Latest Odisha News

BREAKING NEWS

Browsing Category

ଫିଚର

ଶ୍ରମମନ୍ତ୍ରୀଙ୍କୁ ସୁରକ୍ଷା ଦେବା ପାଇଁ ବିଜେଡି ନେତ୍ରୀଙ୍କୁ କଲ୍ୟାଣ ବୋର୍ଡରେ ନିଯୁକ୍ତି ଦିଆଗଲା: ବିଜେପି

ଭୁବନେଶ୍ୱର: ବିଜେଡି ନେତ୍ରୀ ସଞ୍ଜୁକ୍ତା ମହଲଙ୍କୁ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ଯିଏକି ନିକଟରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ଦାସଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ। ତାଙ୍କୁ ଏବେ ବିଭିନ୍ନ ପଦରେ ଥାଇଥାନ…

ପ୍ରଧାନମନ୍ତ୍ରୀ କହିଲେ ଇସ୍ତଫା ଦେବାକୁ ରାଜି: ବ୍ରିଜଭୂଷଣ

ନୂଆଦିଲ୍ଲୀ: ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆ ମୁଖ୍ୟ ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ସପ୍ତାହେ ଧରି ଦିଲ୍ଲୀର ଜନ୍ତରମନ୍ତରରେ କୁସ୍ତିଯୋଦ୍ଧା ଧାରଣାରେ ବସିଛନ୍ତି। ବିରୋଧୀ ବିଜେପି ସାଂସଦଙ୍କ ଇସ୍ତଫା ଦାବି କରିବା ସହ ଗିରଫ କରାଯାଉ ବୋଲି ଦାବି କରିଛନ୍ତି। ତେବେ…

ମଝି ଆକାଶରେ ଦୁଇ ବିମାନ ମୁହାଁମୁହିଁ ଧକ୍କା

ନୂଆଦିଲ୍ଲୀ: ସ୍ପେନର ଏକ ବିମାନବନ୍ଦର ନିକଟରେ ଦୁଇଟି ଅଲଟ୍ରାଲାଇଟ୍ ବିମାନ ଧକ୍କା ହେବାରୁ ଚାରି ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ରବିବାର ଉତ୍ତର-ପୂର୍ବ ସ୍ପେନରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣା ପରେ ବିମାନବନ୍ଦରରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ବାର୍ସିଲୋନାର ଉତ୍ତରରେ ଥିବା ମୋୟା…

ଗଡଚିରୋଲିରେ ନକ୍ସଲ-ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ, ୩ ନକ୍ସଲଙ୍କ ମୃତ୍ୟୁ

ମୁମ୍ବାଇ: ମହାରାଷ୍ଟ୍ରର ଗଡଚିରୋଲି ଜଙ୍ଗଲରେ ନକ୍ସଲ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଗୁଳିବିନିମୟ ହୋଇଛି। ସୁରକ୍ଷାବାହିନୀର ଏନକାଉଣ୍ଟରରେ ୩ ନକ୍ସଲଙ୍କ ମୃତ୍ୟୁ ଘଟିଛି। ହତ୍ୟାର ଶିକାର ନକ୍ସଲମାନଙ୍କ ଉପରେ ୩୬ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଥିଲା। ଭାମରାଗର ତାଲୁକାରେ ସି୬୦…

ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସରେ ବୋମା ଆତଙ୍କ: ୪ ଘଣ୍ଟା ବିଳମ୍ବରେ ଛାଡ଼ିଲା ଟ୍ରେନ

ଭୁବନେଶ୍ୱର: ପୁରୀ- ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସରେ ବୋମା ଆତଙ୍କ । ଏହି କାରଣରୁ ନୂଆଦିଲ୍ଲୀରୁ ପୁରୀ ଯାଉଥିବା ୧୨୮୦୧ ନମ୍ବର ଟ୍ରେନଟି ମିର୍ଜାପୁର ଷ୍ଟେସନଠାରେ ଅଟକି ରହିଥିଲା । ଖବର ପ୍ରଚାରିତ ହେବା ପରେ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ । ସ୍ଥିତିକୁ କାବୁ କରିବା ପାଇଁ…

କଳାହାଣ୍ଡି ଜିଲ୍ଲାରେ ୨ଟି କୋର୍ଟର ନୂଆ କୋଠାକୁ ଉଦଘାଟନ କଲେ ମୁଖ୍ୟ ବିଚାରପତି

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଏମ. ରାମପୁର ଏବଂ କେସିଙ୍ଗା ଠାରେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍ ମୂରଲୀଧରଅତିରିକ୍ତ ଦେୱାନୀ ଜଜ୍ ତଥା ଜେଏମଏଫସିର ନୂତନ କୋଠାର ଶୁଭ ଉଦଘାଟନ କରିଛନ୍ତି । କୋଠା ଉଦଘାଟନୀ ଅବସରରେ ହାଇକୋର୍ଟ ଜଜ୍ ଡ ଜଷ୍ଟିସ ବି ଆର୍ ଷଡ଼ଙ୍ଗୀ ନିଜ…

ରାଜଧାନୀରୁ ୧୬ଟି ଚୋରା ବାଇକ୍ ଜବତ, ମୁଖ୍ୟ ଅଭିଯୁକ୍ତ ସହ ୪ ଗିରଫ

ଭୁବନେଶ୍ୱର: କ୍ୟାପିଟାଲ୍ ଥାନା ପୋଲିସ ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବା ସହ ୧୬ଟି ଚୋରି ବାଇକ୍ ଜବତ କରିଛି । ପୋଲିସ ହାତରେ ଧରା ପଡ଼ିଛି ଗ୍ୟାଙ୍ଗର ମୁଖ୍ୟ ସୁକାନ୍ତ କୁମାର ରେଡ୍ଡୀ । ଅନ୍ୟ ଗିରଫ ମାନେ ହେଲେ ସୌମିତ୍ର ଦାସ, ଗୁଣଧର ମିର୍ଦା ଓ ସୋମନାଥ ଦାସ । ସମସ୍ତ ଅଭିଯୁକ୍ତ…

କୁକୁର ପାଳନ ନେଇ ବିଏମସି ଆଣିଲା ନୂଆ ନିୟମ, ନ ମାନିଲେ ୧୦ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର: ରାଜଧାନୀରେ ପୋଷା କୁକୁର ରଖିବା ଲାଗି ବିଏମସି ବୈଠକରେ ବାଇ ଲ ପାରିତ ହୋଇଛି । ବିଜ୍ଞପ୍ତି ଅନୁସାରେ, କୁକୁର ରଖିବାକୁ ହେଲେ ବିଏମସି ନିକଟରେ ପଞ୍ଜିକରଣ କରିବାକୁ ପଡ଼ିବ । ୫ ଶହ ଟଙ୍କା ଦେଇ ମାଲିକ ବିଏମସି କାର୍ଯ୍ୟାଳୟରେ ପୋଷା କୁକୁରର ପଞ୍ଜିକରଣ କରିବେ । କୌଣସି ବ୍ୟକ୍ତି…

ମହିଳା ଫୁଟବଲ ଲିଗ: ଓଡିଶା ଏଫସିର ବିଜୟଧାରାରେ ବ୍ରେକ ଦେଲା କିକଷ୍ଟାର୍ଟ ଏଫସି

ଭୁବନେଶ୍ୱର: ଚଳିତ ମହିଳା ଫୁଟବଲ ଲିଗରେ ରବିବାର ଓଡିଶା ଏଫସିର ବିଜୟ ଧାରାରେ ବ୍ରେକ ଦେଇଛି କିକଷ୍ଟାର୍ଟ ଏଫସି । ଅହମ୍ମଦାବାଦର ଶାହିଲବାଗ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମୁକାବିଲାରେ ଓଡିଶା ଟିମ ଆରମ୍ଭରୁ ଭଲ ପ୍ରଦର୍ଶନ କରିଥିଲା । ୨୦ତମ ମିନିଟରେ ଅଞ୍ଜୁଙ୍କୁ ବିପକ୍ଷ ଦଳର ଖେଳାଳି…

ଏସିଆନ ୟୁଥ ଆଥଲେଟିକ୍ସ: ରୌପ୍ୟ ପଦକ ଜିତିଲେ ଓଡିଶାର ବାପି ହାଁସଦା

ଭୁବନେଶ୍ୱର: ଉଜବେକିସ୍ତାନର ତାସକେଂଟରେ ଚାଲିଥିବା ୟୁଥ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପରେ ଓଡିଶାର ବାପି ହାଁସଦା ରୌପ୍ୟ ପଦକ ହାସଲ କରିଛନ୍ତି । ବାଲେଶ୍ୱରର ଏହି ୧୭ ବର୍ଷୀୟ ଆଥଲେଟ ୪୦୦ ମିଟର ହର୍ଡଲ୍ସରେ ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ସେ ୫୧.୩୮ ସେକେଣ୍ଡ ସମୟ ନେଇ ରେସ…