Latest Odisha News

BREAKING NEWS

Browsing Category

ଫିଚର

‘ବିଧାନସଭାରୁ ସଂସଦକୁ ଯିବା ମୋ ପାଇଁ ପ୍ରମୋସନ’

କଟକ: ରାଜ୍ୟସଭା ପ୍ରାର୍ଥୀ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ଦେବାଶିଷ ସାମନ୍ତରାୟ । କହିଲେ ‘ବିଧାନସଭାରୁ ସଂସଦକୁ ଯିବା ମୋ ପାଇଁ ବହୁତ ବଡ଼ ସୁଯୋଗ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଁ ଧନ୍ୟବାଦ ଜଣାଉଛି’। ସେ ଆହୁରି କହିଛନ୍ତି, ‘ଦଳର ଆଭିମୁଖ୍ୟ ଓ ଓଡ଼ିଶାରେ ଯାହା ସମସ୍ୟା…

ବରଗଡରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ବିକ୍ରି ପାଇଁ ଡିଲ୍ ବେଳେ ଜଣଙ୍କୁ ଗିରଫ କଲା ଏସଟିଏଫ୍

ବରଗଡ: ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚୋରାଚାଲାଣକାରୀ । ଡିଲ୍ ଚାଲିଥିବା ବେଳେ ମାଡିବସିଲା ଏସଟିଏଫ । ବଜ୍ରକାପ୍ତା ଚାଲାଣକାରୀଙ୍କୁ ବରଗଡ଼ ବନବିଭାଗ ସହାୟତାରେ ଗିରଫ କଲା ଏସଟିଏଫ । ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ଆମ୍ବଭୋଣା-ଡୁଙ୍ଗୁରୀ ରାସ୍ତା ବୁଢିପାଲି ଛକ ନିକଟରେ ଡିଲ…

ନୂଆ-ଓ ଯୋଜନା ଅଧୀନରେ ରାଜ୍ୟ ସରକାରଙ୍କ ଠାରୁ ଛାତ୍ରବୃତ୍ତି ପାଇବେ ଛାତ୍ରଛାତ୍ରୀ

ଯାଜପୁର: ନୂଆ-ଓ ଯୋଜନା ଅଧୀନରେ ରାଜ୍ୟ ସରକାରଙ୍କ ଠାରୁ ଛାତ୍ରବୃତ୍ତି ପାଇବେ ପ୍ଲସ୍ ୨ ଓ ପ୍ଲସ୍ ୩ ଛାତ୍ରଛାତ୍ରୀ । ଏନେଇ ଯାଜପୁର ଏନସି କଲେଜରେ ଅନୁଷ୍ଠିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଘୋଷଣା କରିଛନ୍ତି 5T ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀଯୁକ୍ତ କାର୍ତ୍ତିକ ପାଣ୍ଡିଆନ୍ । ପୁଅମାନେ…

ଗ୍ରେଡ୍ ପେ ବୃଦ୍ଧି ଦାବିରେ ସଚିବାଳୟ ସେବା ସଂଘର ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ବର: ଓଡ଼ିଶା ସଚିବାଳୟ ସେବା ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ । ଗ୍ରେଡ ପେ ବୃଦ୍ଧି ଦାବି ନେଇ ସରକାରଙ୍କ ସହ ବାରମ୍ବାର ଆଲୋଚନା ସତ୍ତ୍ୱେ ଦାବି ପୂରଣ ହେଉନଥିବାରୁ, ସଚିବାଳୟ ସେବା କ୍ୟାଡ଼ରର କର୍ମଚାରୀମାନେ ଆଜି ଅର୍ଥାତ୍ ଫେବୃୟାରୀ ୧୩ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣ…

ଗତ ୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ଵର: ସଂସଦୀୟ କ୍ଷେତ୍ର ଭୁବନେଶ୍ୱର ପାଇଁ ୫ ବର୍ଷର ରିପୋର୍ଟ କାର୍ଡ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଦ୍ଵାରା ଦିଆଯାଇଥିବା ଏହି ରିପୋର୍ଟ କାର୍ଡରେ ସଂସଦୀୟ କ୍ଷେତ୍ରରେ ହୋଇଥିବା ସମସ୍ତ ବିକାଶ କାର୍ଯ୍ୟ ସ୍ଥାନ…

ବୋମା ଖାଇ ଦନ୍ତା ମୃତ

ଭୁବନେଶ୍ୱର: ଭରତପୁର ଜଙ୍ଗଲରେ ବୋମା ବିସ୍ଫୋରଣର ଶିକାର ହୋଇଥିବା ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ଏହି ହାତୀ ଖୋର୍ଦ୍ଧା ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି । ଗତକାଲି ଭରତପୁର ଜଙ୍ଗଲରେ ବନ ବିଭାଗ କର୍ମଚାରୀ ଏହି ହାତୀକୁ ଠାବ କରିବା ପରେ OUAT ଓ ନନ୍ଦନକାନନ ପ୍ରାଣୀ ଚିକିତ୍ସକଙ୍କ…

ଚାଷୀଙ୍କୁ ଅଟକେଇବାକୁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି, ରାତାରାତି ରାସ୍ତା ବନ୍ଦ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବାକୁ ରାଜି ନହେବା ପରେ ପଞ୍ଜାବର ବିରୋଧୀ କୃଷକମାନେ ଆଜି ଦିଲ୍ଲୀ ଯିବାକୁ ପ୍ରସ୍ତୁତ ହୋଇଛନ୍ତି । ଚାଷୀଙ୍କ ବିରୋଧକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। କୃଷକଙ୍କ ଆନ୍ଦୋଳନକୁ ଦୃଷ୍ଟିରେ ରଖି…

ରାଜ୍ୟସଭା ନିର୍ବାଚନ; ଆଜି ନାମାଙ୍କନ ଭରିବେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ

ଭୁବନେଶ୍ବର: ଆଜି ନାମାଙ୍କନ ଭରିବେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ । ପ୍ରଥମେ ଉଭୟ ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ। ପରେ ସେମାନେ ବିଧାନସଭା ଯାଇ ନାମାଙ୍କନ ଦାଖଲ କରିବେ ।…

ଆଜି ଓଡ଼ିଶା ଆସିବେ ଶିବରାଜ ସିଂ ଚୌହାନ

ଭୁବନେଶ୍ୱର: ଆଜି ଓଡ଼ିଶା ଆସିବେ ମଧ୍ୟପ୍ରଦେଶର ପୂବର୍ତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । କଟକ ଓ ଜଗତସିଂହପୁର  ସଂସଦୀୟ କ୍ଷେତ୍ରର  ସେ ସମୀକ୍ଷା କରିବେ । ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରରେ ପହଞ୍ଚିବେ । ଏହାପରେ ସେ ଜଗତସିଂହପୁର ଗସ୍ତ କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ…

କଂଗ୍ରେସରୁ ଇସ୍ତଫା ଦେଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ହେଭିୱେଟ୍ ଅଶୋକ ଚୌହାନ ଲୋକସଭା ନିର୍ବାଚନର କିଛି ମାସ ପୂର୍ବରୁ ଦଳରୁ ଇସ୍ତଫା ଦେଇଛନ୍ତି। ଯାହା ବିରୋଧୀ ମେଣ୍ଟକୁ ଆଉ ଏକ ଝଟକା ଦେଇଛି। ବିଜେପିରେ ଯୋଗ ଦେବେ କି ବୋଲି ପଚରାଯିବାରୁ ଚୌହ୍ୱାନ ଗଣମାଧ୍ୟମକୁ କହିଛନ୍ତି, ମୁଁ…