Latest Odisha News

BREAKING NEWS

Browsing Category

ଫିଚର

ପ୍ରସଙ୍ଗ ପ୍ରସ୍ତୁତ; କମ୍ପିବ ବିଧାନସଭା

ଭୁବନେଶ୍ୱର: ଅଗଷ୍ଟ ୨୦ରୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଗତଥର ଭଳି ଏଥର ବି କମ୍ପିବ ବିଧାନସଭା । ଶାସକ ବିଜେପିକୁ ଘେରିବାକୁ ବିରୋଧୀ ପ୍ରସ୍ତୁତ । ହାତରେ ପ୍ରସଙ୍ଗର ଲମ୍ବା ତାଲିକା । ଗତଥର ଓଡିଆ ଅସ୍ମିତା, ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅଙ୍କ ମାଡ ପ୍ରସଙ୍ଗରେ…

କିଙ୍ଗ କୋହଲୀଙ୍କ ‘ସୁଇଟ୍ ୧୬’

ଆନ୍ତର୍ଜାତିକ କ୍ରିକେଟରେ ୧୬ ବର୍ଷ ପୂରଣ କରିଛନ୍ତି ଭାରତର ରନ୍ ମେସିନ ବିରାଟ କୋହଲୀ। ୨୦୦୮ ମସିହା ଅଗଷ୍ଟ ୧୮ରେ ଆନ୍ତର୍ଜାତିକ କ୍ରିକେଟରେ ପାଦ ରଖିଥିଲେ ବିରାଟ କୋହଲୀ। ପ୍ରଥମ ମ୍ୟାଚ ଥିଲା ଶ୍ରୀଲଙ୍କା ବିପକ୍ଷ ଏକ ଦିନିକିଆ ମ୍ୟାଚ୍। ନିଜର ପ୍ରଥମ ଆନ୍ତର୍ଜାତିକ ମ୍ୟାଚରେ କୋହଲୀଙ୍କ…

ବଢିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅର୍ଥ ରାଶି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ପାଇବେ ୧ ଲକ୍ଷ ୮୦ ହଜାର ଟଙ୍କା। ପୂର୍ବରୁ ଏହି ଯୋଜନାରେ ୧ ଲକ୍ଷ ୨୦ ହଜାର ଟଙ୍କା ମିଳୁଥିଲା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ଏନେଇ ଖୁବ୍ ଶୀଘ୍ର ସମ୍ପୂର୍ଣ୍ଣ ଗାଇଡଲାଇନ ଆସିବ ବୋଲି…

ଆସନ୍ତା ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର: ଆସନ୍ତା ବର୍ଷ କଲେଜରେ ହେବ ଛାତ୍ର ସଂସଦ ନିର୍ବାଚନ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ହୁଏ। ଜୁନରେ ନୂଆ ସରକାର ଆସିଲା ପରେ ଏନେଇ ପର୍ଯ୍ୟାପ୍ତ ସମୟ ମିଳିନି। ଛାତ୍ର ସଂସଦ ନିର୍ବାଚନ…

ବିରୋଧୀଙ୍କ ଟାର୍ଗେଟରେ ‘ପଛ ଦୁଆର’ ନିଯୁକ୍ତି

ନୂଆଦିଲ୍ଲୀ: ଲେଟରଲ୍ ଏଂଟ୍ରି ଜରିଆରେ ୪୫ଟି ସରକାରୀ ପଦବୀ ପୂରଣ ପାଇଁ ୟୁପିଏସସିର ବିଜ୍ଞାପନ ନେଇ ମୋଦି ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଲେଟେରଲ ପ୍ରସଙ୍ଗରେ ସରକାରଙ୍କ ଉପରେ ଜୋରଦାର ଆକ୍ରମଣ କରିଛନ୍ତି । ୪୫ଟି ବିଶେଷଜ୍ଞ ପଦବୀ…

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସମବେଦନା ପ୍ରକାଶ କରିଛନ୍ତି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ…

ଆସୁଛି ଗଣେଶ ପୂଜା; ଡିଜେ ବଦଳରେ ପାରମ୍ପାରିକ ବାଦ୍ୟକୁ ଅନୁମତି

ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ରାଜଧାନୀ ଭୁବନେଶ୍ବରରେ ଗଣେଶ ପୂଜାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୂର୍ତ୍ତି ଗଢ଼ା କାମ ଜୋରସୋରରେ ଚାଲିଛି। ଏହାରି ମଧ୍ଯରେ ଗଣେଶ ପୂଜାକୁ ସୁବ୍ୟବସ୍ଥିତ ଢଙ୍ଗରେ କରିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା…

କୋଲକାତା ଲଜ୍ଜା: ନିଜ ଆଡୁ ହସ୍ତକ୍ଷେପ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋଲକାତାର ଆରଜି କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ନିଜ ଆଡୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। ଦେଶର ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ତିନିଜଣିଆ ଖଣ୍ଡପୀଠ ମଙ୍ଗଳବାର ଦିନ ଏହି ମାମଲାର ଶୁଣାଣି କରିବେ।…

ବ୍ଲୁ ମୁନ୍, ବ୍ଲଡ଼୍ ମୁନ୍ ଓ ସୁପରମୁନ୍ ମଧ୍ୟରେ ପାର୍ଥକ୍ୟ କଣ ? ରାକ୍ଷୀ ପୂର୍ଣ୍ଣିମାରେ ଦେଖିବାକୁ ମିଳିବ ବିରଳ ଦୃଶ୍ୟ

ରକ୍ଷା ବନ୍ଧନ ଅବସରରେ ଦେଖାଯିବ ବିରଳ ଘଟଣା। କାରଣ ବଦଳିଯିବ ଚନ୍ଦ୍ରର ରଙ୍ଗ। ତୋଫା ଜହ୍ନ ନୀଳ ପଡିଯିବ ଅର୍ଥାତ୍‌ ଆକାଶରେ ବ୍ଲୁ ମୁନ ବା ନୀଳଜହ୍ନ ଦେଖାଯିବ। ଲୋକେ ରାତିରେ ସୁନ୍ଦର ଚନ୍ଦ୍ରକୁ ଦେଖିବାକୁ ପସନ୍ଦ କରନ୍ତି। ଅନେକ ଥର ଆମେ ଦେଖୁ ଯେ ଚନ୍ଦ୍ର ପୃଥିବୀଠାରୁ ପ୍ରତିଦିନ ଭିନ୍ନ…

ନେତାଜୀଙ୍କ ଅବଶେଷକୁ ଭାରତ ଫେରାଇ ଆଣନ୍ତୁ; ମୋଦିଙ୍କୁ କଲେ ଅପିଲ୍  

ନୂଆଦିଲ୍ଲୀ: ନେତାଜୀଙ୍କ ଅବଶେଷକୁ ଭାରତ ଫେରାଇ ଆଣନ୍ତୁ।ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅଣନାତି ଚନ୍ଦ୍ର କୁମାର ବୋଷ ଜାପାନର ରେନକୋଜି ମନ୍ଦିରରୁ ସ୍ୱାଧୀନତା ସଂଗ୍ରାମୀଙ୍କ ମୃତଦେହର ଅବଶେଷକୁ ଭାରତକୁ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିବେଦନ କରିଛନ୍ତି। ସେ ଶନିବାର…