Latest Odisha News

BREAKING NEWS

Browsing Category

ଫିଚର

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: କମିଟି ଅଧ୍ୟକ୍ଷ ନିଯୁକ୍ତନେଇ ୪ ସପ୍ତାହର ସମୟ ମାଗିଲେ ରାଜ୍ୟ ସରକାର

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ । ହାଇପାୱାର କମିଟି ଗଠନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି କମିଟି ଗଠନ କରିବା ଲାଗି ଗତ ବର୍ଷ ସେପ୍ଟେମ୍ବର ମାସରେ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଏନେଇ ଆସନ୍ତା ୪ ସପ୍ତାହର ସମୟ ମାଗିଛନ୍ତି ରାଜ୍ୟ ସରକାର । ଶ୍ରୀମନ୍ଦିର…

କଟକରେ ପୁଣି ଲଜ୍ଜା; ୭ ବର୍ଷର ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

କଟକ: କଟକ ଜିଲ୍ଲା ମଧୁପାଟଣା ଥାନା ଅଧୀନ ବାଲିସାହି ବସ୍ତି ନିକଟରେ ଜଣେ ୭ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ମଧୁପାଟଣା ଥାନାରେ ଉକ୍ତ ନାବାଳିକାଙ୍କ ପରିବାର ଲୋକେ ଏତଲା ଦେଇଛନ୍ତି । ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନା ମୁତାବକ,…

ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ତ୍ରିପୁରା ରାଜ୍ୟପାଳ ଇନ୍ଦ୍ରସେନ ରେଡ୍ଡୀ

ପୁରୀ: ଓଡିଶା ଗସ୍ତରେ ଆସିଛନ୍ତି ତ୍ରିପୁରା ରାଜ୍ୟପାଳ ଇନ୍ଦ୍ରସେନ ରେଡ୍ଡୀ । ପ୍ରଥମେ ରାଜ୍ୟପାଳ ରେଡ୍ଡୀ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି । ଶ୍ରୀ ରେଡ୍ଡୀ ସପରିବାର ସହ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପହଂଚିବା ପରେ ତାଙ୍କୁ ଶ୍ରୀମନ୍ଦିର ଓ…

ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ଯୁବ ବର୍ଗ

ପାରାଦୀପ: ପାରାଦୀପରେ ତିନୋଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ଦେଇଛନ୍ତି । ଏହି ପ୍ରକଳ୍ପ ହେଉଛି ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ ଲିମିଟେଡର ୬୫ ହଜାର…

ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଘରୁ ୯ ଲକ୍ଷ ଟଙ୍କା ଓ କାର ଜବତ କଲା ଇଡି

ଭଦ୍ରକ: ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍ ମାମଲା । ଗତକାଲି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାରସ୍ଥିତ ବାସଭବନରେ ଇଡିର ୬ ଜଣିଆ ଟିମ୍ ଚଢ଼ାଉ କରିଥିବାବେଳେ, ଆଜି ତାଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରେ ଚଢାଉ କରିଛି ଇଡି । ଚଢାଉ ବେଳେ ପ୍ରୟାସକାନ୍ତିଙ୍କ…

ଭୁବନେଶ୍ବରରେ ବିଭିନ୍ନ ରାଜନୈତିକ ଦଳ ନେତାଙ୍କ ସହ ଆଲୋଚନା କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ବର: ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିସନରଙ୍କ ସହ ୮ ଜଣିଆ ପ୍ରତିନିଧି ଦଳ । ଗସ୍ତ ସମୟରେ ବିଭିନ୍ନ ରାଜନୈତିକ ଦଳକୁ ଭେଟିଲେ ନିର୍ବାଚନ କମିଶନ । ଚାଲିଛି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ।…

ଗିରଫ ହେଲେ କୋଟିପତି ଆରଟିଓ ବସନ୍ତ ମହାପାତ୍ର, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ବୌଦ୍ଧ: ବୌଦ୍ଧର କୋଟିପତି ଆରଟିଓ ବସନ୍ତ ମହାପାତ୍ର ଗିରଫ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଆରଟିଓ ବସନ୍ତଙ୍କ ପୈତୃକ ଘର ଗଞ୍ଜାମ, ବୌଦ୍ଧ ଆରଟିଓ ଅଫିସ୍ ଓ ଭୁବନେଶ୍ୱରର ଅନେକ ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ । ଚଢାଉ ବେଳେ…

ପେଟିଏମ୍ ଫାଷ୍ଟଟ୍ୟାଗକୁ ନେଇ ଏନଏଚଏଆଇର ବଡ ନିଷ୍ପତ୍ତି, ପ୍ରଭାବିତ ହେବେ ୨ କୋଟି ୟୁଜର୍ସ

ନୂଆଦିଲ୍ଲୀ: ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ (NHAI) ପକ୍ଷରୁ ଫାଷ୍ଟଟ୍ୟାଗ୍ ବ୍ୟବହାରକାରୀଙ୍କ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ଏହି ସଂସ୍ଥା ୩୨ ଟି ବ୍ୟାଙ୍କର ଏକ ତାଲିକା ପ୍ରସ୍ତୁତ କରିଛି । ବ୍ୟବହାରକାରୀଙ୍କୁ କେବଳ ଏହି ବ୍ୟାଙ୍କଗୁଡ଼ିକରୁ ଫାଷ୍ଟଟ୍ୟାଗ କିଣିବାକୁ କୁହାଯାଇଛି ।…

ଦିଲ୍ଲୀ ଅଲିପୁର ଅଗ୍ନିକାଣ୍ଡ : ୧୧କୁ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦିଲ୍ଲୀର ଅଲିପୁର ସ୍ଥିତ ଦୟାଲପୁର ମାକେର୍ଟରେ ଥିବା ଏକ ପେଣ୍ଟ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପ୍ରାୟ ୧୧ ଜଣ  ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡ଼ିଛି । ଏଥିସହ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି…

ଆଜିଠୁ ଯୁକ୍ତ ୨ ପରୀକ୍ଷା; ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ

ଭୁବନେଶ୍ଵର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା। ସକାଳ ୧୦ଟାରୁ ଅପରାହ୍ନ ୧ଟା ଯାଏଁ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଆଜିଠାରୁ ପରୀକ୍ଷା…