶିଶୁପୁତ୍ରର ମୃତଦେହ । ଏହାକୁ ଜଣେ ସଫେଇକର୍ମୀ ପାଇଥିବାବେଳେ, ଶିଶୁଟିର ଦେହରେ ମେଡିକାଲ ଟ୍ୟାଗ୍ ଲାଗିଥିବା ଦେଖିବାକୁ ମିଳିଛି । ମୃତ ଶିଶୁଟିର ଦେହରେ ଲାଗିଥିବା…

ଆମ ଅଧିକାର ଆମକୁ ମିଳୁ: ଯାଦବ ମହାସଂଘ

ଭୁବନେଶ୍ୱର: ରାଜ୍ୟର ମୋଟ ଜନସଂଖ୍ୟାର ଏକ ପଞ୍ଚମାଂଶ ଅର୍ଥାତ ପ୍ରାୟ ୯୦ ଲକ୍ଷ ମତଦାତା ଥିବା ଯାଦବମାନଙ୍କୁ ଅନ୍ୟାନ୍ୟ ଜାତିମାନଙ୍କ ଭଳି ସେମାନଙ୍କର ଅଧିକାର ଦିଆଯାଉ । ରାଜ୍ୟରେ ପଛୁଆ ବର୍ଗର ବିଭିନ୍ନ ଜାତି ସମାଜର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଯେପରି ସହାୟତା ଯୋଗାଇ ହେଉଛନ୍ତି…

ଏପ୍ରିଲରେ କାର୍ଯ୍ୟକାରୀ ହେବ ଭିମସାରର ସୁପର ସ୍ପେଶିଆଲିଟି କୋଠା; ୨୦୧୭ରୁ ଆରମ୍ଭ ହୋଇଥିଲା କାର୍ଯ୍ୟ

ବୁର୍ଲା:ଭିମସାରରେ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସୁପର ସ୍ପେଶିଆଲିଟି କୋଠା। ଏପ୍ରିଲ ସୁଦ୍ଧା ଏହାକୁ କାର୍ଯ୍ୟକ୍ଷମ କରିବା ପାଇଁ ମତପ୍ରକାଶ ପାଇଛି। ବୁର୍ଲା ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ସଂସ୍ଥାନ ବା ଭିମସାରରେ ନିର୍ମାଣାଧୀନ ସୁପର ସ୍ପେଶିଆଲିଟି କୋଠା ୨୦୧୭ ମସିହାରୁ…

ଶଙ୍ଖ ଫୁଙ୍କିଲେ ଅନୁଗୁଳ ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ବିପ୍ଳବ ଜେନା

ଭୁବନେଶ୍ୱର:ବିଜେଡିରେ ସାମିଲ ହେଲେ ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ବିପ୍ଳବ ଜେନା।କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ। ଶଙ୍ଖ ଭବନରେ ପାରମ୍ପରିକ ନୃତ୍ୟ ବାଦ୍ୟରେ ଅନୁଷ୍ଠିତ ହୋଇଥିଲା ମିଶ୍ରଣ ପର୍ବ। ବିପ୍ଳବଙ୍କ ସହ ୧୫ଶହ କଂଗ୍ରେସ ନେତା ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି।…

ସାବାଡ ହେବେ ବାଲି ମାଫିଆ, ଏଣିକି ଅନଲାଇନରେ ବିକ୍ରି ହେବ ବାଲି

ମୁମ୍ବାଇ: ଥମୁନି ବାଲି ମାଫିଆଙ୍କ ରାଜୁତି। ଯାହାକୁ ରୋକିବା ପାଇଁ ନୂଆ ପଦକ୍ଷେପ ନେବାକୁ ସ୍ଥିର କରିଛନ୍ତି ମହାରାଷ୍ଟ୍ର ସରକାର। ରାଜ୍ୟରେ ବାଲି ମାଫିଆଙ୍କ ଉପଦ୍ରବ ରୋକିବା ପାଇଁ ଅନଲାଇନରେ ବାଲି ବିକ୍ରୟ କରିବାକୁ ନିଷ୍ପତ୍ତି ନିଆଯାଇଛି। 'ବିନା ଲାଭ ବିନା କ୍ଷତି'ରେ ଏହି ବିକ୍ରି ହେବ…

ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ, ଫେବୃଆରୀ ୨୧ରୁ ଅନଲାଇନରେ…

ପୁରୀ: ଖୁବ ଶୀଘ୍ର ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ଭବ୍ୟ ଅନୁଭବ ପାଇବେ ଭକ୍ତ ଓ ତୀର୍ଥଯାତ୍ରୀ । ପୁରୀରେ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି । ଏନେଇ ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଫେବୃଆରୀ ୨୧…

ଜଙ୍ଗଲରେ ପତ୍ର ତୋଳୁଥିବାବେଳେ ମହିଳାଙ୍କ ଦେହରେ ବାଜିଲା ଗୁଳି

ଗଞ୍ଜାମ: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ମହିଳାଙ୍କୁ ଗୁଳିମାଡ । ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି । ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଇଥିଲା । ପରେ…