Latest Odisha News

BREAKING NEWS

Browsing Category

ଫିଚର

ବିରାଟଙ୍କ ପବ୍‌ ବିରୋଧରେ ମାମଲା ରୁଜୁ 

ବେଙ୍ଗାଲୁରୁ: କ୍ରିକେଟ୍‌ ତାରକା  ବିରାଟ କୋହଲିଙ୍କର ମାଲିକାନାରେ ଥିବା ଏକ ପବ ଉପରେ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବେଙ୍ଗାଲୁରୁର ଏମଜି ରୋଡ଼ରେ ରହିଥିବା କୋହଲିଙ୍କର ୱାନ୮ କମ୍ୟୁନ ପବ ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହିଥିଲା। ଏନେଇ ପୋଲିସ ପକ୍ଷରୁ ୱାନ୮…

ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ ମିଳିଲା ଅନୁମୋଦନ 

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଜଙ୍ଗଲ ଜମିରେ ଅଣ ଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନାଟି ଜଙ୍ଗଲ ଅନୁମତି ପାଇଁ…

ଭୁବନେଶ୍ବରରେ ଦବିଲା ଫ୍ଲାଏଓଭର ରାସ୍ତା

ଭୁବନ‌େଶ୍ବର: ଭୁବନେଶ୍ୱର ଦେଇ ଯାଇଥିବା ୧୬ ନମ୍ୱର ଜାତୀୟ ରାଜପଥରେ ସୋମବାର ଦିନ ଦବିଯାଇଛି ରାସ୍ତା। ପ୍ରବଳ ବର୍ଷା ଫଳରେ ରାସ୍ତାଟି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ଏକ ମିନି ଟ୍ରକ୍‌ ଖୋର୍ଦ୍ଧା ଅଭିମୁଖେ ଯାଉଥିଲା। ଆଇଗିଣିଆ ନିକଟସ୍ଥ ୧୬…

ହେମନ୍ତ ସରକାରରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ରାଞ୍ଚି: ହେମନ୍ତ ସୋରେନ ସରକାରରେ ସୋମବାର ଦିନ ଝ‌ାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଚମ୍ପାଇ ସୋରେନଙ୍କ ସହ ଅନ୍ୟ ୧୦ ଜଣ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଜେଏମଏମ ନେତୃତ୍ୱାଧୀନ ମିଳିତ ମଞ୍ଚର ବରିଷ୍ଠ ନେତା ତଥା ଅନ୍ୟାନ୍ୟ…

ପ୍ୟାରିସ ଅଲିମ୍ପିକ୍ସରେ ଲିଙ୍ଗଗତ ସମାନତାର ମାଇଲଖୁଂଟ

ଏଥର ପ୍ୟାରିସ ଅଲିମ୍ପିକ୍ସ କେତେକ ଦୃଷ୍ଟିରୁ ଐତିହାସିକ ହେବାକୁ ଯାଉଛି । ବିଶେଷ କରି ମହିଳା ଆଥଲେଟଙ୍କ ପାଇଁ ପ୍ୟାରିସ ଅଲିମ୍ପିକ୍ସ ବେଶ୍ ମହତ୍ତ୍ୱପୂର୍ଣ୍ଣ ହେବ । ଅଲିମ୍ପିକ୍ସ ପରି ବିଶ୍ୱକ୍ରୀଡାର ବୃହତ ଓ ଭବ୍ୟ ପ୍ରତିଯୋଗିତାରେ ଏଣିକି ପୁରୁଷମାନଙ୍କ ପରି ମହିଳାମାନଙ୍କର ମଧ୍ୟ ସମାନ…

ଚୀନ୍‌ର କାଳ ହେବ ଭାରତର ‘ଜୋରାୱର’

ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଗୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ । ଅତ୍ୟାଧୁନିକ ହାଲୁକା ଯୁଦ୍ଧ ଟ୍ୟାଙ୍କ ନିର୍ମାଣ କରିଛି ଭାରତ, ଯାହା କି ଉତ୍ତର-ପଶ୍ଚିମ ସୀମାନ୍ତର ହାଇ ଅଲଟିଟ୍ୟୁଡ୍ ବା ଉଚ୍ଚ ସ୍ଥାନରେ ଖୁବ୍ ସହଜରେ ମୁତୟନ ହୋଇ ଶତ୍ରୁପକ୍ଷକୁ ଚ୍ୟାଲେଂଜ କରିବ । ଜୋରାୱର ନାମକ…

ନିଟ୍-ୟୁଜି ପେପର ଲିକ୍ ମାମଲା; ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ସିବିଆଇକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ନିଟ୍-ୟୁଜି ପେପର ଲିକ୍ ମାମଲାରେ ବୁଧବାର ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷାରେ ଅନିୟମିତତା ହେବା ପରେ ଘଟଣାର ତଦନ୍ତ ସିବିଆଇ ଆରମ୍ଭ କରିଥିଲା। ତେଣୁ ସର୍ବୋଚ୍ଚ ଅଦାଲତ ସିବିଆଇ, ପରୀକ୍ଷା ଆୟୋଜନ କରିଥିବା…

ଶରଧାବାଲିରେ ପହଞ୍ଚିଲା ୩ ରଥ

ପୁରୀ: ଶ୍ରୀ ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ…

ଆସ୍ଥା ଭୋଟରେ ବିଜୟୀ ହେଲେ ହେମନ୍ତ ସୋରେନ

ରାଞ୍ଚି: ବିଧାନସଭାରେ ବହୁମତର ପ୍ରମାଣ ଦେଲ‌େ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋମବାର ଦିନ ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ। ସୂଚନା ଅନୁଯାୟୀ, ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାରେ ହେମନ୍ତ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ…

ବର୍ଷାରେ ବେହାଲ୍ ମୁମ୍ବାଇ; ଯାତାୟତ ବାଧାପ୍ରାପ୍ତ, ଶିକ୍ଷାନୁଷ୍ଠାନ ବନ୍ଦ

ମୁମ୍ବାଇ: ମୁମ୍ବାଇରେ ଜୋରଦାର୍ ବର୍ଷା ଯୋଗୁଁ ଜଳମଗ୍ନ ହୋଇପଡିଛି ସାରା ସହର। ଯାହାଫଳରେ ତଳିଆ ଅଞ୍ଚଳରେ ପାଣି ମାଡ଼ି ଯାଇଛି। ଆନ୍ଧେରି, କୁର୍ଲା, ଭଣ୍ଡୁପ୍, କିଙ୍ଗ୍ ସର୍କଲ୍ ଏବଂ ଦାଦର ସମେତ ଅନେକ ଅଞ୍ଚଳ ପାଣି ଘେରରେ ଫସିଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ସହର ସାରା…