Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର: ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ନାମାଙ୍କନ ଭରିବା ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ବିଧାନସଭା ପରିସରରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ଅଶ୍ୱିନୀ…

ଆଜି ପ୍ରଖ୍ୟାତ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବିଶିଷ୍ଟ ଶିଶୁ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ଜୟନ୍ତୀ । ସେ ୧୯୦୬ ମସିହା ଫେବୃୟାରୀ ୧୫ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରୁଥିବା ଲୋକପ୍ରିୟ ଭକ୍ତି ସଂଗୀତ ‘ଆହେ ଦୟାମୟ ବିଶ୍ଵ ବିହାରୀ’ ହେଉଛି ତାଙ୍କର କାଳଜୟୀ ସୃଜନସୃଷ୍ଟି । ଖାଲି…

ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍

ଭଦ୍ରକ: ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍ । ଭଦ୍ରକର ୪ଟି ସ୍ଥାନରେ ରେଡ୍ । ସେପରି ବାରିପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ଏହି ରେଡ୍ । ସୂଚନା ଅନୁସାରେ, ବିଧାୟକ ପ୍ରଫୁଲ୍ଲ ସାମଲଙ୍କ…

ତୃତୀୟ ଦିନରେ ଚାଷୀ ଆନ୍ଦୋଳନ, ପଞ୍ଜାବରେ ୪ଘଣ୍ଟିଆ ରେଳରୋକ ଅଭିଯାନ, ଟ୍ରାଫିକ୍ ବ୍ୟାନ ଭିତରେ ସିବିଏସଇ ପରୀକ୍ଷାର୍ଥୀ

ନୂଆଦିଲ୍ଲୀ: ତୃତୀୟ ଦିନରେ ପହଞ୍ଚିଛି ଚାଷୀ ଆନ୍ଦୋଳନ । ଆଜି ଚଣ୍ଡିଗଡ଼ରେ ଅପରାହ୍ନ ୫ ଟାରେ କେନ୍ଦ୍ର ସରକାର ଏବଂ କୃଷକ ନେତାଙ୍କ ମଧ୍ୟରେ ଆଲୋଚନା ହେବ । ଏସବୁ ମଧ୍ୟରେ କୃଷକ ଆନ୍ଦୋଳନକୁ ସମର୍ଥନ କରୁଥିବା ଭାରତୀୟ କିସାନ ୟୁନିୟନ ଉଗ୍ରାହାଁ ଦଳ ପଞ୍ଜାବରେ ରେଳ ରୋକ ଆନ୍ଦୋଳନ ଘୋଷଣା କରିଛି ।…

ଆରଟିଓ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ବୌଦ୍ଧ: ଭିଜିଲାନ୍ସ ଜାଲରେ ଆରଟିଓ ଅଧିକାରୀ । ବୌଦ୍ଧ ଜିଲ୍ଲା ଆରଟିଓ ଅଧିକାରୀ ବସନ୍ତ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସ ଭବନ ସମେତ ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ରେଡ୍ । ବୌଦ୍ଧ, ଗଞ୍ଜାମ ଓ ଭୁବନେଶ୍ବର ସ୍ଥିତ ଘରେ ଚାଲିଛି ଭିଜିଲାନ୍ସ…

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପାର୍ଥୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ଵର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ଭରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବରିଷ୍ଠ ବିଜେପି ନେତାଙ୍କ ସହ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି । ଗତକାଲି ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଥିଲା ବିଜେପି । ଆଉ ଅଶ୍ୱିନୀ ବୈଷ୍ଣବଙ୍କୁ…

ଆଜିଠାରୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା, ପରୀକ୍ଷା ହଲ୍ ରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ଆଜିଠାରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ)ର ଦଶମ ଓ ଦ୍ୱାଦଶ ପରୀକ୍ଷା ଅନୁଷ୍ଠିତ ହେବ । ସିବିଏସଇ ଅଧୀନରେ ଥିବା ସମସ୍ତ ସ୍କୁଲମାନଙ୍କରେ ଏହି ପରୀକ୍ଷା ଚାଲିବ । ଦଶମ ପରୀକ୍ଷା ମାର୍ଚ୍ଚ ୧୩ ତାରିଖ ଯାଏଁ ଚାଲିବାକୁ ଥିବା ବେଳେ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ ତାରିଖ…

ମାଇକେଲର ଫାଷ୍ଟ ଲୁକ ଜାରୀ: ଜ୍ୟାକସନଙ୍କ ପରି ଅବିକଳ ଦେଖାଯାଉଛନ୍ତି ପୁତୁରା ଜାଫର

ମୁମ୍ବାଇ: ମାଇକେଲ ଜ୍ୟାକସନଙ୍କ ବାୟୋପିକର ଫାଷ୍ଟ ଲୁକ ଜାରୀ ହୋଇଛି । ଏହି ଫିଲ୍ମରେ ମାଇକେଲଙ୍କ ଭୂମିକା ତାଙ୍କ ପୁତୁରା ଜାଫର ଜ୍ୟାକସନ କରିଛନ୍ତି । ଜାଫରଙ୍କ ଲୁକ ଅବିକଳ ମାଇକେଲଙ୍କ ପରି ଦେଖାଯାଉଥିବାରୁ ପ୍ରଶଂସକ ଦ୍ୱନ୍ଦ୍ୱରେ ପଡି ଯାଇଛନ୍ତି । ନିର୍ମାତା ଗ୍ରାହମ କିଙ୍ଗ କହିଛନ୍ତି…

ଗୁଡି ଉଡେଇ ଡ୍ରୋନ ଖସାଉଛନ୍ତି ଆନ୍ଦୋଳନକାରୀ

ଚଣ୍ଡୀଗଡ: କୃଷକ ଆନ୍ଦୋଳନ ନେଇ ସରକାର ଓ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଛନ୍ତି । ଦିଲ୍ଲୀ ସୀମାରେ ପ୍ରବେଶ କରିବା ପାଇଁ ଆନ୍ଦୋଳନକାରୀ ଉଦ୍ୟମ କରୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇ ରଖିଛି । ସ୍ଥିତି ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ପକ୍ଷରୁ ଡ୍ରୋନ ମାଧ୍ୟମରେ ଟିୟର ଗ୍ୟାସ ପକାଯାଇଛି ।…

ଭାରତରେ ହେବ ଆଇପିଏଲ, ସୂଚନା ଦେଲେ ଚେୟାରମ୍ୟାନ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ସଂସ୍କରଣ ଭାରତରେ ଆୟୋଜିତ ହେବା ନେଇ ଆଶଙ୍କା ସୃଷ୍ଟି ହେଉଛି । ଏହାର ପ୍ରମୁଖ କାରଣ ହେଲା ଏହି ସମୟରେ ଦେଶରେ ସାଧାରଣ ନିର୍ବାଚନ ହେବାକୁ ଥିବାରୁ ଏହି ସମସ୍ୟା ସୃଷ୍ଟି ହୋଇଛି । ତେବେ ଏ ନେଇ ବୁଧବାର ଆଇପିଏଲ ଚେୟାରମ୍ୟାନ ଅରୁଣ ସିଂ ଧୂମାଲ…