Latest Odisha News

BREAKING NEWS

Browsing Category

ଫିଚର

ପୋଲିସ ଭୂମିକାରେ ଏକାଠି ନଜର ଆସିବେ ଅଜୟ -ଦୀପିକା

ମୁମ୍ବାଇ: ଏବେ ପୁଣି ଏକାଠି କାମ କରିବେ ଅଭିନେତା ଅଜୟ ଦେବଗନ ଓ ନିର୍ଦ୍ଦେଶକ ରୋହିତ୍ ସେଟ୍ଟୀ । ସିଙ୍ଘମ’ ଏବଂ ‘ସିଙ୍ଘମ ରିଟର୍ନସ’ର ସଫଳତା ପରେ ଏବେ ଅଜୟ ଏବଂ ରୋହିତଙ୍କ ଯୋଡି ନୂଆ ଫିଲ୍ମ ‘ସିଙ୍ଘମ ଏଗେନ୍‌’ ଘୋଷଣା କରିଛନ୍ତି । ଏହି ଫିଲ୍ମକୁ ନେଇ ଅଜୟ ଖୁବ୍ ଉତ୍ସାହିତ ଅଛନ୍ତି ।…

କୁନୋ ଜାତୀୟ ପାର୍କରେ ଆଉ ଏକ ଚିତାର ମୃତ୍ୟୁ

କୁନୋ: ରବିବାର ପଶୁପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର ହସ୍ତଗତ ହୋଇଛି । କୁନୋ ଜାତୀୟ ପାର୍କରେ ଚିକିତ୍ସାଧୀନ ଅବସ୍ଥାରେ ଦକ୍ଷିଣ ଆଫ୍ରିକାରୁ ଅଣାଯାଇଥିବା ଚିତା ଉଦୟର ମୃତ୍ୟୁ ଘଟିଛି । ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନାହିଁ । ମଧ୍ୟପ୍ରଦେଶର ବନ ସଂରକ୍ଷକ ଜେଏସ ଚୌହ୍ୱାନ ଏ ସମ୍ପର୍କରେ ସୂଚନା…

ଅକ୍ଷୟ ତୃତୀୟାରୁ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ ସହ ଚନ୍ଦନ ଯାତ୍ରା

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହୋଇଥିବା ବେଳେ ଅନ୍ୟପଟେ ମହାପ୍ରଭୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ଧରି ଚାପ ଖେଳିବାର ପରମ୍ପରା ଆରମ୍ଭ ହୋଇଛି । ବନଜାଗ ବିଧିରେ ପୂଜା କାର୍ଯ୍ୟ ସହ ସୁନା କୁରାଢିରେ ରଥ କାଠ ଛେଦନ କରାଯାଇ ରଥ ନିର୍ମାଣ ଅନୁକୂଳ ହୋଇଛି । ରଥ…

ରାହାନେ, ଦୁବେଙ୍କ ବିସ୍ଫୋରକ ବ୍ୟାଟିଂ: କୋଲକାତା ସମ୍ମୁଖରେ ୨୩୬ ରନର ଲକ୍ଷ୍ୟ

ଇଡେନଗାର୍ଡେନ: ଚଳିତ ଆଇପିଏଲରେ ରବିବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ସୁପର କିଙ୍ଗସ ୨୩୬ ରନର ବିଶାଳ ଲକ୍ଷ୍ୟ କୋଲକାତା ନାଇଟ ରାଇଡର୍ସ ସମ୍ମୁଖରେ ରଖିଛି । ଅଜିଙ୍କ୍ୟ ରାହାନେ ଓ ଶିବମ ଦୁବେ କୋଲକାତା ବୋଲରଙ୍କୁ ନିର୍ଧୂମ ପ୍ରହାର କରିଥିଲେ । ରାହାନେ ୨୯…

ପୁନର୍ବାର ଧାରଣାରେ ବସିଲେ ମହିଳା ରେସଲର

ନୂଆଦିଲ୍ଲୀ: ଭାରତର ଷ୍ଟାର ମହିଳା ରେସଲର ରବିବାର ପୁନର୍ବାର ଜନ୍ତରମନ୍ତରରେ ଧାରଣାରେ ବସିଛନ୍ତି । ଭାରତୀୟ ରେସଲିଂ ଫେଡେରେଶନର ଅଧ୍ୟକ୍ଷ ଏବଂ ଅନ୍ୟ ପ୍ରଶିକ୍ଷକମାନେ ସେମାନଙ୍କୁ ଯୌନ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ କରି ଏହି ଧାରଣାରେ ବସିଛନ୍ତି । ପୂର୍ବରୁ ଫେଡେରେଶନ ମୂଖ୍ୟ ବ୍ରିଜ ଭୂଷଣ…

ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେପିକୁ ପୁଣି ଝଟକା, ବିଜେଡିରେ ମିଶିଲେ ତ୍ରିନାଥ ଗୋୟେଲ

ଭୁବନେଶ୍ୱର: ଉପନିର୍ବାଚନ ପୂର୍ବରୁ ବିଜେପିକୁ ଆଉ ଏକ ଝଟକା ଲାଗିଛି । ଝାରସୁଗୁଡ଼ା ବିଜେପିର ଜଣେ ଟାଣୁଆ ନେତା ଭାବେ ପରିଚିତ ତ୍ରିନାଥ ଗୋୟେଲ୍ ଆଜି ବିଜେଡିରେ ସାମିଲ୍ ହୋଇଛନ୍ତି । ବିଜେଡିର ଦଳୀୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ସାମିଲ୍ ହୋଇଛନ୍ତି ତ୍ରିନାଥ…

ସଞ୍ଜୟ ରାଉତଙ୍କ ବୟାନକୁ ନେଇ ଚାଂଚଲ୍ୟ

ମୁମ୍ବାଇ: ସଞ୍ଜୟ ରାଉତଙ୍କ ଏକ ବୟାନକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇ ଉଠିଛି । ରାଉତ କହିଛନ୍ତି ମହାରାଷ୍ଟ୍ରରେ ଏକନାଥ ସିନ୍ଦେ ଓ ବିଜେପି ମେଂଟ ସରକାର ୧୫ରୁ ୨୦ ଦିନ ମଧ୍ୟରେ ଭାଙ୍ଗିଯିବ । ସିନ୍ଦେ-ଫଡନବୀଶ ସରକାର ଆଉ ବେଶୀ ଦିନ ତିଷ୍ଠିବନି । ମୁଁ ପୂର୍ବରୁ କହିଥିଲେ ଏବେ ତ ଏହି…

କୋହଲିଙ୍କ ନେତୃତ୍ୱରେ ବାଙ୍ଗାଲୋରର କ୍ରମାଗତ ଦ୍ୱିତୀୟ ବିଜୟ

ବାଙ୍ଗାଲୋର: ଚଳିତ ଆଇପିଏଲରେ ରବିବାର ଅନୁଷ୍ଠିତ ପ୍ରଥମ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି । ଚଳିତ ସିଜନରେ ବିରାଟ କୋହଲିଙ୍କ ନେତୃତ୍ୱରେ ବାଙ୍ଗାଲୋରର ଏହା କ୍ରମାଗତ ଦ୍ୱିତୀୟ ବିଜୟ । ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ୨୦ ଓଭରରେ ୯…

କ୍ରିକେଟ୍ ଖେଳକୁ ନେଇ ବିଜେବି କଲେଜରେ ଛାତ୍ରଙ୍କୁ ଆକ୍ରମଣ ଘଟଣା, ୪ ଜଣ ଗିରଫ

ଭୁବନେଶ୍ୱର: ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ କ୍ରିକେଟ ଖେଳକୁ ନେଇ ଛାତ୍ରଙ୍କୁ ଆକ୍ରମଣ ଘଟଣା । ୪ ଜଣଙ୍କୁ ଗିରଫ କଲା ପୋଲିସ । ବଡ଼ଗଡ଼ ଥାନା ଅନ୍ତର୍ଗତ କେଦାରପଲ୍ଲୀ ଓ ମହିଷାଖଳା ଅଞ୍ଚଳର ୪ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ପୂର୍ବରୁ ବହୁ…

ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତା ପ୍ରସଙ୍ଗ : ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ବିରୋଧ, ସଂକଳ୍ପ ପାରିତ

ନୂଆଦିଲ୍ଲୀ : ଭାରତରେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦିଆଯିବ କି ନାହିଁ, ସେନେଇ ସୁପ୍ରିମକୋର୍ଟରେ ମଙ୍ଗଳବାରଠାରୁ ଶୁଣାଣି ଆରମ୍ଭ ହୋଇଛି। ତେବେ ରବିବାର ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ(ବିସିଆଇ) ଏହାକୁ ବିରୋଧ କରି ଏକ ସଂକଳ୍ପ ପାରିତ କରିଥିବା ଜଣାପଡିଛି । ସଂକଳ୍ପରେ କୁହାଯାଇଛି ଯେ,…