Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟସଭା ନିର୍ବାଚନ: ଗୁଜରାଟରୁ ଜେପି ନଡ୍ଡା ଓ ମହାରାଷ୍ଟ୍ରରୁ ଅଶୋକ ଚୌହାନଙ୍କୁ ବିଜେପି ଟିକେଟ

ଅହମ୍ମଦାବାଦ: ବିଜେପିର ବଡ ଘୋଷଣା । ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟ ପ୍ରକାଶ ନଡ୍ଡା । ସେହିଭଳି ନିକଟରେ ଦଳରେ ଯୋଗଦେଇଥିବା ଅଶୋକ ଚୌହାନ ତାଙ୍କ ନିଜ ରାଜ୍ୟ ମହାରାଷ୍ଟ୍ରରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି । ସେହିଭଳି…

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୋନିଆ ଗାନ୍ଧୀ

ଜୟପୁର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ରାଜସ୍ଥାନରୁ ନାମାଙ୍କନ ଭରିଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ଥାନରେ କଂଗ୍ରେସରୁ ସୋନିଆ ଗାନ୍ଧୀ ରାଜସ୍ଥାନରୁ ରାଜ୍ୟସଭା ସାଂସଦ ହେବେ । ସୋନିଆ ଗାନ୍ଧୀ ନାମାଙ୍କନ ଦାଖଲ କରିବା ସମୟରେ…

କାଗଜ କଲମରେ ସୀମିତ ପ୍ରତିଶୃତି; ପୁସ୍ତମ ହଂସ ଙ୍କ ପରିବାର ପାଇଁ ସ୍ୱପ୍ନ ପାଲଟିଛି ପକ୍କା ଘର

ନୂଆପଡା: ଆବାସ ଯୋଜନାରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଉଭୟ ଦେଶର ବିକାଶ କ୍ଷେତ୍ରରେ କୋଟି କୋଟି ଟଙ୍କା ଅନୁଦାନ ପ୍ରଦାନ କରୁଛନ୍ତି । ଝାଟି ମାଟି ଭଙ୍ଗା କୁଡିଆକୁ ପକ୍କା ଘରରେ ପରିବର୍ତ୍ତନ କରାଯିବାକୁ ପ୍ରୟାସ ଜାରି ରଖିଥିବା ବେଳେ ଏହା କେବଳ କାଗଜ କଲମରେ ସୀମିତ ରହିଯାଉଛି । ଯାହାର…

ବାଘ ଛାଲ ଜବତ ଘଟଣା, ୭ ଗିରଫ, ଏବେବି ୬ ଅଭିଯୁକ୍ତ ଫେରାର

କଟକ: କଟକ ନେତାଜୀ ବ୍ରିଜ୍ ପାଖରୁ ବାଘ ଛାଲ ଜବତ ଘଟଣାରେ ୭ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଗଜପତି ଜିଲ୍ଲାରୁ ୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗଂଜାମ ଜିଲ୍ଲାରୁ ୨ ଜଣ ଗିରଫ ହୋଇଛନ୍ତି । ଏବେବି ୬ଜଣ ଅଭିଯୁକ୍ତ ଫେରାର ରହିଛନ୍ତି । ସେମାନଙ୍କୁ ଧରିବା ପାଇଁ ଯୋଜନା କରୁଛି ପୋଲିସ ।…

ପୃଥକ ଗଞ୍ଜେଇ ଚୋରା ଚାଲାଣ ମାମଲା: ୬୨ କେଜି ଗଞ୍ଜେଇ ଜବତ, ୪ ଗିରଫ

ସୁବର୍ଣ୍ଣପୁର: ଜିଲ୍ଲା ଅବକାରୀ ବିଭାଗର ମୋବାଇଲ ଟିମ୍ ଦ୍ୱାରା ଆଜି ସକାଳୁ ପାଟ୍ରୋଲିଙ୍ଗ କରୁଥିବା ବେଳେ ତିନୋଟି ପୃଥକ ମାମଲାରେ ଗଞ୍ଜେଇ ଚୋରା ଚାଲାଣ ଗାଡି ସହ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି । ପ୍ରଥମେ ସହରର ବୁଢାରଜା ଛକରେ ଚଢାଉ କରି ଏକ ଇନୋଭା ଗାଡିରେ ଚାଲାଣ ହେଉଥିବା ୩୦ କେଜି…

ଏହି ଦିନ ଖୋଲିବ ବଦ୍ରିନାଥ ଦ୍ଵାର, ବସନ୍ତ ପଞ୍ଚମୀରେ ହେଲା ଘୋଷଣା

ଉତ୍ତରାଖଣ୍ଡ: ଚଳିତ ବର୍ଷ ଆୟୋଜିତ ହେବାକୁ ଥିବା ଚାରିଧାମ ଯାତ୍ରା ପାଇଁ ଘୋଷଣା କରାଯାଇଛି ତାରିଖ। ଗତ ଗୁରୁବାର ଉତ୍ତରାଖଣ୍ଡ ନରେନ୍ଦ୍ର ନଗର ଠାରେ ବସନ୍ତ ପଞ୍ଚମୀ ଅବସରରେ ଅନୁଷ୍ଠିତ ଏକ ବୈଠକରେ ଏ ସମ୍ପର୍କିତ ଘୋଷଣା କରାଯାଇଛି। ବଦ୍ରିନାଥ ଧାମ ଦ୍ୱାର କେଉଁ ତାରିଖରେ ଖୋଲିବ ତାହା ମଧ୍ୟ…

ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟରେ ଭାଙ୍ଗିପାରେ ଏହି ସବୁ ରେକର୍ଡ

ରାଜକୋଟ: ଭାରତ-ଇଂଲଣ୍ଡ ୫ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ଟେଷ୍ଟ ରାଜକୋଟରେ ଖେଳାଯିବ । ସିରିଜ ଏବେ ୧-୧ ସମାନ ସ୍ଥ୍‌ିତିରେ ଥିବାରୁ ଏହି ମ୍ୟାଚରେ ବିଜୟ ହାସଲ ପାଇଁ ଉଭୟ ଦଳ ଚାହିଁବେ । ଏହି ମ୍ୟାଚରେ ବେନ ଷ୍ଟୋକ୍ସ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ ଖେଳିବାକୁ ଯାଉଛନ୍ତି । ଏଥିସହ…

ସିଂଘମ ଏଗେନରେ ଅର୍ଜୁନ କାପୁରଙ୍କ ଲୁକ ସୃଷ୍ଟି କଲା ଝଡ

ମୁମ୍ବାଇ: ରୋହିତ ଶେଟ୍ଟୀଙ୍କ ଆଗାମୀ ଫିଲ୍ମ ସିଂଘମ ଏଗେନ ଚଳିତ ବର୍ଷ ଅଗଷ୍ଟ ୧୫ରେ ରିଲିଜ ହେବ । ବୁଧବାର ରୋହିତ ଏହି ଫିଲ୍ମରେ ଖଳନାୟକ ଭୂମିକା କରିଥିବା ଅର୍ଜୁନ କାପୁରଙ୍କ ଫାଷ୍ଟ ଲୁକ ଶେୟାର କରିଛନ୍ତି । ଗୋଟିଏ ଫଟୋରେ ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଥିବା ବେଳେ ଅନ୍ୟ ଏକ ଫଟୋରେ ରଣବୀର…

‘ମାଆ ସରସ୍ୱତୀ ସରକାରଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ, ଶିକ୍ଷକଙ୍କ ସମସ୍ୟା ସମାଧାନ ହେଉ’

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଆହ୍ୱାନରେ ଚାଲିଥିବା ଅହୋରାତ୍ର ଗଣଧାରଣା ଅଷ୍ଟମ ଦିବସରେ ପହଞ୍ଚିଛି । ଆଜି ସମସ୍ତ ଶିକ୍ଷାନୁଷ୍ଠାନରେ ମା’ ସରସ୍ଵତୀଙ୍କ ପୂଜା ଆନନ୍ଦ ଉଲ୍ଲାସ ସହିତ ପାଳନ କରାଯାଉଛି । ହେଲେ ଆନ୍ଦୋଳନରେ ବସିଥିବା ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ…

ପୁଲୱାମା ଆକ୍ରମଣକୁ ୫ବର୍ଷ, ସେହି କାଳଦିନ କଥା ମନେ ପଡିଲେ ଆଜି ବି ଶିହରି ଉଠେ ଦେହ

ନୂଆଦିଲ୍ଲୀ: ଫେବୃଆରୀ ୧୪ ତାରିଖ… ଏହି ତାରିଖକୁ କିଏ ବା ଭୁଲିପାରିବ । ସେଦିନ ଥିଲା ପ୍ରେମର ଦିନ । କିନ୍ତୁ ଦେଶ ପାଇଁ ପାଲଟିଯାଇଥିଲା ତାହା କଳା ଦିନ । ଠିକ୍ ଆଜିର ଦିନରେ ଜମ୍ମୁକାଶ୍ମୀର ଶ୍ରୀନରରେ ହୋଇଥିଲା ଆତ୍ମଘାତି ବିସ୍ଫୋରଣ । ଆତଙ୍କବାଦୀଙ୍କ ଏହି ଆକ୍ରମଣରେ ଚାଲିଯାଇଥିଲା ୪୦ ବୀର…