Latest Odisha News

BREAKING NEWS

Browsing Category

ଫିଚର

ପୁରୀ ମେଡିକାଲ କଲେଜରେ ହେବକି ବର୍ଣ୍ଣ ୟୁନିଟ୍ ପ୍ରତିଷ୍ଠା, ସଂସଦରେ ଦାବି ଉଠାଇଲେ ସମ୍ବିତ

ନୂଆଦିଲ୍ଲୀ: ସୋମବାର ଦିନ ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିଜେପି ସାଂସଦ ସମ୍ବିତ ପାତ୍ର ଓଡିଶାର ସ୍ବାର୍ଥ ପାଇଁ ପୁଣି ଦାବି ଉଠାଇଛନ୍ତି। ପୁରୀ ସହରରେ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ (SJMCH) ରେ ବର୍ନ ଏବଂ ସୁପର ସ୍ପେସିଆଲିଟି ୟୁନିଟ୍ ସ୍ଥାପନ କରିବାକୁ ସେ ଦାବି…

କମାଲ କରିପାରିବେ କି କମଲା ?   

ନଭେମ୍ବରର ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ରୋଚକ ହୋଇଛି ଆମେରିକାର ରାଜନୈତିକ ସ୍ଥିତି । ଦଳୀୟ ନେତାଙ୍କ ଚାପ ଆଗରେ ମୁଣ୍ଡ ନୁଆଁଇ ହ୍ୱାଇଟ ହାଉସ ରେସରୁ ଓହରିଯାଇଛନ୍ତି ପଦାସୀନ ରାଷ୍ଟ୍ରପତି ଜୋ ବାଇଡେନ୍ । ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଡେମୋକ୍ରାଟିକ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ…

ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି: ନୂଆ ଏଜି ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର: ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସେ କହିଛନ୍ତି ଯେ ବିନା ପକ୍ଷପାଖିତା, ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି। ଓଡ଼ିଶାବାସୀଙ୍କୁ…

ଦୁଇ ଦିନ ମଧ୍ୟରେ ଭିତର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ତେବେ ସମସ୍ତ…

୨୫-୨୬ ଆର୍ଥିକ ବର୍ଷରେ ମୁଦ୍ରାସ୍ଫୀତି ହାର ୬.୫ରୁ ୭% ରହିବା ଆକଳନ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗତ ୨୦୨୩-୨୪ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ସୋମବାର ଦିନ ଲୋକସଭାରେ ଉପସ୍ଥାପନ କରିଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତର ଜିଡିପି ୬.୫ରୁ ୭ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। ଚଳିତ ଆର୍ଥିକ ବର୍ଷରେ ମୁଦ୍ରାସ୍ଫୀତି ହାର ୪.୫…

ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ- ଏଭଳି ଖବର ମିଛ ଓ ଭିତ୍ତିହୀନ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କୁ ନେଇ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟକୁ ସୋମବାର ଦିନ ମିଛ ଓ ଭିତ୍ତିହୀନ ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖବର ଉପରେ ପ୍ରତିକ୍ରିୟା ରଖି ସୋସିଆଲ ମିଡ଼ିଆ 'ଏକ୍ସ' ରେ ନବୀନ ପୋଷ୍ଟ କରିଛନ୍ତି। "ମୁଁ ପୂର୍ବରୁ ବି କହିଥିଲି…

ବର୍ଷା ଦିନେ ଆପଣ ଠିକ୍ ଖାଦ୍ୟ ଖାଉଛନ୍ତି ତ ? କେମିତି ରହିବେ ସୁସ୍ଥ, ଜାଣନ୍ତୁ

ନୂଆଦିଲ୍ଲୀ: ଗ୍ରୀଷ୍ମ ଋତୁ ପରେ ଆମେ ମୌସୁମୀକୁ ସ୍ୱାଗତ କରୁ। ବର୍ଷା ଦିନେ ପରିବେଶ ଅନେକ ସୁନ୍ଦର ଦେଖାଯାଏ । କିନ୍ତୁ ଏହି ମୌସୁମୀ ଯୋଗୁଁ ଆମର ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ହୋଇଥାଏ। ବର୍ଷା ଦିନେ ଆମ ଶରୀରରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଅଧିକ ଦେଖାଯାଏ କାରଣ ମୌସୁମୀରେ ଆମ ଶରୀରର ରୋଗ…

ନାଟ୍ୟକାର ତଥା ନିର୍ଦ୍ଦେଶକ ପୂର୍ଣ୍ଣଚନ୍ଦ୍ର ଦାସଙ୍କ ପରଲୋକ

ଭୁବନେଶ୍ୱର : ବର୍ଷୀୟାନ ନାଟ୍ୟ ନିର୍ଦ୍ଦେଶକ ତଥା ନାଟ୍ୟକାର ପୂର୍ଣ୍ଣଚନ୍ଦ୍ର ଦାସଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଗତ କିଛି ଦିନ ଧରି ସେ ବାର୍ଦ୍ଧକ୍ୟଜନିତ ପୀଡିତ ହୋଇ ସେ ଚିକିତ୍ସିତ ହେଉଥିଲେ । ଅନ୍ତିମ ଶଯ୍ୟା ନିକଟରେ ତାଙ୍କ ଭାଇ ଭ୍ରାତା ପ୍ରଭାତ କୁମାର ଦାସ, ପ୍ରତାପ ଚନ୍ଦ୍ର ଦାସ,…

ବିଜେଡିର ୧୬ ଜଣିଆ ମିଡିଆ ଟିମ୍, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ଭୁବନେଶ୍ୱର: ବିଜୁ ଜନତା ଦଳ ପକ୍ଷରୁ ସୋମବାର ଦିନ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମ ବିତର୍କରେ ଦଳର ପ୍ରତିନିଧିତ୍ୱ କରିବା ଏବଂ ଏହାର ଦୃଷ୍ଟିକୋଣ ଉପସ୍ଥାପନ କରିବାକୁ ୧୬ଜଣିଆ ନୂଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ବିଜେଡି ଦ୍ବାରା ଜାରି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ ଦଳର…

ସଂସଦରେ ନିଟ୍ ଝଡ; ବିରୋଧୀଙ୍କୁ କଡା ଜବାବ ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ସଂସଦରେ ଜୋରଦାର ହଙ୍ଗାମା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଘେରିଛନ୍ତି ବିରୋଧୀ।ଏପରିକି ବଜେଟ୍ ଅଧିବେଶନ ଆରମ୍ଭରୁ ଶିକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ ରାହୁଲ। ରାହୁଲ କହିଛନ୍ତି ଯେ ଶିକ୍ଷା ମନ୍ତ୍ରୀଙ୍କୁ ମୋର…