Latest Odisha News

BREAKING NEWS

Browsing Category

ଫିଚର

କୃଷକ ସାଥୀଙ୍କ ଖର୍ଚ୍ଚ ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର:ଚାଷୀ ଭଉଣୀ ଭାଇମାନଙ୍କ ପାଇଁ ସରକାର ଆଣିଲେ ଖୁସି ଖବର। କୃଷକ ସାଥୀଙ୍କ ଖର୍ଚ୍ଚ ବଢାଇଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି। କେବଳ ସେତିକି ନୁହେଁ,…

ବିଜାପୁରରେ ପୁଣି ମାଓ ହିଂସା, ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କଲେ ଲାଲବାହିନୀ

ମାଲକାନଗିରି: ପୁଣି ଲାଲବାହିନୀଙ୍କ ଲଙ୍କାକାଣ୍ଡ । ମାଲକାନଗିରି–ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଜଣେ ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି ଲାଲ୍‌ ବାହିନୀ । ହତ୍ୟାକାଣ୍ଡର ଶିକାର ହୋଇଥିବା ଯବାନ ଜଣକ ହେଲେ କମାଣ୍ଡର ତିଜାଓ ରାମ ଭୁଆର୍ଯ୍ୟ । ସେ ବିଜାପୁର ଜିଲ୍ଲା କୁଟୁରୁ…

ହଷ୍ଟେଲ ଛାତରୁ ପଡି ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ

ରାଉରକେଲାର: ହଷ୍ଟେଲ ଛାତରୁ ପଡି ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ । ରାଉରକେଲାର ଜଗଦା ସ୍ଥିତ ଏକ ଘରୋଇ ଆଇଟିଆଇ ର ହଷ୍ଟେଲରେ ଘଟିଛି ଏହି ଦୁଃଖଦ ଘଟଣା । ମୃତ ଛାତ୍ର ଜଣକ ହେଲେ ଅତୁଲ୍ୟମ ଜୋଜୋ । ସେ ଆଇଟିଆଇର ପ୍ରଥମ ବର୍ଷର ଛାତ୍ର ଥିଲେ । ମୃତ ଛାତ୍ରଙ୍କ ଘର ହାତୀବାରି ବଂଶଯୋର ଗାଁରେ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀ କାଟିଦେଲା ସ୍ୱାମୀର ବେକ

ବ୍ରହ୍ମପୁର: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀ କାଟିଦେଲା ସ୍ୱାମୀର ବେକ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବରିଗୁଡ଼ା ଗାଁରେ । ଆହତ ବ୍ୟକ୍ତି ଜଣଙ୍କ ହେଲେ ରୋହିତ ପାତ୍ର (୪୫) । ତାଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ବରିଗୁଡା…

ରାଜ୍ୟରେ ଆହୁରି ୩ ଡିଗ୍ରୀ ବଢିବ ରାତି ତାପମାତ୍ରା, ୨୦ ଯାଏଁ ଜାରି ରହିବ ଘନ କୁହୁଡି

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ରାତି ତାପମାତ୍ରା ବୃଦ୍ଧି ହେତୁ ଶୀତର ପ୍ରକୋପ କମୁଛି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀରୁ ଅଧିକ ରହିଛି ରାତି ତାପମାତ୍ରା । ଆହୁରି ତିନି ଡିଗ୍ରୀ ବଢିବ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ । ହେଲେ ଏପର୍ଯ୍ୟନ୍ତ କୁହୁଡିରୁ ନିସ୍ତାର ମିଳିନି । ଏବେବି…

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ମନୋଜ ତିୱାରୀ

ନୂଆଦିଲ୍ଲୀ: ପୂର୍ବ ଭାରତୀୟ କ୍ରିକେଟର ମନୋଜ ତିୱାରୀ ଶନିବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ସୋସିଆଲ ମିଡିଆରେ ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଚଳିତ ରଣଜୀ ଟ୍ରଫିରେ ବେଙ୍ଗଲ ଓ ବିହାର ମୁକାବିଲା ତାଙ୍କ କ୍ୟାରିୟର ଶେଷ ମ୍ୟାଚ ହେବ । ଏଥିସହ ୧୯ ବର୍ଷର ତାଙ୍କ…

୫୦ ବର୍ଷ ମଧ୍ୟରେ ୨୬ ଲକ୍ଷ ବର୍ଷ ତଳର ସାଗର ଶୁଖିଗଲା

ନୂଆଦିଲ୍ଲୀ: ପରିବେଶ ପ୍ରଦୂଷଣ ଓ ଗ୍ଲୋବାଲ ୱାର୍ମିଂ ସାରା ବିଶ୍ୱ ପାଇଁ ସମସ୍ୟା ସୃଷ୍ଟି କଲାଣି । ବୈଜ୍ଞାନିକମାନେ ଏ ନେଇ ବାରମ୍ବାର ମନୁଷ୍ୟକୁ ଚେତାଇଲେ ମଧ୍ୟ ସେମାନେ ବଦଳୁ ନାହାନ୍ତି । ନିକଟରେ ନାସା ଏକ ଫଟୋ ଶେୟାର କରି ଏହାର ଉଦାହରଣ ଦେଇଛି । କାଜକସ୍ତାନ ଓ ଉଜବେକିସ୍ତାନ ମଧ୍ୟରେ ଏକ…

ସ୍ୱାମୀ ରାମଭଦ୍ରାଚାର୍ଯ୍ୟ ଓ ଗୁଲଜାରଙ୍କୁ ଜ୍ଞାନପୀଠ ପୁରସ୍କାର, ନିଷ୍ପତ୍ତି ନେଲା ପ୍ରତିଭା ରାୟଙ୍କ ନେତୃତାଧିନ ଚୟନ…

ନୂଆଦିଲ୍ଲୀ: ଗୀତିକାର ଗୁଲଜାର ଏବଂ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ଏଥର ଜ୍ଞାନପୀଠ ପୁରସ୍କାର ପାଇବେ। ଜ୍ଞାନପୀଠ ପୁରସ୍କାର ଚୟନ କମିଟି ଉଭୟଙ୍କ ନାମ ଘୋଷଣା କରିଛି। ଉର୍ଦ୍ଦୁ ପାଇଁ ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପାଇଁ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୫୮ତମ ଜ୍ଞାନପୀଠ ପୁରସ୍କାର…

ଚିଲିକାରେ ପଡ଼ିଲା ବିଜେଡି-ବିଜେପି ହାତଗଣ୍ଠି

ଚିଲିକା:ଦିନ ଥିଲା ତେଲେଙ୍ଗାନାରେ ବିଜେପି ଓ ବିଆରଏସ୍ ବିବାହ କରିଥିଲା କଂଗ୍ରେସ। ନିକଟ ଅତୀତରେ ରାଜ୍ଯ କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରସ କରିଥିଲା ବିଜେଡି-ବିଜେପିର ବାହାଘର। ଶନିବାର ପୁଣି ଏହି ସମାନ ଘଟଣାର ପୁନରାବୃତ୍ତି ଦେଖିବାକୁ ମିଳିଛି ଚିଲିକା ନିର୍ବାଚନ ମଣ୍ଡଳୀରେ। ଆଜି…

ରଣଜୀ ଟ୍ରଫି: ଓଡିଶା ୪୪୦ ରନ ଜବାବରେ ଦିଲ୍ଲୀ ୧୮୭/୨

ନୂଆଦିଲ୍ଲୀ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଓଡିଶାର ପ୍ରଥମ ଇନିଂସ ସ୍କୋର ୪୪୦ ରନ ଜବାବରେ ଦିଲ୍ଲୀ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୨ ୱିକେଟ ବିନିମୟରେ ୧୮୭ ରନ ସଂଗ୍ରହ କରିଛି । ୟଶ ଢୁଲ ୫୭ ରନ କରି ଅପରାଜିତ ରହିଛନ୍ତି । ଗଗନ ଭ୍ୟାଟ୍ସ ୬୬ ଓ ଅନୂଜ ରାୱତ ୪୦ ରନ କରିଛନ୍ତି । ଏଲିଟ ଗ୍ରୂପ…