Latest Odisha News
Browsing Category

ଫିଚର

କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ୧୭ ପୋଲିସ ଅଧିକାରୀ

ଭୁବନେଶ୍ବର: ଓଡ଼ିଶା ପୋଲିସର ୧୭ ଜଣ ବିଶିଷ୍ଟ ଅଧିକାରୀ ଏବଂ କର୍ମଚାରୀଙ୍କୁ ମର୍ଯ୍ୟାଦାଜନକ 'କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦ' ୨୦୨୫ରେ ସମ୍ମାନିତ କରାଯାଇଛି। ରାଜ୍ୟ ପୋଲିସ ଏହାର X ହ୍ୟାଣ୍ଡେଲରେ ଦୁଇଟି ଭିନ୍ନ ଭିନ୍ନ ପୋଷ୍ଟରେ ଏହି ସୂଚନା ପ୍ରଦାନ କରିଛି। ପୁରସ୍କାରପ୍ରାପ୍ତ…

ନିର୍ବାଚନୀ ଆଚରଣ ବିଧି ଉଲ୍ଲଂଘନ; ଓଆଇଏସ ଅଧିକାରୀ ତନୁଜା ମହାନ୍ତି ନିଲମ୍ୱିତ

ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଲାଗୁ ହୋଇଥିବା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ ଓଡ଼ିଶା ସୂଚନା ସେବା (ଓଆଇଏସ) ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଅବଧି…

ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ଦୌଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ। କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ଏଥର ପଞ୍ଚୁକ ବ୍ରତ ୪ ଦିନ…

ଭୁବନେଶ୍ବର: କାର୍ତ୍ତିକ ମାସ ଚାଲିଥିବା ବେଳେ ଚଳିତ ଥର ପଞ୍ଚୁକ ବ୍ରତ କେତେ ଦିନ ପାଳନ ହେବ ତାକୁ ନେଇ ଦ୍ୱନ୍ଦ ଉପୁଜିଥିଲା। ସୂଚନା ଅନୁଯାୟୀ, ଦିନକ ପରେ ଅର୍ଥାତ୍ ରବିବାର ଠାରୁ ପଞ୍ଚୁକ ବ୍ରତ ଆରମ୍ଭ ହେବ। ନଭେମ୍ବର ୨ ତାରିଖରୁ ପଞ୍ଚୁକବ୍ରତ ପାଳନ କରିବେ ବ୍ରତଧାରୀ । ଏଥିପାଇଁ…

ଆଜି ପବିତ୍ର ଅଳାଁ ନବମୀ, ରାଧା ପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ବର: ଆଜି ପବିତ୍ର ଅଳାଁ ନବମୀ। ରାଧା ପାଦ ଦର୍ଶନ ପାଇଁ ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼। ଏହି ପବିତ୍ର ଅଳାଁ ନବମୀ ଅବସରରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ମୁମ୍ବାଇର NESCO ଗ୍ରାଉଣ୍ଡରେ ଚାଲିଥିବା ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଚମତ୍କାର ବାଲୁକା କଳାକୁ ପ୍ରଶଂସା…

Cyclone Montha; ବାତ୍ୟା ପାଇଁ ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି

ଭୁବନେଶ୍ୱର: ବାତ୍ୟା ମୋନ୍ଥା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିକୁ ଦେଖି ଯୁକ୍ତ ୨ ପରୀକ୍ଷା ୨୦୨୬ ପାଇଁ ଫର୍ମ ପୂରଣର ଶେଷ ତାରିଖକୁ ନଭେମ୍ବର ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଓଡ଼ିଶାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପୂର୍ବରୁ ଆବେଦନ ଫର୍ମ ଦାଖଲର ଶେଷ ତାରିଖ ଅକ୍ଟୋବର ୨୮…

ସଂପତ୍ତି ତାଲିକା ନଦେଲେ ସରକାରୀ କର୍ମଚାରୀଙ୍କ ପ୍ରମୋସନ ବନ୍ଦ 

ଭୁବନେଶ୍ୱର: ଯଦି କର୍ମଚାରୀମାନେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସେମାନଙ୍କର ବାର୍ଷିକ ସମ୍ପତ୍ତି ବିବରଣୀ ଦାଖଲ କରିବାରେ ବିଫଳ ହୁଅନ୍ତି, ତେବେ ସେମାନେ ପଦୋନ୍ନତି ପାଇଁ ଯୋଗ୍ୟ ହେବେ ନାହିଁ। ଏନେଇ ଓଡ଼ିଶା ସରକାର ସ୍ପଷ୍ଟ କରିଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ…

Cyclone Montha: ‘ବାତ୍ୟା ମୋନ୍ଥା’ ପାଇଁ ଖୋର୍ଦ୍ଧାରେ ୨ ଦିନ ଲାଗି ସ୍କୁଲ, ଅଙ୍ଗନୱାଡି ବନ୍ଦ

ଭୁବନେଶ୍ୱର: ବାତ୍ୟା ମୋନ୍ଥା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନଜରରେ ରଖି ସୋମବାର ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ରକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ପ୍ରଶାସନ ଦ୍ୱାରା…

ସୁସ୍ଥ ହେଉଛନ୍ତି ଶ୍ରେୟସ ଆୟର, ଆଇସିୟୁରୁ ବାହାରିଲେ

ନୂଆଦିଲ୍ଲୀ: ଭାରତୀୟ ଦିନିକିଆ ଦଳର ଉପ-ଅଧିନାୟକ ଶ୍ରେୟସ ଆୟର ଆଇସିୟୁରୁ ବାହାରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଫିଲ୍ଡିଂ କରିବା ସମୟରେ ଆହତ ହେବା ପରେ ତାଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୋମବାର ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ…